ନୂଆଦିଲ୍ଲୀ,୧୯-୭: ଦେଶରେ ଡିଜିଟାଲ ଟ୍ରାଞ୍ଜାକ୍ସନ ୨୦୧୮୦୧୯ରେ ୫୧% ବୃଦ୍ଧି ପାଇ ୩,୧୩୩.୫୮ କୋଟି ଟଙ୍କାରେ ପହଞ୍ଚତ୍ଛି ବୋଲି ସରକାର ଗୁରୁବାର ପାର୍ଲାମେଣ୍ଟରେ ପ୍ରକାଶ କରିଛନ୍ତି। ରାଜ୍ୟ ସଭାରେ…
ନୂଆଦିଲ୍ଲୀ,୧୯-୭: ଆସନ୍ତାବର୍ଷ ଫେବୃୟାରୀ ୧୧ରୁ ତିନିଦିନ ଧରି ମଦ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ପ୍ରତ୍ୟର୍ପଣ ମାମଲାର ଶୁଣାଣି କରାଯିବ ବୋଲି ବ୍ରିଟେନ ହାଇକୋର୍ଟ ପକ୍ଷରୁ ଗୁରୁବାର ପ୍ରକାଶ…
ଭୁବନେଶ୍ୱର, ୧୯-୭: ବଜାଜ ଅଟୋ ପକ୍ଷରୁ ନୂଆ ପ୍ଲାଣ୍ଟିନା ୧୧୦ ଏଚ୍-ଗିୟର ଏବଂ ସିଟି ୧୧୦ ମଡେଲ ବଜାରକୁ ଆସିଛି। ହାଇଓ୍ବେ ରାଇଡିଂକୁ ନଜରରେ ରଖି ନୂଆ…
ନୂଆଦିଲ୍ଲୀ,୧୯-୭: କିଆ ମୋଟର୍ସର ନୂଆ ମଡେଲ ସେଲ୍ଟସର ବୁକିଂ ଆରମ୍ଭ ହୋଇଛି। ପ୍ରଥମ ଦିନରେ କମ୍ପାନୀ ଏହି ମଡେଲର ୬,୦୪୬ ୟୁନିଟ୍ ଲାଗି ବୁକିଂ ହାସଲ କରିଛି।…
ନୂଆଦିଲ୍ଲୀ,୧୯-୭: ବିଭିନ୍ନ କାରଣରୁ ଗତବର୍ଷ ଅଗଷ୍ଟରୁ ଅଦ୍ୟାବଧି ୟେସ୍ ବ୍ୟାଙ୍କ ଶେୟାର ୭୮ ପ୍ରତିଶତ ହ୍ରାସ ପାଇଛି। ଫଳରେ ବ୍ୟାଙ୍କ ପ୍ରତିଷ୍ଠାତା ତଥା ପୂର୍ବତନ ସିଇଓ ରାଣା…
ନୂଆଦିଲ୍ଲୀ,୧୯-୭: କେନ୍ଦ୍ର ବାଣିଜ୍ୟ ଏବଂ ଉଦ୍ୟୋଗ ମନ୍ତ୍ରୀ ପୀୟୂଷ ଗୋୟଲ ଆସନ୍ତା ମାସରେ ଆମେରିକା ଯିବେ। ଓ୍ବାଶିଂଟନରେ ପହଞ୍ଚତ୍ବା ପରେ ଆମେରିକା ବାଣିଜ୍ୟ ପ୍ରତିନିଧି(ୟୁଏସ୍ଟିଆର୍) ମୁଖ୍ୟ ରବର୍ଟ…
ଭୁବନେଶ୍ୱର, ୧୯-୭,(ବ୍ୟୁରୋ): ଚଳିତ ବର୍ଷ ଶେଷ ସୁଦ୍ଧା ସାରା ଦେଶରେ ୪-ଜି ଇଣ୍ଟରନେଟ ସେବା ଯୋଗାଣ ଲାଗି ଭାରତ ସଞ୍ଚାର ନିଗମ ଲିମିଟେଡ (ବିଏସ୍ଏନ୍ଏଲ୍) ଯୋଜନା ରଖିଛି।…
ନୂଆଦିଲ୍ଲୀ,୧୯-୭: କେନ୍ଦ୍ର ସରକାର ଭାରତନେଟ୍ ପ୍ରକଳ୍ପ ଲାଗି ଅଦ୍ୟାବଧି ୨୦,୪୩୧ କୋଟି ଟଙ୍କା ଆବଣ୍ଟନ କରିଛନ୍ତି। ଏହି ଅର୍ଥ ବ୍ୟୟ କରି ଦେଶର ୨.୫ ଲକ୍ଷ ଗ୍ରାମ…
ନୂଆଦିଲ୍ଲୀ,୧୯-୭: ଗରିବଙ୍କୁ ଶସ୍ତାରେ ଏସି ଟ୍ରେନରେ ଯାତ୍ରା କରିବାର ଆନନ୍ଦ ଦେବା ଲାଗି ତତ୍କାଳୀନ ରେଳମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ପକ୍ଷରୁ ଗରିବ ରଥ ଏକ୍ସପ୍ରେସ୍କୁ ଆରମ୍ଭ…
ନୂଆଦିଲ୍ଲୀ,୧୮-୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ବୁଧବାର ୧୫ତମ ଅର୍ଥ ଆୟୋଗଙ୍କ କାର୍ଯ୍ୟକାଳକୁ ଏକ ମାସ ବୃଦ୍ଧି କରିଛନ୍ତି। ଏଣିକି ଆୟୋଗଙ୍କ କାର୍ଯ୍ୟକାଳ ନଭେମ୍ବର…