ବାଣିଜ୍ୟ

ଚାଇନାର ପାଲ୍‌ଟା ଜବାବ;ଆମେରିକାର ସାମଗ୍ରୀ ଉପରେ ୨୫% ଟାରିଫ ବୃଦ୍ଧି

ବେଜିଂ,୨-୬: ଚାଇନା ଏବଂ ଆମେରିକା ମଧ୍ୟରେ ଟ୍ରେଡ ଓ୍ବାର୍‌ ଥମିବାର ନାଁ ନେଉନି। ଆମେରିକାକୁ ଜବାବ ଦେଇ ଚାଇନା ଟାରିଫ ବୃଦ୍ଧି କରିଛି। ଆମେରିକାର ୬୦ ବିଲିୟନ…

7 years ago

ଭୂଷଣ ଏନର୍ଜିକୁ ଟାଟା ଷ୍ଟିଲର ଅଧିଗ୍ରହଣ ସମ୍ପୂର୍ଣ୍ଣ

ନୂଆଦିଲ୍ଲୀ,୨-୬: ଋଣରେ ବୁଡ଼ି ରହିଥିବା ଭୂଷଣ ଏନର୍ଜି ଲିମିଟେଡର ଅଧିଗ୍ରହଣ ପ୍ରକ୍ରିୟା ଶେଷ ହୋଇଛି ବୋଲି ଟାଟା ଷ୍ଟିଲ୍‌ ପକ୍ଷରୁ ଶନିବାର ଘୋଷଣା କରାଯାଇଛି। ୮୦୦ କୋଟି…

7 years ago

ଆର୍ଥିକ ସଂସ୍କାର ଲାଗି ସରକାର ପ୍ରତିଶ୍ରୁତିବଦ୍ଧ:ନୀତି ଆୟୋଗ

ନୂଆଦିଲ୍ଲୀ,୨-୬: ଆର୍ଥିକ ଅଭିବୃଦ୍ଧିକୁ ଗତିଶୀଳ କରିବା ଉଦ୍ଦେଶ୍ୟରେ ଘରୋଇ ପୁଞ୍ଜିନିବେଶ ବୃଦ୍ଧି ସହ କୃଷି କ୍ଷେତ୍ରକୁ ଆଧୁନିକୀକରଣ କରିବା ଭଳି ନୂଆ ସଂସ୍କାରମୂଳକ ପଦକ୍ଷେପ ନେବାକୁ ସରକାର…

7 years ago

ଉଦ୍ୟୋଗପତି ବି.ଏମ୍‌.ଖୈତାନଙ୍କ ପରଲୋକ

କୋଲକାତା,୨-୬: ବିଶିଷ୍ଟ ଉଦ୍ୟୋଗପତି ତଥା ଡ୍ରାଇସେଲ୍‌ ବ୍ୟାଟେରି ନିର୍ମାତା ଏଭରେଡି ଇଣ୍ଡଷ୍ଟ୍ରିଜ ଗ୍ରୁପ୍‌ର ପୂର୍ବତନ ଅଧ୍ୟକ୍ଷ ବ୍ରିଜ ମୋହନ ଖୈତାନଙ୍କ ଶନିବାର ୯୨ ବର୍ଷରେ ପରଲୋକ ହୋଇଯାଇଛି।…

7 years ago

ମେ’ରେ ଜିଏସ୍‌ଟି ଆଦାୟ ୧ ଲକ୍ଷ କୋଟି ଟପିଲା

ନୂଆଦିଲ୍ଲୀ,୨-୬: ମେ’ରେ ସାମଗ୍ରୀ ଏବଂ ସେବା ଟିକସ(ଜିଏସ୍‌ଟି) ଆଦାୟ ୧ ଲକ୍ଷ କୋଟି ଟଙ୍କା ଟପିଛି। ଗତ ବର୍ଷ ଏହି ସମୟରେ ଏହା ୯୪,୦୧୬ କୋଟି ଟଙ୍କା…

7 years ago

ବିନୟ ଦୁବେଙ୍କ ବିରୋଧରେ ଲୁକ୍‌ଆଉଟ ନୋଟିସ ଜାରି

ନୂଆଦିଲ୍ଲୀ,୨-୬: ଜେଟ୍‌ ଏୟାରଓ୍ବେଜ୍‌ର ପୂର୍ବତନ ସିଇଓ ବିନୟ ଦୁବେଙ୍କ ବିରୋଧରେ ଲୁକ୍‌ଆଉଟ ନୋଟିସ ଜାରି କରାଯାଇଛି। ଅର୍ଥାତ ସେ ବିନାନୁମତିରେ ଆଉ ବିଦେଶ ଯାଇପାରିବେ ନାହିଁ। କର୍ପୋରେଟ୍‌…

7 years ago

ଭାରତର ଜିଏସ୍‌ପି ମାନ୍ୟତା ପ୍ରତ୍ୟାହାର କଲା ଆମେରିକା

ଓ୍ବାଶିଂଟନ/ନୂଆଦିଲ୍ଲୀ,୨-୬: ଭାରତକୁ ମିଳୁଥିବା ଜେନେରାଲାଇଜ୍‌ଡ ସିଷ୍ଟମ ଅଫ୍‌ ପ୍ରିଫରେନ୍ସେସ(ଜିଏସ୍‌ପି) ମାନ୍ୟତାକୁ ଆମେରିକା ପ୍ରତ୍ୟାହାର କରିନେଇଛି। ଏହା ଆସନ୍ତା ୫ରୁ ଲାଗୁ ହୋଇଯିବ। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ବାଇଟ୍‌…

7 years ago

ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା ୧୪୬.୧୮%

ଭୁବନେଶ୍ୱର,୧।୬(ବ୍ୟୁରୋ) : ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ମାର୍ଚ୍ଚରେ ୩୦୯ ପଏଣ୍ଟ ଥିଲା। ଏହା ଏପ୍ରିଲରେ ୩ ପଏଣ୍ଟ ବୃଦ୍ଧି…

7 years ago

ଦେଶରେ ବୀମା ପେନିଟ୍ରେଶନ ଜିଡିପିର ୦.୯% : ଏସ୍‌ବିଆଇ ଜେନେରାଲ ଏମ୍‌ଡି

ଭୁବନେଶ୍ୱର,୧-୬: ଅଭିବୃଦ୍ଧିଶୀଳ ବଜାରଗୁଡିକୁ ବିଚାରକୁ ନେଲେ ଜଣାଯିବ ଯେ,ଅଣ ଜୀବନ ବୀମା ଗ୍ରହଣ କ୍ଷେତ୍ରରେ ଭାରତର ସ୍ଥିତି ଏତେଟା ଆଖି ଦୃଶିଆ ନୁହେଁ। ବର୍ତ୍ତମାନ ଘରୋଇ ବଜାରର…

7 years ago

ପିଜିଏଲ୍‌ ହୋଣ୍ଡାରେ ‘ହୋଣ୍ଡା ସିବିଆର୍‌ ୬୫୦ ଆର୍‌’ର ଡେଲିଭରି

ଭୁବନେଶ୍ୱର,୧।୬: ହୋଣ୍ଡା ମୋଟର ସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ ଲିମିଟେଡ ପକ୍ଷରୁ ବଜାରକୁ ଆସିଥିବା ନୂଆ ‘ହୋଣ୍ଡା ସିବିଆର୍‌ ୬୫୦ ଆର୍‌’ର ସ୍ଥାନୀୟ ପିଜିଏଲ୍‌ ହୋଣ୍ଡାଠାରେ ଡେଲିଭରି…

7 years ago