ବାଣିଜ୍ୟ

ପୁଞ୍ଜିବଜାରରେ ୧୧,୧୩୨ କୋଟି ଏଫ୍‌ପିଆଇ ନିବେଶ

ମୁମ୍ବାଇ,୧୭-୬: ବିଦେଶୀ ପୋର୍ଟଫୋଲିଓ ନିବେଶକ(ଏଫ୍‌ପିଆଇ) ଜୁନ୍‌ରେ ଅଦ୍ୟାବଧି ଘରୋଇ ପୁଞ୍ଜି ବଜାରରେ ୧୧,୧୩୨ କୋଟି ଟଙ୍କା ନିବେଶ କରିଛନ୍ତି। ଡିପୋଜିଟୋରୀ ପରିସଂଖ୍ୟାନରୁ ଏହା ସ୍ପଷ୍ଟ ହୋଇଛି। ପ୍ରାପ୍ତ…

7 years ago

ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକୁ ମିଳିପାରେ ୩୦ ହଜାର କୋଟି

ନୂଆଦିଲ୍ଲୀ,୧୭-୬: ଅର୍ଥ ମନ୍ତ୍ରଣାଳୟ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକର ପୁଞ୍ଜି ଆଧାରର ମୂଲ୍ୟାଙ୍କନ ଆରମ୍ଭ କରିଛି। ସେମାନଙ୍କର ସର୍ବନିମ୍ନ ପୁଞ୍ଜି ସର୍ତ୍ତ ପାଳନ କରିବାର ଆବଶ୍ୟକତା ରହିଛି। ଏଥିଲାଗି ସରକାର…

7 years ago

ଆଇଏଲ୍‌ଆଣ୍ଡଏଫ୍‌ଏସ୍‌ ମାମଲା;ରେଟିଂ ଏଜେନ୍ସି, ଅଡିଟର ସେବିର ଯାଞ୍ଚ ଘେରରେ

ନୂଆଦିଲ୍ଲୀ,୧୭-୬: ଇନଫ୍ରାଷ୍ଟ୍ରକ୍‌ଚର ଲିଜିଂ ଆଣ୍ଡ୍‌ ଫାଇନାନ୍ସିଆଲ ସର୍ଭିସେସ୍‌(ଆଇଏଲ୍‌ଆଣ୍ଡଏଫ୍‌ଏସ୍‌)ରେ ହୋଇଥିବା ଆର୍ଥିକ ଅନିୟମିତତା ମାମଲାରେ କମ୍ପାନୀର ମ୍ୟାନେଜମେଣ୍ଟ, ରେଟିଂ ଏଜେନ୍ସି, ଅଡିଟରଙ୍କ ସମ୍ପର୍କରେ ସିକ୍ୟୁରିଟିଜ୍‌ ଆଣ୍ଡ ଏକ୍ସଚେଞ୍ଜ ବୋର୍ଡ(ସେବି)…

7 years ago

ଦେଶରେ ଦରମା ସମସ୍ୟା ରହିଛି: ପାଇ

ବେଙ୍ଗାଲୁରୁ,୧୭-୬: ଭାରତରେ ନିଯୁକ୍ତିର ସମସ୍ୟା ନାହିଁ, ବରଂ ଦରମା ସମସ୍ୟା ରହିଛି ବୋଲି ଇନ୍‌ଫୋସିସ୍‌ର ପୂର୍ବତନ ସିଏଫଓ ତଥା ଶୀର୍ଷ ନିବେଶକ ଟି.ଭି.ମୋହନଦାସ ପାଇ କହିଛନ୍ତି। ତାଙ୍କ…

7 years ago

କମୁଛି ତେଲ ଚାହିଦା, ଧିମାଉଛି ଅର୍ଥନୀତି

ନୂଆଦିଲ୍ଲୀ,୧୬-୬: ଦେଶର ଇନ୍ଧନ(ତେଲ) ଚାହିଦା ମେ’ରେ ଅପରିବର୍ତ୍ତିତ ରହିଛି। ପୂର୍ବବର୍ଷ ଯାହା ଚାହିଦା ଥିଲା ଚଳିତ ବର୍ଷ ଏହି ଅବଧିରେ ତାହା ରହିଥିବାରୁ ଦେଶର ଅର୍ଥନୀତିର ବିକାଶ…

7 years ago

ଟ୍ରେନରେ ମସାଜ ପ୍ରସ୍ତାବ ପ୍ରତ୍ୟାହାର କଲା ରେଲଓ୍ବେ

ନୂଆଦିଲ୍ଲୀ,୧୬-୬: ଭାରତୀୟ ରେଲଓ୍ବେ ପକ୍ଷରୁ ଟ୍ରେନରେ ଯାତ୍ରୀଙ୍କୁ ମସାଜ ଦେବାର ବ୍ୟବସ୍ଥା କରାଯାଇଥିଲା। ତେବେ ଏହାକୁ ପଶ୍ଚିମ ରେଲଓ୍ବେ ପ୍ରତ୍ୟାହାର କରିନେଇଛି। ମଧ୍ୟପ୍ରଦେଶର ରାଜଧାନୀ ଇନ୍ଦୋରଠାରୁ ଚାଲିବାକୁ…

7 years ago

ବାଣିଜ୍ୟ ନିଅଣ୍ଟ ୬ ମାସର ସର୍ବୋଚ୍ଚ ସ୍ତରରେ

ନୂଆଦିଲ୍ଲୀ,୧୬-୬: ଦେଶର ରପ୍ତାନି ମେ’ରେ ୩.୯୩ ପ୍ରତିଶତ ବଢ଼ି ୩୦ ବିଲିୟନ ଡଲାରରେ ପହଞ୍ଚତ୍ୟାଇଛି। ବାଣିଜ୍ୟ ମନ୍ତ୍ରଣାଳୟ ଦ୍ୱାରା ଶୁକ୍ରବାର ଜାରି ତଥ୍ୟ ଅନୁସାରେ ଇଲେକ୍ଟ୍ରୋନିକ୍ସ ଓ…

7 years ago

ଏଟିଏମ୍‌ର ସୁରକ୍ଷା ପାଇଁ ଗାଇଡ୍‌ଲାଇନ ଜାରି

ନୂଆଦିଲ୍ଲୀ,୧୬-୬: ଏଟିଏମର ସୁରକ୍ଷା ବୃଦ୍ଧି ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଗାଇଡ୍‌ଲାଇନ ଜାରି କରିଛି। ଚଳିତବର୍ଷ ସେପ୍ଟେମ୍ବର ସୁଦ୍ଧା ଏହାକୁ ଲାଗୁ କରିବା ଲାଗି ବ୍ୟାଙ୍କଗୁଡ଼ିକୁ ନିର୍ଦ୍ଦେଶ…

7 years ago

ନରେଶ ଗୋୟଲଙ୍କୁ ଆଇଟି ସମନ

ନୂଆଦିଲ୍ଲୀ,୧୬-୬: ଜେଟ୍‌ ଏୟାରଓ୍ବେଜ୍‌ର ପ୍ରମୋଟର ନରେଶ ଗୋୟଲଙ୍କ କଥିତ ଟିକସ ଫାଙ୍କି ମାମଲାରେ ଜେରା ପାଇଁ ଆୟକର(ଆଇଟି) ବିଭାଗ ପକ୍ଷରୁ ସମନ ଜାରି କରାଯାଇଛି। କମ୍ପାନୀ ବନ୍ଦ…

7 years ago

ମେଟ୍ରୋ ଟ୍ରେନ ଯାତ୍ରା ଲାଗି ଆସିବ ଏକକ କାର୍ଡ

ନୂଆଦିଲ୍ଲୀ,୧୬-୬: ମେଟ୍ରୋ ରେଳ ଯାତ୍ରୀଙ୍କ ଲାଗି କେନ୍ଦ୍ର ସରକାର ଖୁବଶୀଘ୍ର ଏକ ନୂଆ କାର୍ଡ ଆଣିବାକୁ ଯାଉଛନ୍ତି। ଏହାଦ୍ୱାରା ଦେଶର ସମସ୍ତ ମେଟ୍ରୋ ରେଳରେ ଯାତ୍ରା କରିହେବ।…

7 years ago