ବାଣିଜ୍ୟ

ୟୁନୋ ଉପଭୋକ୍ତାଙ୍କ ସଂଖ୍ୟା ୧୬ ନିୟୁତ ଟପିଲା

ଭୁବନେଶ୍ୱର,୧୪-୧୨: ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ)ର ଡିଜିଟାଲ ପ୍ଲାଟଫର୍ମ ୟୋନୋର ୟୁଜର ବେସ୍‌ ବା ଉପଭୋକ୍ତା ସଂଖ୍ୟା ୧୬ ନିୟୁତ ଟପିଥିବା ଜଣାପଡିଛି। ଶୁଭାରମ୍ଭ ହେବାର…

7 years ago

୩ ବର୍ଷର ସର୍ବୋଚ୍ଚ ସ୍ତରରେ ଖୁଚୁରା ମୁଦ୍ରାସ୍ଫୀତି

ନୂଆଦିଲ୍ଲୀ,୧୩-୧୨: ନଭେମ୍ବରରେ ଦେଶର ଖୁଚୁରା ମୁଦ୍ରାସ୍ଫୀତି ୩ ବର୍ଷର ସର୍ବୋଚ୍ଚ ସ୍ତର ୫.୫୪% ସ୍ତର ଛୁଇଁଛି। ଖାଦ୍ୟ ସାମଗ୍ରୀ ଦର ବଢିବାରୁ ଏଭଳି ସ୍ଥିତି ଉପୁଜିଥିବା ଜଣାପଡିଛି।…

7 years ago

ଶିଳ୍ପ କ୍ଷେତ୍ର ଉତ୍ପାଦନ ହ୍ରାସ ଧାରା ଜାରି

ନୂଆଦିଲ୍ଲୀ,୧୩-୧୨: ମାନ୍ଦାବସ୍ଥା ଦେଶର ଅର୍ଥ ବ୍ୟବସ୍ଥାକୁ ଏବେ ମଧ୍ୟ ଜାବୁଡି ଧରିଛି। ଏହାର ପ୍ରଭାବରେ ଲଗାତର ତୃତୀୟ ମାସ ଲାଗି ଦେଶର ଉଦ୍ୟୋଗଗୁଡିକର ଉତ୍ପାଦନ ଖସିଛି। ଚଳିତ…

7 years ago

ଜିଡିପି ହ୍ରାସକୁ ନେଇ ଚିନ୍ତିତ ନୁହେଁ:ପ୍ରଣବ ମୁଖାର୍ଜୀ

ନୂଆଦିଲ୍ଲୀ,୧୩-୧୨: ଆର୍ଥିକ ମାନ୍ଦାବସ୍ଥାର ପ୍ରଭାବ ଯୋଗୁ ଦେଶର ଜିଡିପି ଅଭିବୃଦ୍ଧି ଏବେ ହ୍ରାସ ଘଟିଛି। ହେଲେ ଏହାକୁ ନେଇ ବିଶେଷ ଚିନ୍ତିତ ନୁହେଁ ବୋଲି ପୂର୍ବତନ ରାଷ୍ଟ୍ରପତି…

7 years ago

ଏୟାର ଇଣ୍ଡିଆର ୧୦୦% ଅଂଶଧନ ବିକିବେ ସରକାର

ନୂଆଦିଲ୍ଲୀ,୧୩-୧୨: ରାଷ୍ଟ୍ରାୟତ୍ତ ଏୟାର ଇଣ୍ଡିଆର ୧୦୦% ଅଂଶଧନ ବିକ୍ରି କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନର ଅଂଶଧନ ବିକ୍ରି ନେଇ ରହିଥିବା ପ୍ରସ୍ତାବ ଅନ୍ତର୍ଗତ ଏଭଳି କାର୍ଯ୍ୟକ୍ରମ…

7 years ago

କଲ୍‌,ଡାଟା ଉପରେ ନ୍ୟୂନତମ ଚାର୍ଜ ଉପରେ ବିଚାର ହେବ

ନୂଆଦିଲ୍ଲୀ,୧୩-୧୨: କଲ୍‌ ଏବଂ ଡାଟା ଉପରେ ନୂ୍ୟନତମ ଚାର୍ଜ ଲାଗୁ କରିବା ଲାଗି ଟେଲିକମ ଶିଳ୍ପ ପକ୍ଷରୁ ହୋଇଥିବା ଦାବିକୁ ନିୟାମକ ଟ୍ରାଇ ବିଚାର କରିବ ବୋଲି…

7 years ago

ଜିଏସ୍‌ଟି କ୍ଷତିପୂରଣ ପ୍ରଦାନ ଲାଗି କେନ୍ଦ୍ର ପ୍ରତିଶ୍ରୁତିବଦ୍ଧ:ସୀତାରାମନ

ନୂଆଦିଲ୍ଲୀ,୧୩-୧୨: ସାମଗ୍ରୀ ଏବଂ ସେବା ଟିକସ (ଜିଏସ୍‌ଟି) ବ୍ୟବସ୍ଥାରେ ରାଜ୍ୟଗୁଡିକୁ କ୍ଷତିପୂରଣ ପ୍ରଦାନ ଲାଗି କେନ୍ଦ୍ର ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମନ ଗୁରୁବାର କହିଛନ୍ତି।…

7 years ago

ବ୍ୟାଙ୍କଗୁଡିକୁ ଶକ୍ତିକାନ୍ତଙ୍କ ଆହ୍ବାନ: ଚ୍ୟାଲେଞ୍ଜିଂ ସ୍ଥିତିର ସାମ୍ନା ଲାଗି ପ୍ରସ୍ତୁତ ରୁହ

ନୂଆଦିଲ୍ଲୀ,୧୩-୧୨: ବର୍ତ୍ତମାନର ଆର୍ଥତ୍କ ସ୍ଥିତି ଦେଶର ବ୍ୟାଙ୍କଗୁଡିକ ଲାଗି ବିଭିନ୍ନ ଚ୍ୟାଲେଞ୍ଜିଂ ସ୍ଥିତି ଆଣିପାରେ। ଏହାକୁ ସାମ୍ନା କରିବା ଲାଗି ବ୍ୟାଙ୍କଗୁଡିକ ନିଜକୁ ପ୍ରସ୍ତୁତ କରି ରଖିବା…

7 years ago

ଆୟକର ହ୍ରାସ କିମ୍ବା ଜିଏସ୍‌ଟି ବୃଦ୍ଧି ନ ହେଉ: ପୂର୍ବତନ ସିଇଏ

ନୂଆଦିଲ୍ଲୀ,୧୨-୧୨: ଦେଶରେ କେବଳ ଆର୍ଥତ୍କ କାର୍ଯ୍ୟକଳାପ କମି ନାହିଁ ବରଂ ବର୍ତ୍ତମାନ ମାନ୍ଦାବସ୍ଥାର ଜଟିଳତା ଦେଇ ଘରୋଇ ବଜାର ଗତି କରୁଛି ବୋଲି ପୂର୍ବତନ ମୁଖ୍ୟ ଅର୍ଥନୈତିକ…

7 years ago

ଅଭିବୃଦ୍ଧି ପୂର୍ବାନୁମାନ ୫.୧%କୁ ହ୍ରାସ କଲା ଏଡିବି

ନୂଆଦିଲ୍ଲୀ,୧୨-୧୨: ଚଳିତ ଆର୍ଥତ୍କ ବର୍ଷ ଲାଗି ଭାରତର ବିକାଶ ହାର ଅନୁମାନକୁ ଏସିଆନ ଡେଭଲପମେଣ୍ଟ ବ୍ୟାଙ୍କ (ଏଡିବି) ୫.୧%କୁ କମାଇଛି। ନିଯୁକ୍ତି ହ୍ରାସ, ଗ୍ରାମାଞ୍ଚଳରେ ଚାହିଦା ହ୍ରାସ…

7 years ago