ବାଣିଜ୍ୟ

ବଡ଼ ଖବର: ଏଣିକି ସପ୍ତାହକୁ ୫ଦିନ ଖୋଲିବ ବ୍ୟାଙ୍କ୍‌?

ନୂଆଦିଲ୍ଲୀ,୧୯।୩: ଏଣିକି ସପ୍ତାହକୁ ପାଞ୍ଚ ଦିନ ରହିପାରେ ବ୍ୟାଙ୍କର କାର୍ଯ୍ୟକାଳ। ଏନେଇ ବଡ଼ ନିଷ୍ପତ୍ତି ଆସିପାରେ। ଭାରତରେ, ବ୍ୟାଙ୍କ କର୍ମଚାରୀମାନେ ସପ୍ତାହରେ ପାଞ୍ଚ ଦିନ (ସୋମବାରରୁ ଶୁକ୍ରବାର)…

1 year ago

କେମିତି ତିଆରି ହୁଏ ଆଧାର କାର୍ଡ, କେଉଁମାନେ କରିପାରିବେନି ଆପ୍ଲାଏ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ନୂଆଦିଲ୍ଲୀ,୧୯।୩: ଆଧାର କାର୍ଡ ଭାରତ ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଏକ ଅନନ୍ୟ ପରିଚୟ ପତ୍ର, ଯାହାର 12 ଅଙ୍କ ଏବଂ ବାର କୋଡରେ ଆପଣଙ୍କ ସହ…

1 year ago

ବ୍ୟବସାୟରେ ସ୍ବଚ୍ଛତା, ଉତ୍ପାଦରେ ଶୁଦ୍ଧତା ଜରୁରୀ

ମାତ୍ର ୩୫ବର୍ଷ ବୟସରେ ଜଣେ ସଫଳ ଯୁବ ଉଦ୍ୟୋଗୀର ପରିଚୟ ପାଇଛନ୍ତି ଜାଭେରୀ ଜେମ୍ସ ଆଣ୍ଡ ଜୁଏଲର୍ସର ମ୍ୟାନେଜିଂ ପାର୍ଟନର୍‌ ସଞ୍ଜିବ କୁମାର ସାହୁ। ସଞ୍ଜିବ ରେଭେନ୍‌ଶା…

1 year ago

PAN ପରେ ଏବେ Voter ID ସହ ଲିଙ୍କ ହେବ ଆଧାର

ନୂଆଦିଲ୍ଲୀ,୧୮।୩: ଆଧାର ଏବଂ ଭୋଟର ପରିଚୟପତ୍ର (EPIC)କୁ ଲିଙ୍କ କରିବାର ପଥ ପରିଷ୍କାର ହୋଇଯାଇଛି। ମଙ୍ଗଳବାର ଅନୁଷ୍ଠିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଦେଶର ନିର୍ବାଚନ କମିଶନ ଏହି…

1 year ago

ଅତି ସହଜ ଉପାୟରେ ଘରେ ବସି ଆଧାର କାର୍ଡରେ ନିଜ ଠିକଣା ବଦଳେଇପାରିବେ, ଜାଣନ୍ତୁ ପ୍ରକ୍ରିୟା

ନୂଆଦିଲ୍ଲୀ,୧୮।୩: ଭାରତର ପ୍ରତ୍ୟେକ ନାଗରିକଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ପରିଚୟ ରହିଛି ଯେଉଁଥିରେ ଏକ 12-ଅଙ୍କ ବିଶିଷ୍ଟ ପରିଚୟପତ୍ର ରହିଛି। ଏଥିରେ, ବ୍ୟକ୍ତିଙ୍କ ବାୟୋମେଟ୍ରିକ ସୂଚନା, ନାମ, ଫଟୋ…

1 year ago

ବ୍ୟବସାୟକୁ ସେବା ଭାବୁଥିବାରୁ ସବୁ ସୁରୁଖୁରୁରେ ଚାଲେ

ଜଳବାୟୁ ପରିବର୍ତ୍ତନ ସହ ଅସନ୍ତୁଳିତ ଜୀବନଶୈଳୀ ସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି କରୁଛି। ଏହି ସମସ୍ୟା ଦିନକୁ ଦିନ ବଢ଼ିଚାଲିଥିବାବେଳେ ଲୋକଙ୍କୁ ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ନିମନ୍ତେ…

1 year ago

7th Pay Commission: କେନ୍ଦ୍ରୀୟ କର୍ମଚାରୀମାନଙ୍କ ପାଇଁ ଖୁସିଖବର, ଏହି ଦିନ ବଢିବ DA

ନୂଆଦିଲ୍ଲୀ,୧୭।୩: କେନ୍ଦ୍ର ସରକାର ଖୁବଶୀଘ୍ର ସରକାରୀ କର୍ମଚାରୀଙ୍କୁ ଏକ ବଡ଼ ଉପହାର ଦେଇପାରନ୍ତି। ଆସନ୍ତା ସପ୍ତାହ ସୁଦ୍ଧା, ସରକାର କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ମହଙ୍ଗା ଭତ୍ତା…

1 year ago

୧୧ ଟି ଜିଲାରେ ୬,୧୧୭ କୋଟି ନିବେଶକୁ ଅନୁମୋଦନ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୭।୩: ଉତ୍କର୍ଷ ଓଡିଶା - ମେକ୍ ଇନ୍ ଓଡିଶା କନକ୍ଲେଭର ସଫଳତା ପରେ, ୧୩୫ ତମ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ବୈଠକ ୬,୧୧୭…

1 year ago

ଫେବୃଆରୀରେ ପାଇକାରୀ ମୁଦ୍ରାସ୍ଫୀତି ୨.୩୮% ରେ ସ୍ଥିର

ନୂଆଦିଲ୍ଲୀ,୧୭।୩: ସୋମବାର ବାଣିଜ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଫେବୃଆରୀରେ ଭାରତର ପାଇକାରୀ ମୁଦ୍ରାସ୍ଫୀତି ହାରରେ ସାମାନ୍ୟ ବୃଦ୍ଧି ଘଟିଛି, ଯାହା ୨.୩୮% ରେ ସ୍ଥିର…

1 year ago

‘କଞ୍ଚାଲଙ୍କା’ ଆଞ୍ଚଳିକ ଭାଷା, ସଂସ୍କୃତିକୁ ଗୁରୁତ୍ୱ ଦେଉଛି

କେନ୍ଦ୍ରାପଡ଼ା ଜିଲାରେ ବିଭୁପ୍ରସାଦ ରଥଙ୍କ ଜନ୍ମ। ପୁରୀ ପରେ ଅହମଦାବାଦରେ ପାଠପଢ଼ା। କର୍ପୋରେଟ କ୍ୟାରିଅର ସମୟରେ ଉତ୍ପାଦନଠାରୁ ଆରମ୍ଭ କରି ସେବା ଏବଂ ମନୋରଞ୍ଜନ ପର୍ଯ୍ୟନ୍ତ ବିଭିନ୍ନ…

1 year ago