ବାଣିଜ୍ୟ

ଭାରତ ଏବେ ବି ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି

ଓ୍ବାଶିଂଟନ,୧୪-୧୦: ଭାରତ ବିଶ୍ୱ ମାନ୍ଦାବସ୍ଥା ଦ୍ୱାରା ଗଭୀର ଭାବେ ପ୍ରଭାବିତ ହୋଇ ଥିଲେ ମଧ୍ୟ ଏବେ ବି ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ହୋଇ ରହିଛି। ୨୦୧୯ ଲାଗି…

7 years ago

ଅଭିବୃଦ୍ଧି ଆକଳନ ୬%କୁ ହ୍ରାସ କଲା ବିଶ୍ୱବ୍ୟାଙ୍କ

ଓ୍ବାଶିଂଟନ,୧୪-୧୦: ଦେଶରେ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ବିଶ୍ୱବ୍ୟାଙ୍କ ଚଳିତ ଆର୍ଥତ୍କ ବର୍ଷ ଲାଗି ଭାରତର ଅଭିବୃଦ୍ଧି ପୂର୍ବାନୁମାନ ୬%କୁ ହ୍ରାସ କରିଛି। ନିକଟରେ ଅନ୍ତର୍ଜାତୀୟ ମୁଦ୍ରା…

7 years ago

ଶିବାଜୀରାଓ ସମବାୟ ବ୍ୟାଙ୍କରେ ୩୦୦ କୋଟିର ଠକେଇ

ନୂଆଦିଲ୍ଲୀ,୧୪-୧୦: ପଞ୍ଜାବ ଏବଂ ମହାରାଷ୍ଟ୍ର କୋଅପରେଟିଭ(ପିଏମ୍‌ସି) ବ୍ୟାଙ୍କରେ ଋଣ ଠକେଇ ପରେ ଏବେ ମହାରାଷ୍ଟ୍ରର ଆଉ ଏକ ବ୍ୟାଙ୍କରେ ଏଭଳି ଘଟଣା ସାମ୍ନାକୁ ଆସିଛି। ଶିବାଜୀ ରାଓ…

7 years ago

ପୁଞ୍ଜି ବଜାରରୁ ଏଫ୍‌ପିଆଇ ଉଠାଇନେଲେ ୬,୨୦୦ କୋଟି

ନୂଆଦିଲ୍ଲୀ,୧୪-୧୦: ଚଳିତ ମାସ ୨ ସପ୍ତାହରେ ଫରେନ ପୋର୍ଟଫୋଲିଓ ଇନଭେଷ୍ଟର(ଏଫ୍‌ପିଆଇ)ମାନେ ଦେଶର ପୁଞ୍ଜି ବଜାରରୁ ୬,୨୦୦ କୋଟି ଟଙ୍କା ପ୍ରତ୍ୟାହର କରି ନେଇଛନ୍ତି। ବିଶ୍ୱ ମାନ୍ଦାବସ୍ଥା ଏବଂ…

7 years ago

ବ୍ୟାଙ୍କ ସିଇଓଙ୍କୁ ଆଜି ଭେଟିବେ ସୀତାରାମନ

ନୂଆଦିଲ୍ଲୀ,୧୪-୧୦: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସୋମବାର ରାଷ୍ଟ୍ରାୟତ୍ତ ବ୍ୟାଙ୍କ ସିଇଓଙ୍କୁ ଭେଟିବେ। ଅର୍ଥନୀତିରେ ସୁଧାର ଆଣିବା ଲାଗି ବ୍ୟାଙ୍କଗୁଡ଼ିକର କାର୍ଯ୍ୟଧାରାକୁ ସେ ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି।…

7 years ago

ଜିଏସ୍‌ଟି ରାଜସ୍ବରେ ଉନ୍ନତି ଲାଗି କମିଟି ବୈଠକ ମଙ୍ଗଳବାର

ନୂଆଦିଲ୍ଲୀ,୧୪-୧୦: ଜିଏସ୍‌ଟି ରାଜସ୍ବରେ ଉନ୍ନତି ଆଣିବା ଲାଗି ସରକାର ଗଠନ କରିଥିବା ଉଚ୍ଚ ସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହେବ। ଗତ ସପ୍ତାହରେ ଏହି…

7 years ago

ଗୋକୁଲର ନୂଆ ଆଉଟଲେଟ୍‌

ଭୁବନେଶ୍ୱର,୧୪-୧୦: ଗୋକୁଲ୍‌ ବେକରୀର ୧୧ତମ ଆଉଟ୍‌ଲେଟ କଟକର କଲେଜ ଛକଠାରେ ଖୋଲିଛି। ଗୋକୁଲର ପ୍ରତିଷ୍ଠାତା ଅଶୋକ ଅଗରଓ୍ବାଲ ଏବଂ ଅମିତ ସିଂଘାନିଆ ଏହାକୁ ଉନ୍ମୋଚନ କରିଥିଲେ। ଏଠାରେ…

7 years ago

ଇସ୍ତଫା ଦେଲେ ଏୟାର ଇଣ୍ଡିଆର ୧୨୦ ପାଇଲଟ

ନୂଆଦିଲ୍ଲୀ,୧୪ା୧୦: ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆର ୧୨୦ ପାଇଲଟ ସାମୂହିକ ଭାବେ ଇସ୍ତଫା ଦେଇଛନ୍ତି। ବେତନ ଏବଂ ପଦୋନ୍ନତିକୁ ନେଇ ଏହି ପାଇଲଟମାନେ ଅସନ୍ତୋଷ ବ୍ୟକ୍ତ…

7 years ago

ଦେଶରେ ମାନ୍ଦାବସ୍ଥା ନାହିଁ: ରବି ଶଙ୍କର ପ୍ରସାଦ

ନୂଆଦିଲ୍ଲୀ,୧୩-୧୦: ଦେଶରେ ମାନ୍ଦାବସ୍ଥା ଲାଗି ରହିଥିବା ପ୍ରସଙ୍ଗକୁ କେନ୍ଦ୍ର ଆଇନ ମନ୍ତ୍ରୀ ରବି ଶଙ୍କର ପ୍ରସାଦ ଖଣ୍ଡନ କରିଛନ୍ତି। ତାଙ୍କ ଯୁକ୍ତିକୁ ପ୍ରମାଣିତ କରିବା ପାଇଁ ସେ…

7 years ago

କୋଟିପତି ଟିକସଦାତାଙ୍କ ସଂଖ୍ୟାରେ ୨୦% ବୃଦ୍ଧି

ନୂଆଦିଲ୍ଲୀ,୧୩-୧୦: ୨୦୧୮-୧୯ ଆସେସମେଣ୍ଟ ବର୍ଷରେ ଦେଶ ମଧ୍ୟରେ କୋଟିପତି ଟିକସଦାତାଙ୍କ ସଂଖ୍ୟା ୨୦% ବୃଦ୍ଧି ଘଟିଥିବା ଆୟକର ବିଭାଗ ପକ୍ଷରୁ ସୂଚନା ରହିଛି। କୋଟିପତି ଟିକସଦାତାଙ୍କ ସଂଖ୍ୟା…

7 years ago