ବାଣିଜ୍ୟ

ବାଣିଜ୍ୟ ବିବାଦର ସମାଧାନ ଲାଗି ଆସନ୍ତା ମାସରେ ଆମେରିକା ଯିବେ ଗୋୟଲ

ନୂଆଦିଲ୍ଲୀ,୧୯-୭: କେନ୍ଦ୍ର ବାଣିଜ୍ୟ ଏବଂ ଉଦ୍ୟୋଗ ମନ୍ତ୍ରୀ ପୀୟୂଷ ଗୋୟଲ ଆସନ୍ତା ମାସରେ ଆମେରିକା ଯିବେ। ଓ୍ବାଶିଂଟନରେ ପହଞ୍ଚତ୍ବା ପରେ ଆମେରିକା ବାଣିଜ୍ୟ ପ୍ରତିନିଧି(ୟୁଏସ୍‌ଟିଆର୍‌) ମୁଖ୍ୟ ରବର୍ଟ…

7 years ago

ଓଡ଼ିଶାରେ ୪ଜି ସେବା ପାଇଁ ବିଏସ୍‌ଏନ୍‌ଏଲ୍‌ର ଯୋଜନା

ଭୁବନେଶ୍ୱର, ୧୯-୭,(ବ୍ୟୁରୋ): ଚଳିତ ବର୍ଷ ଶେଷ ସୁଦ୍ଧା ସାରା ଦେଶରେ ୪-ଜି ଇଣ୍ଟରନେଟ ସେବା ଯୋଗାଣ ଲାଗି ଭାରତ ସଞ୍ଚାର ନିଗମ ଲିମିଟେଡ (ବିଏସ୍‌ଏନ୍‌ଏଲ୍‌) ଯୋଜନା ରଖିଛି।…

7 years ago

୨.୫ ଲକ୍ଷ ଗ୍ରାମପଞ୍ଚାୟତରେ ପହଞ୍ଚିବ ହାଇସ୍ପିଡ୍‌ ଇଣ୍ଟରନେଟ୍‌

ନୂଆଦିଲ୍ଲୀ,୧୯-୭: କେନ୍ଦ୍ର ସରକାର ଭାରତନେଟ୍‌ ପ୍ରକଳ୍ପ ଲାଗି ଅଦ୍ୟାବଧି ୨୦,୪୩୧ କୋଟି ଟଙ୍କା ଆବଣ୍ଟନ କରିଛନ୍ତି। ଏହି ଅର୍ଥ ବ୍ୟୟ କରି ଦେଶର ୨.୫ ଲକ୍ଷ ଗ୍ରାମ…

7 years ago

ବନ୍ଦ ହୋଇଯିବ ଗରିବ ରଥ ଏକ୍ସପ୍ରେସ

ନୂଆଦିଲ୍ଲୀ,୧୯-୭: ଗରିବଙ୍କୁ ଶସ୍ତାରେ ଏସି ଟ୍ରେନରେ ଯାତ୍ରା କରିବାର ଆନନ୍ଦ ଦେବା ଲାଗି ତତ୍କାଳୀନ ରେଳମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ପକ୍ଷରୁ ଗରିବ ରଥ ଏକ୍ସପ୍ରେସ୍‌କୁ ଆରମ୍ଭ…

7 years ago

କ୍ୟାବିନେଟ ନିଷ୍ପତ୍ତି;୧୫ତମ ଅର୍ଥ ଆୟୋଗଙ୍କ କାର୍ଯ୍ୟକାଳ ବୃଦ୍ଧି

ନୂଆଦିଲ୍ଲୀ,୧୮-୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ବୁଧବାର ୧୫ତମ ଅର୍ଥ ଆୟୋଗଙ୍କ କାର୍ଯ୍ୟକାଳକୁ ଏକ ମାସ ବୃଦ୍ଧି କରିଛନ୍ତି। ଏଣିକି ଆୟୋଗଙ୍କ କାର୍ଯ୍ୟକାଳ ନଭେମ୍ବର…

7 years ago

ଏୟାର ଇଣ୍ଡିଆ ମ୍ୟାନେଜମେଣ୍ଟକୁ ପାଇଲଟଙ୍କ ଚେତାବନୀ; ବକେୟା ଦରମା ଦିଅ ନଚେତ୍‌ ନୋଟିସ ପିରିୟଡ ପ୍ରତ୍ୟାହାର କର

ନୂଆଦିଲ୍ଲୀ,୧୮-୭: ଏୟାର ଇଣ୍ଡିଆ ପାଇଲଟଙ୍କ ପକ୍ଷରୁ ମ୍ୟାନେଜମେଣ୍ଟକୁ ସ୍ପଷ୍ଟ ଚେତାବନୀ ଦିଆଯାଇଛି। କମ୍ପାନୀ ତୁରନ୍ତ ସେମାନଙ୍କ ଦରମା ବାବଦରେ ବକେୟା ପ୍ରଦାନ କରୁ ନଚେତ୍‌ ଚାକିରି ଛାଡ଼ିବା…

7 years ago

ଏମ୍‌ଜିଏନ୍‌ଆର୍‌ଇଜିଏ ଯୋଜନା ବନ୍ଦ ହୋଇପାରେ

ନୂଆଦିଲ୍ଲୀ,୧୮-୭: କେନ୍ଦ୍ର ସରକାର ଆଉ ମହାତ୍ମା ଗାନ୍ଧୀ ନିଶ୍ଚିତ ଗ୍ରାମୀଣ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନଆର୍‌ଇଜିଏ)କୁ ବନ୍ଦ କରିଦେବା ଲାଗି କେନ୍ଦ୍ର ସରକାର ଚାହୁଁଛନ୍ତି। ଏହି ଯୋଜନା ଗରିବଙ୍କ ଲାଗି…

7 years ago

ବ୍ଲୁମ୍‌ବର୍ଗ ବିଲିୟନେୟାର ଇଣ୍ଡେକ୍ସ; ଗେଟ୍ସଙ୍କୁ ପଛରେ ପକାଇ ଆର୍ନଲ୍ଟ ଦ୍ୱିତୀୟ ଶୀର୍ଷ ଧନୀ

ନୂଆଦିଲ୍ଲୀ,୧୮-୭: ମାଇକ୍ରୋସଫ୍‌ଟ ପ୍ରତିଷ୍ଠାତା ବିଲ୍‌ ଗେଟ୍ସଙ୍କ ଠାରୁ ବିଶ୍ୱର ଦ୍ୱିତୀୟ ଶୀର୍ଷ ଧନୀ ମୁକୁଟ ହଟିଯାଇଛି। ପ୍ରକାଶ ପାଇଥିବା ବ୍ଲୁମ୍‌ବର୍ଗ ବିଲିୟନେୟାର ଇଣ୍ଡେକ୍ସ ତାଲିକାରେ ସେ ତୃତୀୟ…

7 years ago

ଥରକରେ ସରକାରଙ୍କୁ ମିଳିବନି ଆର୍‌ବିଆଇ ବଳକା ଅର୍ଥ

ନୂଆଦିଲ୍ଲୀ,୧୮-୭: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ପୂର୍ବତନ ଗଭର୍ନର ବିମଳ ଜଲାନଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି କେନ୍ଦ୍ରୀୟ ବ୍ୟାଙ୍କ ନିକଟରେ ପଡି ରହିଥିବା ବଳକା ପୁଞ୍ଜିକୁ ନେଇ ନିଜର…

7 years ago

କୋଲ ଇଣ୍ଡିଆକୁ ଭାଙ୍ଗି ଗଠନ ହେବ ୫ କମ୍ପାନୀ

ନୂଆଦିଲ୍ଲୀ,୧୮-୭: କୋଇଲା ଖନନ କ୍ଷେତ୍ରରେ କାର୍ଯ୍ୟରତ ବିଶ୍ୱର ସର୍ବବୃହତ କୋଇଲା କମ୍ପାନୀ କୋଲ୍‌ ଇଣ୍ଡିଆ ଲିମିଟେଡକୁ ଭାଙ୍ଗି ୫ କମ୍ପାନୀ ଭାବେ ଏହାକୁ ଷ୍ଟକ ଏକ୍ସଚେଞ୍ଜରେ ତାଲିକାଭୁକ୍ତ…

7 years ago