ବାଣିଜ୍ୟ

ପୁଞ୍ଜି ପ୍ରତ୍ୟାହାର ଲକ୍ଷ୍ୟ ୧.୦୫ ଲକ୍ଷ କୋଟି

ନୂଆଦିଲ୍ଲୀ,୬-୭: ୨୦୧୯-୨୦ ଆର୍ଥତ୍କ ବର୍ଷ ଲାଗି ୧.୦୫ ଲକ୍ଷ କୋଟି ଟଙ୍କାର ପୁଞ୍ଜି ପ୍ରତ୍ୟାହାର ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ଏହା ଅନ୍ତରୀଣ ବଜେଟରେ ୯୦,୦୦୦ କୋଟି ଟଙ୍କା…

7 years ago

ରେଳ ଭିତ୍ତିଭୂମି ବିକାଶ ଉପରେ ଫୋକସ

ନୂଆଦିଲ୍ଲୀ,୬-୭: ବଜେଟରେ କେନ୍ଦ୍ର ସରକାର ରେଳ ଭିତ୍ତିଭୂମି ବିକାଶ ଉପରେ ଫୋକସ ରଖିଛନ୍ତି। ୨୦୧୮ରୁ ୨୦୩୦ ସୁଦ୍ଧା ଦେଶର ରେଳ ଭିତ୍ତିଭୂମିରେ ୫୦ ଲକ୍ଷ କୋଟି ଟଙ୍କାର…

7 years ago

ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପିତ;ଜିଡିପି ୭% ରହିବା ସମ୍ଭାବନା

ନୂଆଦିଲ୍ଲୀ,୫-୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶୁକ୍ରବାର ବଜେଟ ଉପସ୍ଥାପନ କରିବେ। ଏହାର ଦିନକ ପୂର୍ବରୁ ପରମ୍ପରା ଅନୁଯାୟୀ ଗୁରୁବାର ସେ ସଂସଦରେ ୨୦୧୮-୧୯ ଆର୍ଥିକ ବର୍ଷର ଅର୍ଥନୈତିକ…

7 years ago

ଅର୍ଥନୈତିକ ସର୍ଭେ ରିପୋର୍ଟ;୫ ଲକ୍ଷ କୋଟି ଡଲାର ଅର୍ଥନୀତିର ସ୍ବପ୍ନ

ନୂଆଦିଲ୍ଲୀ,୫-୭: ମୁଖ୍ୟ ଅର୍ଥନୈତିକ ଉପଦେଷ୍ଟା କେ.ଭି.ସୁବ୍ରମଣ୍ୟନଙ୍କ ଦ୍ୱାରା ପ୍ରସ୍ତୁତ ୨୦୧୮-୧୯ ଅର୍ଥନୈତିକ ସର୍ଭେ ରିପୋର୍ଟ ଗୁରୁବାର ସଂସଦରେ ଉପସ୍ଥାପିତ ହୋଇଛି। ଦେଶକୁ ୨୦୨୪-୨୫ ସୁଦ୍ଧା ୫ ଲକ୍ଷ…

7 years ago

ଆଜି ବଜେଟ ଉପସ୍ଥାପନ

ନୂଆଦିଲ୍ଲୀ,୫-୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶୁକ୍ରବାର ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ। ଦୀର୍ଘ ୪୯ ବର୍ଷ ପରେ ସ୍ବର୍ଗତ ଇନ୍ଦିରା…

7 years ago

ରୁଷିଆ ଶକ୍ତିମନ୍ତ୍ରୀଙ୍କ ସହ ଧର୍ମେନ୍ଦ୍ରଙ୍କ ଆଲୋଚନା: ତୈଳ, ବାଷ୍ପ କ୍ଷେତ୍ରରେ ନିବେଶ ଲାଗି କମ୍ପାନୀଙ୍କୁ ଆହ୍ବାନ

ଭୁବନେଶ୍ୱର,୪ା୭: କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ରୁଷିଆ ଶକ୍ତିମନ୍ତ୍ରୀ ଆଲେକଜାଣ୍ଡାର ନୋଭାକଙ୍କ ସହ ଟେଲିଫୋନ ଯୋଗେ ବିଭିନ୍ନ ଦ୍ୱିପାକ୍ଷିକ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଶକ୍ତି…

7 years ago

ବିଏସ୍‌ଏନ୍‌ଏଲ୍‌, ଏମ୍‌ଟିଏନ୍‌ଏଲ୍‌କୁ ମିଳିପାରେ ୭୪ହଜାର କୋଟିର ପ୍ୟାକେଜ ପ୍ରସ୍ତାବ

ନୂଆଦିଲ୍ଲୀ,୪-୭: ଭାରି ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ରାଷ୍ଟ୍ରାୟତ୍ତ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌) ଏବଂ ମହାନଗର ଟେଲିଫୋନ ନିଗମ ଲିମିଟେଡ(ଏମ୍‌ଟିଏନ୍‌ଏଲ୍‌)କୁ ୭୪…

7 years ago

ଶିଳ୍ପପତି ବି.କେ.ବିର୍ଲାଙ୍କ ପରଲୋକ

ନୂଆଦିଲ୍ଲୀ,୪-୭: ଶିଳ୍ପପତି କୁମାର ମଙ୍ଗଳମ ବିର୍ଲାଙ୍କ ଜେଜେବାପା ତଥା ବି.କେ.ବିର୍ଲା ଗ୍ରୁପ୍‌ ଅଫ୍‌ କମ୍ପାନୀର ଅଧ୍ୟକ୍ଷ ବି.କେ.ବିର୍ଲାଙ୍କର ୯୮ ବର୍ଷରେ ବୁଧବାର ମୁମ୍ବାଇରେ ପରଲୋକ ହୋଇଯାଇଛି। ୧୯୨୧…

7 years ago

ମାସେ ବଢ଼ିଲା ଜିଏସ୍‌ଟି କମ୍ପୋଜିଶନ ସ୍କିମ୍‌ ବାଛିବା ସମୟ

ନୂଆଦିଲ୍ଲୀ,୪-୭: ଆୟକର ବିଭାଗ ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ କାରବାର କରୁଥିବା ସେବା ପ୍ରଦାନକାରୀ କମ୍ପାନୀଙ୍କୁ ଜିଏସ୍‌ଟି କମ୍ପୋଜିଶନ ସ୍କିମ୍‌ ବାଛିବା ଲାଗି ଆହୁରି ଏକ ମାସ…

7 years ago

ଆଜି ଆର୍ଥିକ ସର୍ଭେ ରିପୋର୍ଟ

ନୂଆଦିଲ୍ଲୀ,୪-୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଏନ୍‌ଡିଏ ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ ଶୁକ୍ରବାର ଉପସ୍ଥାପନ କରିବେ। ପରମ୍ପରା…

7 years ago