ନୂଆଦିଲ୍ଲୀ,୧୩।୭: ବଜେଟରେ ରେଲଓ୍ବେକୁ ମିଳିବାକୁ ଥିବା ଅନୁଦାନ ଉପରେ ଗୁରୁବାର ଲୋକ ସଭାରେ ଦୀର୍ଘ ୧୨ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଆଲୋଚନା ହୋଇଥିଲା। ଏହା ଏକ…
ହାଇଦ୍ରାବାଦ,୧୩।୭: ଆସନ୍ତା ୫ ବର୍ଷରେ ଭାରତକୁ ୫ ଲକ୍ଷ କୋଟି ଡଲାର ଅର୍ଥନୀତିରେ ପହଞ୍ଚାଇବାକୁ ହେଲେ ଦେଶକୁ ୮% ହାରରେ ବାର୍ଷିକ ଅଭିବୃଦ୍ଧି ହାସଲ କରିବାକୁ ହେବ।…
ମୁମ୍ବାଇ,୧୩।୭: ଅନ୍ଲାଇନ ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ଗ୍ରାହକଙ୍କ ଲାଗି ନିଜସ୍ବ କ୍ରେଡିଟ କାର୍ଡ ଲଞ୍ଚ କରିଛି। ଗ୍ରାହକ ନିଜ ପାଖରେ ଅର୍ଥ ନ ଥିଲେ ମଧ୍ୟ ଏହି…
ନୂଆଦିଲ୍ଲୀ,୧୩।୭: ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଏସ୍ବିଆଇ ଇମିଡିଏଟ୍ ପେମେଣ୍ଟ ସର୍ଭିସ୍(ଆଇଏମ୍ପିଏସ୍) ଉପରେ ଲାଗୁ ଥିବା ଚାର୍ଜ ଅଥବା ଶୁଳ୍କକୁ ସମ୍ପୂର୍ଣ୍ଣ ଛାଡ କରିଦେଇଛି। ଏବେ ଗ୍ରାହକ…
ଭୁବନେଶ୍ୱର,୧୨।୭(ବ୍ୟୁରୋ) : ଜିଭା ଆୟୁର୍ବେଦା ପକ୍ଷରୁ ଜିଭା ସ୍ବାସ୍ଥ୍ୟ ସପ୍ତାହର ସପ୍ତମ ସଂସ୍କରଣ ଅବସରରେ ସାରା ଦେଶରେ ଦେୟମୁକ୍ତ ପରାମର୍ଶ ପ୍ରଦାନ କରାଯାଉଛି। ସାରା ଦେଶରେ ଥିବା…
ଓ୍ବାଶିଂଟନ,୧୨।୭: ଗ୍ରୀନ୍ କାର୍ଡ ଜାରି ରଖିବାର ବର୍ତ୍ତମାନର ୭ ପ୍ରତିଶତ ସୀମାକୁ ହଟାଇବା ଲାଗି ଆଗତ ଏକ ବିଲ୍କୁ ଆମେରିକା ପାର୍ଲାମେଣ୍ଟ ବୁଧବାର ଅନୁମୋଦନ କରିଛି। ଆମେରିକାରେ…
ନୂଆଦିଲ୍ଲୀ,୧୨।୭: ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଅଫ୍ ବରୋଦା (ବିଓବି) ଇ-ବାଣିଜ୍ୟ କାରବାରରେ ପାଦ ଥାପିବାକୁ ଯାଉଛି। ଏହା ଅନ୍ଲାଇନ ବଜାର ମଞ୍ଚରୁ ବ୍ୟାଙ୍କ ସେବା ତଥା କୃଷି ସମ୍ପର୍କିତ…
ନୂଆଦିଲ୍ଲୀ,୧୨।୭: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍ବି) ମହାଠକେଇ ମାମଲାର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ହୀରା ବ୍ୟବସାୟୀ ମେହୁଲ ଚୋକ୍ସିଙ୍କ ଦେଶ ତଥା ବିଦେଶରେ ଥିବା ୨୪.୭୭ କୋଟି ଟଙ୍କାର…
ନୂଆଦିଲ୍ଲୀ,୧୨।୭ : ପଳାତକ ମଦ ବ୍ୟବସାୟୀ ବିଜୟ ମାଲ୍ୟାଙ୍କୁ ବମ୍ବେ ହାଇକୋର୍ଟରୁ ଗୁରୁବାର ଜୋରଦାର ଝଟକା ଲାଗିଛି। ସମ୍ପତ୍ତି ଜବତ ଉପରେ କଟକଣା ଲାଗୁ କରିବା ଲାଗି…
ଭୁବନେଶ୍ୱର,୧୨।୭(ବ୍ୟୁରୋ): ୨୦୧୮-୧୯ ଆର୍ଥତ୍କ ବର୍ଷରେ ଓଡିଶା ରାଜ୍ୟ ହସ୍ତତନ୍ତ ବୁଣାକାର ସମବାୟ ସମିତି ବୟନିକା ୧୧୭ କୋଟି ଟଙ୍କାର କାରବାର କରିବାକୁ ସକ୍ଷମ ହୋଇଛି। ଚଳିତବର୍ଷ ୧୫୦…