ସିଙ୍ଗାପୁର,୨-୭: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍ବି) ମହାଦୁର୍ନୀତି ମାମଲାରେ ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ପରିବାରର ସିଙ୍ଗାପୁରସ୍ଥିତ ବ୍ୟାଙ୍କ ଆକାଉଣ୍ଟକୁ ଜବତ କରିବା ଲାଗି ସ୍ଥାନୀୟ ହାଇକୋର୍ଟ…
ନୂଆଦିଲ୍ଲୀ, ୨-୭ - ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା (ପିଏମ୍ଏମ୍ଓ୍ବାଇ) ଆକାଉଣ୍ଟରେ ୨୩୧୩ ଠକେଇ ସାମ୍ନାକୁ ଆସିଛି। ୨୦୧୬-୧୭ ଆର୍ଥିକ ବର୍ଷ ପରଠାରୁ ଏହି ମାମଲାଗୁଡିକ ସାମ୍ନାକୁ ଆସିଥିବା…
ନୂଆଦିଲ୍ଲୀ,୨-୭: ସୋମବାର ସବ୍ସିଡିଯୁକ୍ତ ଏଲପିଜି ଦର ୩.୦୨ ଟଙ୍କା ହ୍ରାସ ଘଟିଛି। ଏହା ଫଳରେ ୧୪.୨ ଲିଟର ବିଶଷ୍ଟ ସିଲିଣ୍ଡର ଦାମ ୪୯୪.୩୫ ଟଙ୍କାକୁ ଖସିଛି। ଏହା…
ମୁମ୍ବାଇ,୧-୭: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ)ର ଡେପୁଟି ଗଭର୍ନର ଭାବେ ଏନ୍.ଏସ୍.ବିଶ୍ୱନାଥନଙ୍କୁ ଆହୁରି ଏକ ବର୍ଷ ପାଇଁ ପୁନଃନିଯୁକ୍ତ କରାଯାଇଛି। ଦ୍ୱିତୀୟଥର ପାଇଁ ସେ ଏହି ଦାୟିତ୍ୱରେ ରହିଛନ୍ତି।…
ନୂଆଦିଲ୍ଲୀ,୧-୭: ଜିଏସ୍ଟି ପ୍ରଚଳନର ମୁଖ୍ୟ ସୂତ୍ରଧର ତଥା ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟ୍ଲୀ ଜିଏସ୍ଟି ଆଇନ ଲାଗୁ ହେବାର ୨ ବର୍ଷ ପୂର୍ତ୍ତି ଅବସରରେ କହିଛନ୍ତି…
ନୂଆଦିଲ୍ଲୀ,୨-୭: ଋଣ ଅସୁଲ ଲାଗି ବ୍ୟାଙ୍କଗୁଡ଼ିକ ବାଉନ୍ସର ଅଥବା ରିକଭରି ଏଜେଣ୍ଟ ନିଯୁକ୍ତ କରିପାରିବେ ନାହିଁ ବୋଲି ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର ସୋମବାର ଲୋକ ସଭାରେ…
ନୂଆଦିଲ୍ଲୀ,୨-୭: ସୋମବାର ସଂସଦରେ କମ୍ପଟ୍ରୋଲର ଆଣ୍ଡ ଅଡିଟର ଜେନେରାଲ(ସିଏଜି) ରିପୋର୍ଟ ଉପସ୍ଥାପନ କରାଯାଇଛି। ୨୦୧୭-୧୮ ଆର୍ଥିକ ବଷର୍ର୍ରେ ମୋଟ ବକେୟା ସେବା କର ପରିମାଣ ୧.୧୮ ଲକ୍ଷ…
ନୂଆଦିଲ୍ଲୀ,୨-୭: ଦେଶର ବ୍ୟାଙ୍କଗୁଡ଼ିକରେ ୨୦୧୮ରେ ଦାବିହୀନ ଜମା ରାଶି ପରିମାଣ ୨୬.୮% ବୃଦ୍ଧି ପାଇ ୧୪,୫୭୮ କୋଟି ଟଙ୍କାରେ ପହଞ୍ଚତ୍ଛି। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ସୋମବାର…
ନୂଆଦିଲ୍ଲୀ,୨-୭: ଜୁନ୍ରେ ଜିଏସ୍ଟି ଆଦାୟ ୧ ଲକ୍ଷ କୋଟି ତଳକୁ ଖସିଆସିଛି। ସୋମବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଜାରି ତଥ୍ୟ ଅନୁଯାୟୀ, ଏହି ମାସରେ ୯୯,୯୩୯ କୋଟି…
ନୂଆଦିଲ୍ଲୀ,୨-୭: ଦୁଇବର୍ଷ ପୂର୍ବେ ଆଜିର ଦିନରେ ଦେଶରେ ସାମଗ୍ରୀ ଓ ସେବା ଟିକସ(ଜିଏସ୍ଟି) ଲାଗୁ ହୋଇଥିଲା। ପରୋକ୍ଷ ଟିକସ କ୍ଷେତ୍ରରେ ଏକାଧିକ ନିୟମକୁ ପ୍ରତ୍ୟାହାର କରାଯାଇ ଦେଶରେ…