ବାଣିଜ୍ୟ

ସୋସିଆଲ ମିଡିଆରେ ଟ୍ରୋଲ୍‌ ହେଲେ ଗୋୟଲ

ନୂଆଦିଲ୍ଲୀ,୧୩-୯: ମହାନ୍‌ ବୈଜ୍ଞାନିକ ସାର୍‌ ଆଇଜାକ୍‌ ନ୍ୟୁଟନ୍‌ ମାଧ୍ୟାକର୍ଷଣ ଶକ୍ତିକୁ ଖୋଜି ବାହାର କରିଥିଲେ ବୋଲି ସମସ୍ତେ ଜାଣନ୍ତି। ତେବେ କେନ୍ଦ୍ର ବାଣିଜ୍ୟ ଏବଂ ଉଦ୍ୟୋଗ ମନ୍ତ୍ରୀ…

6 years ago

ବ୍ୟାଙ୍କ ମିଶ୍ରଣକୁ ବିରୋଧ;୨୬ରୁ ଦୁଇଦିନିଆ ବ୍ୟାଙ୍କ ୟୁନିୟନ ଧର୍ମଘଟ

ନୂଆଦିଲ୍ଲୀ,୧୩-୯: ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମିଶ୍ରଣକୁ ବିରୋଧ କରି ବ୍ୟାଙ୍କ ଅଧିକାରୀଙ୍କ ୟୁନିୟନ ପକ୍ଷରୁ ଚଳିତ ମାସ ୨୬ରୁ ଦୁଇଦିିନିଆ ବ୍ୟାଙ୍କ ଧର୍ମଘଟ ଆହ୍ବାନ ଦିଆଯାଇଛି। ସରକାର ୧୦…

6 years ago

ଅଜିମ ପ୍ରେମଜୀଙ୍କ ବଦାନ୍ୟତା;ପରୋପକାର ଲାଗି ବିକିଲେ ୭,୩୦୦ କୋଟିର ଶେୟାର

ନୂଆଦିଲ୍ଲୀ, ୧୩-୯: ନିଜ ସମ୍ପତ୍ତିର ଏକ ବୃହତ୍‌ ଅଂଶକୁ ପରୋପକାର କାର୍ଯ୍ୟ ଲାଗି ଖର୍ଚ୍ଚ କରିବାକୁ ବିଶିଷ୍ଟ ଶିଳ୍ପପତି ଅଜିମ ପ୍ରେମଜୀ ଚଳିତ ବର୍ଷ ଘୋଷଣା କରିଥିଲେ।…

6 years ago

ମାନ୍ଦାବସ୍ଥା ସତ୍ତ୍ୱେ ବୋନସ ଦେବେ କମ୍ପାନୀ

ନୂଆଦିଲ୍ଲୀ/କୋଲକାତା,୧୨-୯: ଆର୍ଥିକ ମାନ୍ଦାବସ୍ଥା କାରଣରୁ କମ୍ପାନୀଗୁଡ଼ିକ ନିଜ କର୍ମଚାରୀଙ୍କୁ ପାର୍ବଣ ବୋନସ୍‌ ଦେବେ। ସେମାନେ ଏହାକୁ ବନ୍ଦ ଅଥବା ବିଳମ୍ବ କରିବେ ନାହିଁ ବୋଲି ଜଣାପଡିଛି। ଫଳରେ…

6 years ago

ଆସାମରେ ୧୩ ହଜାର କୋଟି ନିବେଶ କରିବ ଓଏନ୍‌ଜିସି

ନୂଆଦିଲ୍ଲୀ,୧୨-୯: ତୈଳ ଏବଂ ପ୍ରାକୃତିକ ବାଷ୍ପ ନିଗମ(ଓଏନ୍‌ଜିସି) ଆସାମରେ ୧୩ ହଜାର କୋଟି ଟଙ୍କା ନିବେଶ କରିବ। ଏହି ଅର୍ଥରେ କମ୍ପାନୀ ଆସନ୍ତା ୫ ବର୍ଷରେ ରାଜ୍ୟରେ…

6 years ago

ପିଛା ଛାଡ଼ୁନି ମାନ୍ଦାବସ୍ଥା; ଅଗଷ୍ଟରେ ଟାଟା ମୋଟର୍ସ ବିକ୍ରି ୩୨% ହ୍ରାସ

ନୂଆଦିଲ୍ଲୀ,୧୨-୯: ଅଟୋ ସେକ୍ଟରକୁ ମାନ୍ଦାବସ୍ଥା ପିଛା ଛାଡ଼ୁନି। ଫଳସ୍ବରୂପ ଗାଡି ବିକ୍ରି କ୍ରମାଗତ ହ୍ରାସ ହୋଇଚାଲିଛି। ଅଗଷ୍ଟରେ ଟାଟା ମୋଟର୍ସର ବିଶ୍ୱ ସ୍ତରରେ ବିକ୍ରି ୩୨% ହ୍ରାସ…

6 years ago

ପାକିସ୍ତାନରେ ମହଙ୍ଗା ମାଡ଼; କ୍ଷୀର ଦର ପେଟ୍ରୋଲଠୁ ଅଧିକ

ଇସଲାମାବାଦ୍‌,୧୨-୯: ଜମ୍ମୁ-କଶ୍ମୀରକୁ ନେଇ ଭାରତ ସହିତ ଶତ୍ରୁତା ବୃଦ୍ଧି ପାକିସ୍ତାନ ଅର୍ଥନୀତିର ମେରୁଦଣ୍ଡକୁ ଦୋହଲାଇ ଦେଇଛି। ପନିପରିବା ଠାରୁ ଆରମ୍ଭ କରି ସାଧାରଣ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ଦର…

6 years ago

ମାନ୍ଦାବସ୍ଥା କାରଣରୁ ଗାଡ଼ି ବିକ୍ରି କମିଛି: ହୋଣ୍ଡା ପ୍ରେସିଡେଣ୍ଟ

ଦେଶର ଦେଖାଦେଇଥିବା ମାନ୍ଦାବସ୍ଥା କାରଣରୁ ଦୁଇଚକିଆ ଯାନ ବିକ୍ରି କମିଛି। ସେହିପରି ବିଏସ୍‌-୬ ମାନଦଣ୍ଡ ଆପଣାଇବା ଯୋଗୁ ଗାଡ଼ି ଦାମ୍‌ ବଢ଼ିଯିବ ବୋଲି ହୋଣ୍ଡା ମୋଟର ସାଇକେଲ…

6 years ago

ଭାରତୀୟ ଛାତ୍ରୀଛାତ୍ରଙ୍କୁ ଫାଇଦା; ବ୍ରିଟେନରେ ପଢ଼ିବା ପରେ ମିଳିବ ଓ୍ବାର୍କ ଭିଜା

ନୂଆଦିଲ୍ଲୀ,୧୨-୯: ବ୍ରିଟେନରେ ପାଠପଢ଼ୁଥିବା ଭାରତୀୟ ଛାତ୍ରୀଛାତ୍ରଙ୍କ ମୁଣ୍ଡବ୍ୟଥା କମାଇ ଦେଇଛି ସେଠା ସରକାର। ଏଣିକି ବ୍ରିଟେନରେ ଅଧ୍ୟୟନରତ ବିଦେଶୀ ଛାତ୍ରୀଛାତ୍ରଙ୍କୁ ପାଠପଢ଼ିବା ପରେ ୨ ବର୍ଷ ଲାଗି…

6 years ago

ଦୁର୍ଦ୍ଦଶା ଲାଗି ଅଟୋ ସେକ୍ଟର ନିଜେ ଦାୟୀ: ରାଜୀବ ବଜାଜ

ମୁମ୍ବାଇ,୧୨-୯: ଗତ କିଛି ମାସ ହେବ ଅଟୋମୋବାଇଲ ସେକ୍ଟରରେ ସଙ୍କଟ ଆସିଛି। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏଥିପାଇଁ ଲୋକଙ୍କ ମାନସିକତାକୁ ଦାୟୀ କରିଛନ୍ତି। ଲୋକେ ଇଏମ୍‌ଆଇ…

6 years ago