ବାଣିଜ୍ୟ

ବୁଡ଼ିଗଲା ବ୍ରିଟେନର ୧୭୮ ବର୍ଷର ଥମାସ କୁକ୍‌

ଲଣ୍ଡନ,୨୪-୯: ପର୍ଯ୍ୟଟକଙ୍କୁ ୧୭୮ ବର୍ଷ ଧରି ବିଭିନ୍ନ ସେବା ଯୋଗାଇ ଆସୁଥିବା ବ୍ରିଟେନର ପ୍ରସିଦ୍ଧ କମ୍ପାନୀ ଥମାସ କୁକ୍‌ ଶେଷରେ ବୁଡ଼ିଗଲା। ଜରୁରିକାଳୀନ ପାଣ୍ଠି ଯୋଗାଡ କରିବାରେ…

7 years ago

ଦେଶରେ ପହଞ୍ଚତ୍ବା ମାତ୍ରେ ଏନ୍‌ଆର୍‌ଆଇଙ୍କୁ ମିଳିବ ଆଧାର

ନୂଆଦିଲ୍ଲୀ,୨୪-୯: ବୈଧ ପାସ୍‌ପୋର୍ଟ ଜରିଆରେ ଦେଶରେ ପାଦ ଦେବା ମାତ୍ରେ ପ୍ରବାସୀ ଭାରତୀୟ ଆଧାର ପାଇଁ ଏଣିକି ଆବେଦନ କରିପାରିବେ। ସେମାନଙ୍କୁ ଆଉ ୧୮୨ ଦିନ ପର୍ଯ୍ୟନ୍ତ…

7 years ago

ଅକ୍ଟୋବର ପହିଲାରୁ ସମସ୍ତ ପ୍ରକାର ଋଣ ଶସ୍ତା କରିବ ଏସ୍‌ବିଆଇ

ନୂଆଦିଲ୍ଲୀ,୨୪-୯:ଦେଶର ସର୍ବବୃହତ୍‌ ବ୍ୟାଙ୍କ କୁହାଯାଉଥିବା ଏସ୍‌ବିଆଇ ପାର୍ବଣ ପୂର୍ବରୁ ନିଜର ଗ୍ରାହକଙ୍କୁ ବଡ଼ ଉପହାର ଦେଇଛି। ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ଅକ୍ଟୋବର ପହିଲାରୁ ସମସ୍ତ ଫ୍ଲୋଟିଂ ରେଟ୍‌କୁ…

7 years ago

୪୦ ହଜାର କୋଟି କମିବ ଜିଏସ୍‌ଟି ଆଦାୟ;ବଢ଼ୁଛି ରାଜ୍ୟଗୁଡ଼ିକର ମୁଣ୍ଡବ୍ୟଥା

ନୂଆଦିଲ୍ଲୀ,୨୪-୯: ଗତ ଶୁକ୍ରବାର ଜିଏସ୍‌ଟି କାଉନସିଲର ୩୭ତମ ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଗୋଟିଏ ଦୁଇଟିକୁ ଛାଡ଼ି ଦେଲେ ହୋଟେଲ ଶିଳ୍ପ ସମେତ କେତେକ ସାମଗ୍ରୀର…

7 years ago

୨ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ

ନୂଆଦିଲ୍ଲୀ,୨୪-୯: ୧୦ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମିଶ୍ରଣକୁ ବିରୋଧ କରି ଦେଶର ବ୍ୟାଙ୍କ କର୍ମଚାରୀ ଏବଂ ଅଧିକାରୀ ସଂଘ ପକ୍ଷରୁ ଚଳିତ ମାସ ୨୬ ଏବଂ ୨୭ରେ ଦିଆଯାଇଥିବା…

7 years ago

ରାଜ୍ୟଗୁଡ଼ିକୁ କେନ୍ଦ୍ରର ସର୍କୁଲାର ଜାରି;ଗାଡ଼ିର ଚାଲାଣ କାଟିବା ପୂର୍ବରୁ ଆପ୍‌ ମାଧ୍ୟମରେ ଯାଞ୍ଚ କର

ନୂଆଦିଲ୍ଲୀ,୨୪-୯: ଗାଡିର ଯାଞ୍ଚ ବେଳେ ଚାଳକଙ୍କ ଦ୍ୱାରା ମୂଳ କାଗଜପତ୍ର ଦାଖଲ କରାଯାଇ ନ ପାରିଲେ ଏମ୍‌-ପରିବହନ କିମ୍ବା ଇ-ଚାଲାଣ ମାଧ୍ୟମରେ ଯାଞ୍ଚ କରିବା ପରେ ରାଜ୍ୟ…

7 years ago

ସେନ୍‌ସେକ୍ସ ୧୦୭୫ ପଏଣ୍ଟ ବୃଦ୍ଧି

ମୁମ୍ବାଇ,୨୪-୯: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ କର୍ପୋରେଟ ଟିକସ ଓ ଜିଏସଟି ହ୍ରାସ ଘୋଷଣା କରିବା ପରେ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜରେ ବେଶ୍‌ ବୃଦ୍ଧି ପରିଲକ୍ଷିତ ହୋଇଛି। ସୋମବାର…

7 years ago

୭ ବଡ଼ ସହରରେ ୨୭% ଛୋଟ ହୋଇଛି ଫ୍ଲାଟ୍‌ ସାଇଜ୍‌

ନୂଆଦିଲ୍ଲୀ,୨୪-୯: ଫ୍ଲାଟ୍‌ କିଣିବାକୁ ହାତପାହାନ୍ତରେ ପହଞ୍ଚାଇବା ଲକ୍ଷ୍ୟରେ ବିଲ୍‌ଡର ମାନେ ଫ୍ଲାଟ୍‌ ସାଇଜ୍‌(ଆକାର) କମାଇବା ଆରମ୍ଭ କରିଛନ୍ତି। ଗତ ୫ ବର୍ଷ ମଧ୍ୟରେ ଦେଶର ୭ ବୃହତ…

7 years ago

ଅରୁନ୍ଧତୀ ଜୁଏଲର୍ସ ଭୁବନେଶ୍ୱର ଶାଖାର ପୂର୍ତ୍ତୀ

ଭୁବନେଶ୍ୱର,୨୪-୯(ବ୍ୟୁରୋ):ଅରୁନ୍ଧତୀ ଜୁଏଲର୍ସ ଭୁବନେଶ୍ୱର ଶାଖା ପକ୍ଷରୁ ଦ୍ୱିତୀୟ ବର୍ଷ ପୂର୍ତ୍ତୀ ପାଳନ କରାଯାଇଛି। ଅରୁନ୍ଧତୀର ବ୍ରାଣ୍ଡ ଆମ୍ବାସଡର ତଥା ଓଡିଆ ସିନେମା ଅଭିନେତ୍ରୀ ଅର୍ଚ୍ଚିତା ସାହୁ, ଅରୁନ୍ଧତୀ…

7 years ago

ଜିଇଏମ୍‌କୁ ନେଇ ଆଶଙ୍କାରେ କ୍ଷୁଦ୍ର ଶିଳ୍ପ

ଭୁବନେଶ୍ୱର,୨୪-୯(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଗଭର୍ଣ୍ଣମେଣ୍ଟ ଇ-ମାର୍କେଟପ୍ଲେସ (ଜିଇଏମ୍‌) ନୀତିକୁ ରାଜ୍ୟ ସରକାର ବିଧିବଦ୍ଧଭାବେ ପ୍ରଚଳନ କରିବାକୁ ସର୍କୁଲାର ଜାରି କରିଛନ୍ତି। ସର୍ବନିମ୍ନ ମୂଲ୍ୟରେ ସାମଗ୍ରୀ ଯୋଗାଇ ଦେଉଥିବା…

7 years ago