ବାଣିଜ୍ୟ

ଆମଦାନୀ ଶୁଳ୍କ ନେଇ ଭାରତକୁ ପୁଣି ଟାର୍ଗେଟ କଲେ ଟ୍ରମ୍ପ

ଓ୍ବାଶିଂଟନ,୩୦-୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମଦାନୀ ଶୁଳ୍କ ନେଇ ପୁଣିଥରେ ଭାରତକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ, ଆମେରିକା ଉତ୍ପାଦ ବିଶେଷ କରି କାଗଜାତ…

7 years ago

ଏନ୍‌ପିଏ ସର୍କୁଲାର ଜାରି ଲାଗି ନିର୍ବାଚନ କମିଶନଙ୍କ ଅନୁମତି ନେବ ଆର୍‌ବିଆଇ

ମୁମ୍ବାଇ,୩୦ -୪: ଏନ୍‌ପିଏ ସମାଧାନ ଯୋଜନା ଲାଗି ଗାଇଡଲାଇନ ଜାରି କରିବା ସଂକ୍ରାନ୍ତରେ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ନିର୍ବାଚନ କମିଶନଙ୍କଠାରୁ ଅନୁମତି ଲୋଡିବାକୁ ଯାଉଛି। ସୁପ୍ରିମକୋର୍ଟ ବିବାଦୀୟ…

7 years ago

ଜେଟ୍‌ ଏୟାରଓ୍ବେଜର ନିୟନ୍ତ୍ରଣ ନେବାକୁ ଅଣ୍ଟା ଭିଡ଼ିଲେ କର୍ମଚାରୀ

ନୂଆଦିଲ୍ଲୀ,୩୦-୪: ବୁଡ଼ି ଯାଇଥିବା ଏୟାରଲାଇନ କମ୍ପାନୀ ଜେଟ୍‌ ଏୟାରଓ୍ବେଜକୁ ପୁନର୍ବାର ଛିଡା କରିବା ଲାଗି ଏବେ କର୍ମଚାରୀମାନେ ଅଣ୍ଟା ଭିଡ଼ିଛନ୍ତି। ବାହାର ନିବେଶକଙ୍କଠାରୁ ୩ ହଜାର କୋଟି…

7 years ago

ଜେଟ୍‌ ଏୟାରଓ୍ବେଜ ପରେ ସଙ୍କଟରେ ପଓ୍ବନହଂସ, ଦେଇ ପାରିଲାନି ଏପ୍ରିଲ ବେତନ

ନୂଆଦିଲ୍ଲୀ,୨୯-୪: କିଙ୍ଗଫିଶର ଏବଂ ଜେଟ୍‌ ଏୟାରଓ୍ବେଜ ପରେ ପଓ୍ବନହଂସ ହେଲିକପ୍ଟର କମ୍ପାନୀ ଉପରେ ଏବେ ସଙ୍କଟ ଦେଖାଦେଇଛି। ବିଏସ୍‌ଏନ୍‌ଏଲ, ଏମ୍‌ଟିଏନ୍‌ଏଲ, ଏୟାର ଇଣ୍ଡିଆ, ଇଣ୍ଡିଆ ପୋଷ୍ଟ ପରେ…

7 years ago

ବେବି ଶାମ୍ପୁରେ ନାହିଁ ହାନିକାରକ ପଦାର୍ଥ: ଜନସନ ଆଣ୍ଡ ଜନସନ

ନୂଆଦିଲ୍ଲୀ,୨୯-୪: ଆମେରିକା କମ୍ପାନୀ ଜନସନ ଆଣ୍ଡ ଜନସନ ନିଜର ଲୋକପ୍ରିୟ ବେବି ଶାମ୍ପୁରେ ହାନିକାରକ ପଦାର୍ଥ ଥିବା ଅଭିଯୋଗକୁ ଖଣ୍ଡନ କରିଛି। ରାଜସ୍ଥାନ ସରକାରଙ୍କ ଜୟପୁରସ୍ଥିତ ଔଷଧ…

7 years ago

ମୋଦିଙ୍କୁ ଜେଟ୍‌ କର୍ମଚାରୀଙ୍କ ଅନୁରୋଧ: ଗୋଟିଏ ମାସ ବେତନ ଦେବାକୁ ଏସ୍‌ବିଆଇକୁ କୁହନ୍ତୁ

ମୁମ୍ବାଇ,୨୯-୪:ସଙ୍କଟରେ ଅନିର୍ଦ୍ଧିଷ୍ଟ ସମୟ ଲାଗି ବିମାନ ସେବା ବନ୍ଦ କରି ଦେଇଥିବା ଜେଟ୍‌ର କର୍ମଚାରୀ ମାନେ ଗୋଟିଏ ମାସର ବେତନ ପାଇବା ପାଇଁ ପ୍ରଧାନୀମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

7 years ago

ଫେସ୍‌ବୁକ୍‌ରେ ଆସନ୍ତା ୫୦ ବର୍ଷ; ଜୀବିତଙ୍କଠୁ ଅଧିକ ହେବ ମୃତକଙ୍କ ପ୍ରୋଫାଇଲ

ନୂଆଦିଲ୍ଲୀ,୨୯-୪: ଫେସ୍‌ବୁକରେ ମୃତ ଲୋକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବ୍ରିଟେନସ୍ଥିତ ଅକ୍ସଫୋର୍ଡ ୟୁନିଭର୍ସିଟି ପକ୍ଷରୁ କରାଯାଇଥିବା ଏକ ଅଧ୍ୟୟନରୁ ଜଣାପଡିଛି ଯେ, ଆସନ୍ତା ୫୦ ବର୍ଷ ଅର୍ଥାତ୍‌…

7 years ago

ସର୍ଭରରେ ତ୍ରୁଟି ପାଇଁ ଦ୍ୱିତୀୟ ଦିନ ଏୟାର ଇଣ୍ଡିଆର ୧୩୭ ବିମାନ ଉଡାଣ ପ୍ରଭାବିତ

ନୂଆଦିଲ୍ଲୀ,୨୯-୪: ଏୟାର ଇଣ୍ଡିଆ ଯାତ୍ରୀଙ୍କ ଅସୁବିଧା ଦୂର ହେଉନାହିଁ। ଶନିବାର ସର୍ଭର ସଫ୍ଟଓ୍ବେରରେ ଦେଖାଦେଇଥିବା ତ୍ରୁଟିର ପ୍ରଭାବ ଯୋଗୁ ୧୪୯ ବିମାନ ଯାତ୍ରା ପ୍ରଭାବିତ ହୋଇଥିବା ବେଳେ…

7 years ago

୬ଘଣ୍ଟା ଅଚଳ ରହିଲା ଏୟାର ଇଣ୍ଡିଆ ସର୍ଭର: ଯାତ୍ରୀ ହନ୍ତସନ୍ତ

ନୂଆଦିଲ୍ଲୀ,୨୮-୪: ଏୟାର ଇଣ୍ଡିଆ ଫ୍ଲାଇଟ୍ସ ସର୍ଭର ଶନିବାର ୬ ଘଣ୍ଟା ଅଚଳ ହୋଇଯିବା ପରେ ୧୫୫ଟି ଘରୋଇ ଓ ଅନ୍ତର୍ଜାତୀୟ ଉଡ଼ାଣ ପ୍ରଭାବିତ ହୋଇଥିଲା। ଫଳରେ ଏଥିରେ…

7 years ago

ରାଜନୀତିକୁ ଆସିଲେ ସ୍ତ୍ରୀ ମୋତେ ଛାଡ଼ି ଦେବେ: ରାଜନ

ଚେନ୍ନାଇ,୨୮-୪: ରାଜନୀତିରେ ପ୍ରବେଶ କରିବାର ସମ୍ଭାବନାକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛନ୍ତି ବିଶିଷ୍ଟ ଅର୍ଥନୀତିଜ୍ଞ ତଥା ଆର୍‌ବିଆଇର ପୂର୍ବତନ ଗଭର୍ନର ରଘୁରାମ ରାଜନ। ସେ ଜଣେ ଶିକ୍ଷାବିତ ଭାବେ…

7 years ago