ବାଣିଜ୍ୟ

ଦୁବାଇ ରାସ୍ତାରେ ପାକିସ୍ତାନ ପହଞ୍ଚିବ ଭାରତୀୟ ମାଲ୍‌

ଇସଲାମାବାଦ୍‌,୧୨-୮: ଜମ୍ମୁ-କଶ୍ମୀରର ସ୍ବତନ୍ତ୍ର ମାନ୍ୟତା ଭାରତ ପ୍ରତ୍ୟାହାର କରିବା ପରେ ପାକିସ୍ତାନ ମୁଣ୍ଡ ବିଗିଡି ଯାଇଛି। ଫଳରେ ଏହା ଭାରତ ସହିତ ବାଣିଜି୍ୟକ ଓ ରାଜନୈତିକ ସମ୍ପର୍କ…

7 years ago

‘ଏମ୍‌ଏସ୍‌ଏମ୍‌ଇ ପ୍ରତି ନରମ ହୁଅନ୍ତୁ ବ୍ୟାଙ୍କ’

ଭୁବନେଶ୍ୱର,୧୨-୮(ବ୍ୟୁରୋ): ନିଯୁକ୍ତି ସୃଷ୍ଟିରେ ସରକାରଙ୍କୁ ସହାୟତା କରିଥାଏ ଏମ୍‌ଏସ୍‌ଏମ୍‌ଇ ଜଗତ। ଏହି ସେକ୍ଟର ଲୋକଙ୍କୁ ଜୀବିକା ପ୍ରଦାନ ଦିଗରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ଦେଇଆସୁଛିି। ସବୁ ବ୍ୟବସାୟୀ ବିଜୟ…

7 years ago

ଏକା ସମୟରେ କାମ ଆରମ୍ଭ କରିବେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ

ନୂଆଦିଲ୍ଲୀ,୧୧-୮: ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ଆଗାମୀ ଦିନରେ ସମାନ ସମୟରେ କାମ ଆରମ୍ଭ କରିବେ। କେନ୍ଦ୍ର ସରକାରଙ୍କ ସଂସ୍କାରମୂଳକ କାର୍ଯ୍ୟକ୍ରମ ଅଧୀନରେ ଏଭଳି ପଦକ୍ଷେପ ନେବାକୁ ଯାଉଛନ୍ତି। ସକାଳ…

7 years ago

ଜୁଲାଇରେ ତୈଳ ଇନ୍ଧନ ଚାହିଦା ୩.୩% ବୃଦ୍ଧି

ନୂଆଦିଲ୍ଲୀ,୧୧-୮: ଗତବର୍ଷ ତୁଳନାରେ ଚଳିତ ବର୍ଷ ଜୁଲାଇରେ ଦେଶରେ ତୈଳ ଇନ୍ଧନ ଚାହିଦା ୩.୩% ବୃଦ୍ଧି ପାଇଛି। ପେଟ୍ରୋଲିୟମ ମନ୍ତ୍ରଣାଳୟ ଅଧୀନ ପେଟ୍ରୋଲିୟମ ପ୍ଲାନିଂ ଆଣ୍ଡ ଆନାଲିସିସ୍‌…

7 years ago

ଅନୁଚ୍ଛେଦ ୩୭୦ ପ୍ରତ୍ୟାହାର ପରେ;ଜମ୍ମୁ-କଶ୍ମୀର ପର୍ଯ୍ୟଟନକୁ ନେଇ ବଢ଼ୁଛି ଆଶା

  ନୂଆଦିଲ୍ଲୀ,୧୧-୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ପ୍ରତ୍ୟାହାର ପରେ ଲଦାଖ ଓ ଉପତ୍ୟକାରେ ପର୍ଯ୍ୟଟନ ଅଭିବୃଦ୍ଧିର ଅପାର ସମ୍ଭାବନା ରହିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କ…

7 years ago

ଏଫ୍‌ପିଆଇ ସରଚାର୍ଜ ପ୍ରତ୍ୟାହାରକୁ ନେଇ ଅର୍ଥମନ୍ତ୍ରୀ ଚୁପ୍‌

ନୂଆଦିଲ୍ଲୀ,୧୧-୮: ବଜେଟରେ ଲାଗୁ ହୋଇଥିବା ସରଚାର୍ଜକୁ ନେଇ ଚିନ୍ତିତ ଫରେନ ପୋର୍ଟଫୋଲିଓ ଇନ୍‌ଭେଷ୍ଟର(ଏଫ୍‌ପିଆଇ) କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କୁ ଭେଟିଛନ୍ତି। ସରଚାର୍ଜ ଲାଗୁ ହେବା ଦ୍ୱାରା ସେମାନଙ୍କ…

7 years ago

ସ୍ପାଇସଜେଟର ୨ ପାଇଲଟ ବର୍ଷେ ନିଲମ୍ବିତ

ନୂଆଦିଲ୍ଲୀ,୧୧ା୮: ବେସାମରିକ ବିମାନ ଚଳାଚଳ ମହାନିଦ୍ଦେର୍ଶାଳୟ(ଡିଜିସିଏ) ସ୍ପାଇସଜେଟର ଦୁଇଜଣ ପାଇଲଟଙ୍କୁ ଶନିବାର ଏକ ବର୍ଷ ପାଇଁ ନିଲମ୍ବିତ କରିଛି। ମୁମ୍ବାଇ ବିମାନ ବନ୍ଦରରେ ବିମାନକୁ ଠିକ୍‌ ଭାବେ…

7 years ago

୩୭୦ ଅନୁଚ୍ଛେଦ ଉଚ୍ଛେଦ;ଜମ୍ମୁ-କଶ୍ମୀରରେ ରିଏଲ ଇଷ୍ଟେଟ ପାଇଁ ସୁଯୋଗ

ନୂଆଦିଲ୍ଲୀ,୧୧-୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ପ୍ରତ୍ୟାହାର ପରେ ଏବେ ସେଠାକାର ରିଏଲ ଇଷ୍ଟେଟରେ ନିବେଶ ସୁଯୋଗ ସୃଷ୍ଟି ହୋଇଛି। ଦେଶର ବୃହତ ରିଏଲ ଇଷ୍ଟେଟ କମ୍ପାନୀ ଲଦାଖ…

7 years ago

ଭାରତ ସହ ବାଣିଜ୍ୟ ସମ୍ପର୍କ ଛିନ୍ନର ପରିଣାମ;ପାକିସ୍ତାନରେ ଟମାଟୋ କିଲୋ ୩୦୦ ଛୁଇଁଲା

ଇସ୍‌ଲାମାବାଦ୍‌,୧୧-୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ପ୍ରତ୍ୟାହାର କରାଯିବା ପ୍ରତିବାଦରେ ଭାରତ ସହ ସମସ୍ତ ବାଣିଜ୍ୟ ସମ୍ପର୍କ ଛିନ୍ନ କରିଛି ପାକିସ୍ତାନ। ପରିଣାମ ସ୍ବରୂପ ଏବେ ଭାରତରୁ ପଡୋଶୀ…

7 years ago

ସିଏସ୍‌ଆର୍‌ ଉଲ୍ଲଂଘନ ହେଲେ ଜେଲ୍‌;ପ୍ରତ୍ୟାହାର ନେଇ ବିଚାର କରିବେ ସୀତାରାମନ୍‌

ନୂଆଦିଲ୍ଲୀ,୧୧-୮: କର୍ପୋରେଟ ସାମାଜିକ ଉତ୍ତରଦାୟିତ୍ୱ(ସିଏସ୍‌ଆର୍‌) ସର୍ତ୍ତ ଉଲ୍ଲଂଘନ ହେବା କ୍ଷେତ୍ରରେ ଜେଲ୍‌ର ବ୍ୟବସ୍ଥାକୁ ପ୍ରତ୍ୟାହାର କରିବା ନେଇ ବିଚାର କରାଯିବ ବୋଲି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌…

7 years ago