ନୂଆଦିଲ୍ଲୀ,୧୬-୬: ଏଟିଏମର ସୁରକ୍ଷା ବୃଦ୍ଧି ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ) ଗାଇଡ୍ଲାଇନ ଜାରି କରିଛି। ଚଳିତବର୍ଷ ସେପ୍ଟେମ୍ବର ସୁଦ୍ଧା ଏହାକୁ ଲାଗୁ କରିବା ଲାଗି ବ୍ୟାଙ୍କଗୁଡ଼ିକୁ ନିର୍ଦ୍ଦେଶ…
ନୂଆଦିଲ୍ଲୀ,୧୬-୬: ଜେଟ୍ ଏୟାରଓ୍ବେଜ୍ର ପ୍ରମୋଟର ନରେଶ ଗୋୟଲଙ୍କ କଥିତ ଟିକସ ଫାଙ୍କି ମାମଲାରେ ଜେରା ପାଇଁ ଆୟକର(ଆଇଟି) ବିଭାଗ ପକ୍ଷରୁ ସମନ ଜାରି କରାଯାଇଛି। କମ୍ପାନୀ ବନ୍ଦ…
ନୂଆଦିଲ୍ଲୀ,୧୬-୬: ମେଟ୍ରୋ ରେଳ ଯାତ୍ରୀଙ୍କ ଲାଗି କେନ୍ଦ୍ର ସରକାର ଖୁବଶୀଘ୍ର ଏକ ନୂଆ କାର୍ଡ ଆଣିବାକୁ ଯାଉଛନ୍ତି। ଏହାଦ୍ୱାରା ଦେଶର ସମସ୍ତ ମେଟ୍ରୋ ରେଳରେ ଯାତ୍ରା କରିହେବ।…
ମୁମ୍ବାଇ,୧୬-୬: ଓଡ଼ିଶାର ଡ.ରବି ଏନ. ମିଶ୍ରଙ୍କୁ ପଦନ୍ନୋତି ଦିଆଯାଇ ରିଜର୍ଭ ବ୍ୟାଙ୍କର ଏକ୍ଜିକ୍ୟୁଟିଭ ଡାଇରେକ୍ଟର ଭାବେ ନିଯୁକ୍ତ କରାଯାଇଛି। ରୋଜମେରୀ ସେବାଷ୍ଟିଆନଙ୍କ ଅବସର ପରେ ଏହି ପଦଟି…
ଭୁବନେଶ୍ୱର,୧୬-୬(ବ୍ୟୁରୋ): ଶୁକ୍ରବାର ପ୍ରକାଶିତ ଜେଇଇ ଆଡଭାନ୍ସରେ ପ୍ରମୁଖ କୋଚିଂ ପ୍ରତିଷ୍ଠାନ ଫିଟ୍ଜୀ ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସବୁବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅନୁଷ୍ଠାନର…
ଭୁବନେଶ୍ୱର,୧୬-୬(ବ୍ୟୁରୋ): ପ୍ରମୁଖ ସ୍ମାର୍ଟଫୋନ ବ୍ରାଣ୍ଡ ରିୟଲମି ପକ୍ଷରୁ ଓଡ଼ିଶା ବଜାରରେ ନୂଆ ସି୨ ସ୍ମାର୍ଟଫୋନ ମଡେଲର ପ୍ରବେଶ କରାଯାଇଛି। ସ୍ଥାନୀୟ ଶହୀଦନଗରସ୍ଥିତ ଲକ୍ଷ୍ମୀ ମୋବାଇଲ ଏବଂ ନୟାପଲ୍ଲୀ…
ନୂଆଦିଲ୍ଲୀ,୧୫-୬ : ହିରୋ ମୋଟୋକର୍ପ ଦେଶର ପ୍ରଥମ କମ୍ପାନୀ ଭାବେ ଏହାର ଦୁଇ ଚକିଆ ଯାନ ଲାଗି ବିଏସ୍-୬ ପ୍ରମାଣପତ୍ର ଲାଭ କରିଛି। କମ୍ପାନୀର ସ୍ପ୍ଲେଣ୍ଡର ଆଇସ୍ମାର୍ଟ…
ନୂଆଦିଲ୍ଲୀ,୧୫-୬ : ପିତୃ ଦିବସ ଅବସରରେ କଲ୍ୟାଣ ଜୁଏଲର୍ସ ପକ୍ଷରୁ ନୂଆ ଗହଣା ସମ୍ଭାର ଆରମ୍ଭ କରାଯାଇଛି। କମ୍ପାନୀ ଏହାର ମେନସଓ୍ବେର ଡିଜାଇନ ମଧ୍ୟରେ ସ୍ପୋର୍ଟ,ଡ୍ରେସି ଏବଂ…
ନୂଆଦିଲ୍ଲୀ,୧୫-୬: ନିକଟରେ ଭାରତ ଠାରୁ ଆମେରିକା ଜିଏସ୍ପି ପ୍ରତ୍ୟାହାର କରିଛି। ପୂର୍ବରୁ ଭାରତରୁ ଆମଦାନୀ ହେଉଥିବା କେତେକ ପ୍ରକାରର ଇସ୍ପାତ ଓ ଆଲୁମିନିୟମ ଉପରେ ଆମେରିକା ଟାରିଫ…
ନୂଆଦିଲ୍ଲୀ,୧୫-୬: ପ୍ରଖ୍ୟାତ ଫୋବର୍ସ ପତ୍ରିକା ପକ୍ଷରୁ ବିଶ୍ୱର ଶୀର୍ଷ ୨୦୦୦ କମ୍ପାନୀଙ୍କ ଏକ ତାଲିକା ପ୍ରକାଶ କରାଯାଇଛି। ଏଥିରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ସମେତ ୫୭ ଭାରତୀୟ କମ୍ପାନୀ…