ବାଣିଜ୍ୟ

ହାଜର ହେଲେନି ଚନ୍ଦା କୋଚ୍ଚର

ନୂଆଦିଲ୍ଲୀ,୧୧-୬: ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ସିଇଓ ଚନ୍ଦା କୋଚ୍ଚର ସୋମବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସମ୍ମୁଖରେ ହାଜର ହୋଇନାହାନ୍ତି। ସ୍ବାସ୍ଥ୍ୟଗତ କାରଣ ଦଶର୍ର୍ାଇ ସେ ଆସିନାହାନ୍ତି ବୋଲି ଇଡିର…

7 years ago

ବାର୍ଷିକ ୧୦ ଲକ୍ଷ ନଗଦ ଉଠାଣରେ ଲାଗିପାରେ ଟିକସ

ନୂଆଦିଲ୍ଲୀ,୧୧-୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନ୍‌ଡିଏ ସରକାର ଡିଜିଟାଲ ଟ୍ରାଞ୍ଜାକଶନକୁ ପ୍ରୋତ୍ସାହିତ କରିବା ଲାଗି ଏକାଧିକ ପଦକ୍ଷେପ ଉଠାଇଛନ୍ତି। ଏବେ ସରକାର ଆଉ ଏକ ପଦକ୍ଷେପ…

7 years ago

ଟେକ୍ନୋଲୋଜିଯୁକ୍ତ ପ୍ରଡକ୍ଟ, ସଲ୍ୟୁଶନ ଉପରେ ଡାଇକିନ ଇଣ୍ଡିଆର ଫୋକସ୍‌

ଭୁବନେଶ୍ୱର,୧୧-୬(ବ୍ୟୁରୋ): କେବଳ ଭଲ ପ୍ରଡକ୍ଟ ଲୋକଙ୍କୁ ଯୋଗାଣ ଦିଗରେ କାର୍ଯ୍ୟ କରୁ ନାହଁୁ ଏହାବାଦ ନୂଆ ଟେକ୍ନୋଲୋଜି ସହ ସଲ୍ୟୁଶନକୁ ପ୍ରାଥମିକତା ଦେଉଛୁ। ସେହିଭଳି ପ୍ରଡକ୍ଟଗୁଡିକୁ ସୁଲଭ…

7 years ago

ବେସିକ ଆକାଉଣ୍ଟଧାରୀଙ୍କୁ ମିଳିବ ଚେକ୍‌ବୁକ୍‌

ନୂଆଦିଲ୍ଲୀ,୧୧-୬: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ବେସିକ ଆକାଉଣ୍ଟଧାରୀଙ୍କ ଲାଗି ନିୟମ କୋହଳ କରିଛନ୍ତି। ଏଣିକି ସମ୍ପୃକ୍ତ ବ୍ୟାଙ୍କ ଏଭଳି ଆକାଉଣ୍ଟଧାରୀଙ୍କୁ ମାଗଣାରେ ଚେକ୍‌ବୁକ୍‌ ସହ ଅନ୍ୟାନ୍ୟ ସୁବିଧା…

7 years ago

ଦୁର୍ନୀତିରେ ସମ୍ପୃକ୍ତି ଅଭିଯୋଗ;୧୨ ବରିଷ୍ଠ ଆୟକର ଅଧିକାରୀ ବିଦା

ନୂଆଦିଲ୍ଲୀ,୧୧-୬: ନିର୍ମଳା ସୀତାରାମନ୍‌ ଅର୍ଥମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଆରମ୍ଭ କରିଦେଇଛନ୍ତି। ଅର୍ଥ ମନ୍ତ୍ରଣାଳୟ ଦୁର୍ନୀତି, ଯୌନ ନିର୍ଯାତନା ଅଭିଯୋଗରେ ୧୨…

7 years ago

ରେନୋ ‘କ୍ୱିଡ’ର ୩ ଲକ୍ଷରୁ ଉର୍ଦ୍ଧ୍ୱ ୟନିଟ ବିକ୍ରି

ଭୁବନେଶ୍ୱର,୧୧-୬: ପ୍ରମୁଖ କମ୍ପାନୀ ରେନୋ ଏହାର ଅନ୍ୟତମ ଲୋକପ୍ରିୟ ମଡେଲ ‘କ୍ୱିଡ’ର ୩ ଲକ୍ଷରୁ ଉର୍ଦ୍ଧ୍ୱ ୟୁନିଟ ଯାନ ବିକ୍ରି କରିବାକୁ ସକ୍ଷମ ହୋଇଛି। ଘରୋଇ ବଜାରର…

7 years ago

ଉତ୍ପାଦନ ୧୮% ହ୍ରାସ କଲା ମାରୁତି ସୁଜୁକି

ନୂଆଦିଲ୍ଲୀ,୧୧-୬: ଦେଶର ପ୍ରମୁଖ କାର୍‌ ନିର୍ମାତା ମାରୁତି ସୁଜୁକି ଇଣ୍ଡିଆ ଗତ ମାସରେ ଏହାର ଉତ୍ପାଦନକୁ ୧୮% କମାଇଛି। ଗତ ୪ ମାସ ଧରି କମ୍ପାନୀ ଏହାର…

7 years ago

ୟୁକ୍ରେନରେ ଡାକ୍ତରୀ ଶିକ୍ଷାର ସୁଯୋଗ

ଭୁବନେଶ୍ୱର,୧୦-୬(ବ୍ୟୁରୋ): ଗ୍ଲୋବାଲ ଫୋକସ୍‌ ଏଜୁକେଶନ ଗ୍ରୁପ ପକ୍ଷରୁ ୟୁକ୍ରେନରେ ଏମ୍‌ବିବିଏସ୍‌ ଶିକ୍ଷା ଶୀର୍ଷକ ଏକ ସେମିନାର ସ୍ଥାନୀୟ ଏକ ହୋଟେଲରେ ରବିବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟରେ ମେଡିକାଲ…

7 years ago

ଗ୍ରାହକ ସମ୍ପର୍କ ବୃଦ୍ଧି ଲାଗି ଏଲ୍‌ଜିର ପଦକ୍ଷେପ

ଭୁବନେଶ୍ୱର,୧୦-୬: ପ୍ରମୁଖ କମ୍ପାନୀ ଏଲ୍‌ଜି ପକ୍ଷରୁ ଗ୍ରାହକ ସମ୍ପର୍କ ବୃଦ୍ଧି କରିବା ଲାଗି ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ଏଥି ଲାଗି କମ୍ପାନୀ ଇନଫୋବିପ ସହ ମିଳିତ…

7 years ago

ଫୋଭର ପକ୍ଷରୁ କଳାକୃତି ପ୍ରଦର୍ଶନୀ

କଲିକତା,୧୦-୬: ମୋବେଲ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ ପକ୍ଷରୁ କଲିକତା ସ୍ଥିତ ଏହାର ପ୍ରିମିୟମ ବ୍ରାଣ୍ଡ ଶୋ’ରୁମ ‘ଫୋଭର’ରେ ଏକ ଆର୍ଟ ଏକ୍‌ଜିବିଶନ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅନ୍ତର୍ଜାତୀୟ…

7 years ago