ବାଣିଜ୍ୟ

ତେଜସ୍‌ ହେବ ଦେଶର ପ୍ରଥମ ପ୍ରାଇଭେଟ ଟ୍ରେନ୍‌

ନୂଆଦିଲ୍ଲୀ, ୯-୭: ଦେଶରେ ଦୌଡ଼ିବ ପ୍ରଥମ ପ୍ରାଇଭେଟ ଟ୍ରେନ। ଦିଲ୍ଲୀ ଓ ଲକ୍ଷ୍ନୌ ମଧ୍ୟରେ ଚାଲିବାକୁ ଥିବା ତେଜସ୍‌ ଏକ୍ସପ୍ରେସକୁ ଘରୋଇ କମ୍ପାନୀ ହାତକୁ ଟେକି ଦିଆଯିବ।…

7 years ago

କୟର ଇଣ୍ଡିଆର ନୂଆ ଶୋ’ରୁମ

ଭୁବନେଶ୍ୱର,୯-୭(ବ୍ୟୁରୋ): କୟର ଇଣ୍ଡିଆର ନୂଆ ଷ୍ଟୋର ସ୍ଥାନୀୟ ଖାରବେଳ ନଗରଠାରେ ସୋମବାର ଶୁଭାରମ୍ଭ ହୋଇଛି। ଏହାକୁ ଷ୍ଟୋରର ସ୍ବତ୍ତ୍ୱାଧିକାରୀ ରଶ୍ମିରଞ୍ଜନ ପାତ୍ର,ଓ୍ବେଲସ୍ପନ ଫ୍ଲୋରିଂ ଗ୍ଲୋବାଲ ବ୍ରାଣ୍ଡସ ଲିମିଟେଡର…

7 years ago

ଗୋଦ୍‌ରେଜ ଅଧ୍ୟକ୍ଷଙ୍କୁ ମିଳିଛି ୧୧୪ ଗୁଣା ବେତନ

ନୂଆଦିଲ୍ଲୀ,୮-୭: ଗୋଦ୍‌ରେଜ କଞ୍ଜ୍ୟୁମର ପ୍ରଡକ୍ଟସ ଲିମିଟେଡର ଅଧ୍ୟକ୍ଷ ଆଦି ଗୋଦ୍‌ରେଜଙ୍କୁ ୨୦୧୮-୧୯ ଆର୍ଥିକ ବର୍ଷରେ କର୍ମଚାରୀଙ୍କ ବେତନର ୧୧୪ ପ୍ରତିଶତ ଅଧିକ ପାରିତୋଷିକ ମିଳିଛି। ତାଙ୍କୁ ଗୋଟିଏ…

7 years ago

ଚୋରି ମୋବାଇଲ ଲାଗି ଆସନ୍ତା ମାସରୁ ଆସିବ ଟ୍ରାକର ବ୍ୟବସ୍ଥା

ନୂଆଦିଲ୍ଲୀ,୮-୭: ଦାମୀ ସ୍ମାର୍ଟଫୋନ୍‌ ହଜିଯିବା ଅଥବା ଚୋରି ହୋଇଯିବା କ୍ଷେତ୍ରରେ ଏହାର ମାଲିକଙ୍କୁ ଆଣିଦେଇଥାଏ ଅନେକ ଦୁଃଖ। ଏଥିପାଇଁ ସେ ପୋଲିସର ଦ୍ୱାରସ୍ଥ ହୋଇ ଅନେକ ସମୟରେ…

7 years ago

ରେଲଓ୍ବେର ଘରୋଇକରଣ ଉଦ୍ୟମକୁ ୟୁନିୟନର ବିରୋଧ

ନୂଆଦିଲ୍ଲୀ,୮ା୭: ଭାରତୀୟ ରେଲଓ୍ବେର ଘରୋଇକରଣ ଉଦ୍ୟମକୁ ରେଲଓ୍ବେ ୟୁନିୟନ ବିରୋଧ କରିଛି। ନ୍ୟାଶନାଲ ଫେଡେରେଶନ ଅଫ୍‌ ଇଣ୍ଡିଆନ ରେଲଓ୍ବେମେନ ପକ୍ଷରୁ ଏହାକୁ ବିରୋଧ କରି ସାରା ଦେଶରେ…

7 years ago

ସେନାରେ ଅପବ୍ୟବହାର ହେଉଛି ଦିବ୍ୟାଙ୍ଗ ପେନ୍‌ସନ୍‌ ସ୍କିମ୍‌; ଅନ୍ୟ କାରଣରୁ ଭିନ୍ନକ୍ଷମ ହେଲେ ଟିକସ ଲାଗିବ

ନୂଆଦିଲ୍ଲୀ,୮-୭: ସେନାରେ ଦିବ୍ୟାଙ୍ଗଙ୍କ ପାଇଁ ଉଦ୍ଦିଷ୍ଟ ପେନ୍‌ସନ୍‌ ସ୍କିମ୍‌ ଅପବ୍ୟବହାର ଚାଲିଛି। ବହୁ ସଂଖ୍ୟାରେ ଅଧିକାରୀ ଓ ଯବାନ ଲଢ଼େଇ ନ କରି ଅନ୍ୟ କାରଣରୁ ଭିନ୍ନକ୍ଷମ…

7 years ago

ନାଲ୍‌କୋ ପକ୍ଷରୁ ବନମହୋତ୍ସବ ପାଳନ

ଭୁବନେଶ୍ୱର,୮-୭: ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ(ନାଲ୍‌କୋ) ପକ୍ଷରୁ ସପ୍ତାହବ୍ୟାପୀ ବନ ମହୋତ୍ସବ ପାଳିତ ହୋଇ ଯାଇଛି। ଏହି ଅବସରରେ କମ୍ପାନୀର ବିଭିନ୍ନ ୟୁନିଟ ଏବଂ କାର୍ଯ୍ୟାଳୟଗୁଡିକର ବୃକ୍ଷରୋପଣ…

7 years ago

ଓଡିଶାରେ ହୋଇପାରିବ ଦେଶର ପ୍ରମୁଖ ପ୍ଲାଷ୍ଟିକ କ୍ଲଷ୍ଟର

ଭୁବନେଶ୍ୱର,୮-୭(ବ୍ୟୁରୋ): ଦେଶର ଅର୍ଥନୈତିକ ଅଭିବୃଦ୍ଧି କ୍ଷେତ୍ରରେ ପ୍ଲାଷ୍ଟିକ ଶିଳ୍ପର ଯୋଗଦାନ ଗୁରୁତ୍ୱପୂର୍ଣ୍ଣ। ଅଟୋଶିଳ୍ପ, ନିର୍ମାଣ, ଇଲେକଟ୍ରୋନିକ୍ସ, ସ୍ବାସ୍ଥ୍ୟସେବା, ବିୟନ, ଏଫ୍‌ଏମ୍‌ସିଜି ଭଳି କ୍ଷେତ୍ର ସହ ପ୍ଲାଷ୍ଟିକ ଶିଳ୍ପ…

7 years ago

ଆଧାର ଜରିଆରେ ରିଟର୍ନ ଦାଖଲ;ଆୟକର ବିଭାଗ ଜାରି କରିବ ପାନ୍‌

ନୂଆଦିଲ୍ଲୀ,୮-୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶୁକ୍ରବାର ବଜେଟ ଉପସ୍ଥାପନ କରି ପାନ୍‌ ନ ଥିଲେ ମଧ୍ୟ ଟିକସଦାତା ଆଧାର କାର୍ଡ ଜରିଆରେ ଆୟକର ରିଟର୍ନ ଦାଖଲ…

7 years ago

କେନ୍ଦ୍ରକୁ ମିଳିବ ଅତିରିକ୍ତ ୩୦ ହଜାର କୋଟି ଟିକସ

ନୂଆଦିଲ୍ଲୀ,୮-୭: ସାଧାରଣ ବଜେଟରେ ଅତି ଧନୀଙ୍କ ବ୍ୟକ୍ତିଗତ ଆୟକର ଏବଂ ପେଟ୍ରୋଲ-ଡିଜେଲ ଉପରେ ଶୁଳ୍କ ବୃଦ୍ଧି ଯୋଗୁ ଚଳିତ ଆର୍ଥିକ ବର୍ଷ ୨୦୧୯-୨୦ରେ କେନ୍ଦ୍ର ସରକାରଙ୍କୁ ବାର୍ଷିକ…

7 years ago