ବାଣିଜ୍ୟ

ନିଲାମୀରେ ବିକ୍ରି ହୋଇପାରିନି ସ୍ପେକ୍ଟ୍ରମ;ସରକାରଙ୍କର ୫.୪ଲକ୍ଷ କୋଟି ଟଙ୍କା କ୍ଷତି

ନୂଆଦିଲ୍ଲୀ,୧୭-୯: ଗତ ନିଲାମୀରେ କିଛି ସ୍ପେକ୍ଟ୍ରମ ବିକ୍ରି ହୋଇପାରି ନ ଥିବାରୁ ସରକାରଙ୍କର ପ୍ରାୟ ୫.୪ ଲକ୍ଷ କୋଟି ଟଙ୍କା କ୍ଷତି ହୋଇଛି ବୋଲି ଉଦ୍ୟୋଗ ସଂଗଠନ…

6 years ago

କଗ୍ନିଜାଣ୍ଟର ପୂର୍ବତନ ସିଓଓଙ୍କ ବିରୋଧରେ ୩୫ ଲକ୍ଷର ଜରିମାନା

ନୂଆଦିଲ୍ଲୀ,୧୭-୯: ଆମେରିକାର ପୁଞ୍ଜି ବଜାର ନିୟାମକ ସିକ୍ୟୁରିଟିଜ ଆଣ୍ଡ ଏକ୍ସଚେଞ୍ଜ କମିଶନ(ଏସ୍‌ଇସି) କଗ୍ନିଜାଣ୍ଟର ପୂର୍ବତନ ମୁଖ୍ୟ ପରିଚାଳନା ଅଧିକାରୀ(ସିଓଓ) ଶ୍ରୀଧର ତିରୁମ୍ବେଗଦମଙ୍କୁ ଜଣେ ଭାରତୀୟଙ୍କୁ ଲାଞ୍ଚ ଦେବା…

6 years ago

ଦେବାଳିଆ ହେଲା ଅନିଲ ଅମ୍ବାନୀଙ୍କ ଆଉ ଏକ କମ୍ପାନୀ

ନୂଆଦିଲ୍ଲୀ,୧୭-୯: ଶିଳ୍ପପତି ଅନିଲ ଅମ୍ବାନୀଙ୍କ ମାଲିକାନାରେ ଥିବା ଆଉ ଏକ କମ୍ପାନୀ ଦେବାଳିଆ ହୋଇଗଲାଣି। ଋଣରେ ବୁଡ଼ି ରହିଥିବା ଟେଲିକମ୍‌ କମ୍ପାନୀ ରିଲାଏନ୍ସ କମ୍ୟୁନିକେଶନ୍ସର ଏକ ସହଯୋଗୀ…

6 years ago

ପାଇକାରୀ ମୁଦ୍ରାସ୍ଫୀତି ହାର ୧.୦୮%ରେ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୧୭-୯: ଅଗଷ୍ଟରେ ପାଇକାରୀ ମୂଲ୍ୟ ସୂଚକାଙ୍କ ଆଧାରିତ ମୁଦ୍ରାସ୍ଫୀତି ପ୍ରାୟ ୨୫ ମାସର ସର୍ବନିମ୍ନ ସ୍ତର ୧.୦୮%ରେ ଅପରିବର୍ତ୍ତିତ ରହିଛି। ଜୁଲାଇ ମୁକାବିଲାରେ ଏଥିରେ କୌଣସି ପରିବର୍ତ୍ତନ…

6 years ago

ବଢ଼ୁଛି ଭାରତୀୟଙ୍କ ଋଣ ବୋଝ

ନୂଆଦିଲ୍ଲୀ,୧୭-୯: ଭାରତୀୟ ଅର୍ଥନୀତିର ମେରୁଦଣ୍ଡ କୁହାଯାଉଥିବା ସଞ୍ଚୟ କମିବାରେ ଲାଗିଛି। ଫଳରେ ୨୦୧୮ ସୁଦ୍ଧା ୫ ବର୍ଷରେ ଲୋକଙ୍କ ଉପରେ ଋଣ ବୋଝ ୫୮% ବୃଦ୍ଧି ପାଇ…

6 years ago

ସୌଦି ଆରବର ଆରାମ୍‌କୋ ତୈଳ ଭଣ୍ଡାରରେ ଡ୍ରୋନ ଆକ୍ରମଣ; ମହଙ୍ଗା ହୋଇପାରେ ଅଶୋଧିତ ତେଲ ଦର

ନୂଆଦିଲ୍ଲୀ,୧୬।୯: ସୌଦି ଆରବର ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀ ଆରାମ୍‌କୋର ଅବକିକ୍‌ ଓ ଖୁରେସରେ ଥିବା ଦୁଇଟି ତୈଳ ଭଣ୍ଡାର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଫଳରେ ସେଠାରେ ଅସ୍ଥାୟୀ…

6 years ago

ପାକିସ୍ତାନ ବାୟୁସୀମା ବନ୍ଦ୍‌ର ପ୍ରଭାବ ଏୟାର ଇଣ୍ଡିଆର ଅପରେଟିଂ କ୍ଷତି ୪୬୦୦ କୋଟି

ନୂଆଦିଲ୍ଲୀ,୧୬।୯: ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆର ଚଳିତ ଆର୍ଥିକ ବର୍ଷ ୨୦୧୮-୧୯ରେ ଅପରେଟିଙ୍ଗ୍‌ କ୍ଷତି ୪୬୦୦ କୋଟି ଟଙ୍କା ପହଞ୍ଚତ୍ଛି। ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି, ବୈଦେଶିକ…

6 years ago

ପାସେଞ୍ଜର ଗାଡ଼ି ବିକ୍ରି: ମାରୁତି-ଟାଟାକୁ କ୍ଷତି, ହ୍ୟୁଣ୍ଡାଇ-ମହିନ୍ଦ୍ରା ଲାଭବାନ

ନୂଆଦିଲ୍ଲୀ,୧୬।୯: ଚଳିତ ଆର୍ଥିକବର୍ଷର ଏପ୍ରିଲରୁ ଅଗଷ୍ଟ ମଧ୍ୟରେ ମାରୁତି ସୁଜୁକି ଇଣ୍ଡିଆ ଓ ଟାଟା ମୋଟର୍ସର ପାସେଞ୍ଜର ଗାଡ଼ି ବିକ୍ରି ହ୍ରାସ ପାଇଛି। ଅନ୍ୟପକ୍ଷରେ ମହିନ୍ଦ୍ରା ଆଣ୍ଡ…

6 years ago

ବ୍ୟାଙ୍କ ମିଶ୍ରଣ ଯୋଗୁ ଫାଇଦା ହେବନି: ଏଆଇବିଓସି ଅଧ୍ୟକ୍ଷ

ଭୁବନେଶ୍ୱର, ୧୬।୯(ବ୍ୟୁରୋ) ଦେଶରେ ବ୍ୟାଙ୍କ ମିଶ୍ରଣର ଆବଶ୍ୟକତା ନାହିଁ। ଅର୍ଥନୀତି ଦୃଷ୍ଟିରୁ ଏହା ଫାଇଦା ଦେବ ନାହିଁ। ଭାରତ ଗ୍ରାମୀଣ ଅର୍ଥବ୍ୟବସ୍ଥା ଉପରେ ନିର୍ଭରଶୀଳ ରହିଥିବାରୁ ତୃଣମୂଳ…

6 years ago

ଜିରୋ ବାଲାନ୍ସ ଆକାଉଣ୍ଟରେ ନେଣଦେଣ: ୧୨୫ ଟଙ୍କା ପର୍ଯ୍ୟନ୍ତ ଚାର୍ଜ ନେବ ଆଇସିଆଇସିଆଇ ବ୍ୟାଙ୍କ

ନୂଆଦିଲ୍ଲୀ,୧୬।୯: ଘରୋଇ ସେକ୍ଟରର ଆଇସିଆଇସିଆଇ ବ୍ୟାଙ୍କ ନିଜର ଗ୍ରାହକଙ୍କୁ ଜୋର୍‌ଦାର ଝଟକା ଦେଇଛି। ବ୍ୟାଙ୍କ ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କୁ ଅକ୍ଟୋବର ୧୬ରୁ ଶାଖାରେ ପ୍ରତ୍ୟେକ ନଗଦ ଉଠାଣ…

6 years ago