ବାଣିଜ୍ୟ

ଆଇଟିସି ଗ୍ରୁପ୍‌ ଅଧ୍ୟକ୍ଷ ଓ୍ବାଇ.ସି.ଦେବେଶ୍ୱରଙ୍କ ପରଲୋକ

ନୂଆଦିଲ୍ଲୀ,୧୨-୫: ଆଇଟିସି ଗ୍ରୁପ୍‌ ଅଧ୍ୟକ୍ଷ ଓ୍ବାଇ.ସି. ଦେବେଶ୍ୱରଙ୍କ ଶନିବାର ସକାଳେ ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା। ସେ ଦୀର୍ଘଦିନ ହେବ ରୋଗରେ ପୀଡିତ…

7 years ago

୫ ଦିନରେ ରିଲାଏନ୍ସର ୧ ଲକ୍ଷ କୋଟି କ୍ଷତି

ମୁମ୍ବାଇ,୧୨-୫: ଗତ ୫ ଦିନ ହେବ ଦେଶର ଷ୍ଟକ୍‌ ବଜାରରେ ଉଠାପକା ଚାଲିବା କାରଣରୁ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ(ଆର୍‌ଆଇଏଲ୍‌)ର ଶେୟାର ଉପରେ ବଡ଼ ପ୍ରଭାବ ପଡିଛି। ବଜାରରେ…

7 years ago

ଆୟୁଷ୍ମାନ୍‌ ଭାରତ ଯୋଜନାକୁ ଆମେରିକାର ପ୍ରଶଂସା

ଓ୍ବାଶିଂଟନ,୧୨-୫: ଏନ୍‌ଡିଏ ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ଯୋଜନା ‘ଆୟୁଷ୍ମାନ ଭାରତ’କୁ ଆମେରିକାର ଥିଙ୍କଟ୍ୟାଙ୍କ  ସେଣ୍ଟର ଫର୍‌ ଗ୍ଲୋବାଲ ଡେଭଲପ୍‌ମେଣ୍ଟ(ସିଜିଡି) ପ୍ରଶଂସା କରିଛି। ଏହି ଯୋଜନା ୟୁନିଭର୍ସାଲ ହେଲ୍‌ଥ କଭରେଜ…

7 years ago

ହ୍ୟାକ୍‌ ହୋଇଛି ୨୭.୫ କୋଟି ଭାରତୀୟ ଡାଟା: ରିପୋର୍ଟ

ନୂଆଦିଲ୍ଲୀ,୧୨-୫: ଭାରତୀୟଙ୍କ ଡାଟା ଚୋରି ନେଇ ସିକ୍ୟୁରିଟି ରିସର୍ଚ୍ଚର ଡିସ୍‌କଭରୀ ଏକ ରିପୋର୍ଟ ପ୍ରକାଶ କରିଛି। ଏଥିରେ କୁହାଯାଇଛି ଯେ, ପ୍ରାୟ ୨ ସପ୍ତାହ ହେବ ୨୭.୫…

7 years ago

ସ୍ପାଇସଜେଟ୍‌ରେ ଯାତ୍ରା; ୩ ଘଣ୍ଟାର ରାସ୍ତାକୁ ଲାଗିଗଲା ୧୫ ଘଣ୍ଟା

ନୂଆଦିଲ୍ଲୀ,୧୨-୫: ବିମାନରେ ଯାତ୍ରା କରିବା ସମୟ ଅପେକ୍ଷାକୃତ କମ୍‌ ହୋଇଥାଏ। ତେବେ ଏଥିପାଇଁ ଯାତ୍ରୀଙ୍କୁ ଅଧିକ ଭଡ଼ା ଗଣିବାକୁ ପଡେ। କିନ୍ତୁ ସ୍ପାଇସଜେଟ୍‌ ବିମାନରେ ବେଙ୍ଗାଲୁରୁରୁ ଦିଲ୍ଲୀ…

7 years ago

ସିଆଇଆଇ ବାତ୍ୟା ପରିଚାଳନା କମିଟି ବୈଠକ;ରିଲିଫ୍‌,ପୁନର୍ବାସରେ ସହଯୋଗ ଲାଗି ଶିଳ୍ପ ଜଗତକୁ ଆହ୍ବାନ

ଭୁବନେଶ୍ୱର,୧୨-୫ (ବ୍ୟୁରୋ): କନ୍‌ଫେଡେରେଶନ ଅଫ୍‌ ଇଣ୍ଡିଆନ ଇଣ୍ଡଷ୍ଟ୍ରି(ସିଆଇଆଇ) ବାତ୍ୟା ପରିଚାଳନା ଷ୍ଟିଅରିଂ କମିଟି ବୈଠକ ଶନିବାର ଅପରାହ୍ନରେ ସ୍ଥାନୀୟ ନାଲ୍‌କୋ ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି। ନାଲ୍‌କୋ…

7 years ago

ସ୍ବସ୍ତି ଗ୍ରୁପ୍‌ ପକ୍ଷରୁ ୧୦ ଲକ୍ଷ ଟଙ୍କା ସହାୟତା

ଭୁବନେଶ୍ୱର,୧୨-୫: ସ୍ବସ୍ତି ଗ୍ରୁପ ପକ୍ଷରୁ ମୁଖ୍ୟ ମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ଗ୍ରୁପର ଉପସଭାପତି ପ୍ରିୟନାଥ ବେହେରା ମୁଖ୍ୟ ମନ୍ତ୍ରୀଙ୍କୁ…

7 years ago

ପୂର୍ବତଟ ରେଳପଥର କ୍ଷତି ୧୦ କୋଟି ଟପିଲା

ଭୁବନେଶ୍ୱର,୧୨-୫ (ବ୍ୟୁରୋ): ପ୍ରାରମ୍ଭିକ ଆକଳନ ଅନୁସାରେ ଫନୀ ଯୋଗୁ ପୂର୍ବତଟ ରେଳପଥ ୧୦ କୋଟି ଟଙ୍କାରୁ  ଉର୍ଦ୍ଧ୍ୱ କ୍ଷତି ସହିଛି। କ୍ଷତି ପରିମାଣ ବଢିବ ବୋଲି ରେଲଓ୍ବେ…

7 years ago

ଶୀଘ୍ର କାର୍ଯ୍ୟକ୍ଷମ ହେବ ଏସ୍‌ବିଆଇର ସବୁ ଶାଖା

ଭୁବନେଶ୍ୱର,୧୨-୫ : ଫନୀ ଯୋଗୁ ପ୍ରଭାବିତ ହୋଇଥିବା ରାଜ୍ୟର ୧୪ ଜିଲାରେ ଥିବା ନିଜର ଅଧିକାଂଶ ଶାଖାକୁ କାର୍ଯ୍ୟକ୍ଷମ କରାଇଥିବା ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ)…

7 years ago

ପୁନରୁଦ୍ଧାର କାର୍ଯ୍ୟରେ ଏନ୍‌ଟିପିସି

ଭୁବନେଶ୍ୱର,୧୨-୫ : ବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟରେ ନ୍ୟାଶନାଲ ଥର୍ମାଲ ପାଓ୍ବାର କର୍ପୋରେଶନ(ଏନ୍‌ଟିପିସି) ପକ୍ଷରୁ ୫୦୦ କୁଶଳୀ ଶ୍ରମିକ ନିୟୋଜିତ ହୋଇଛନ୍ତି। ପ୍ରମୁଖ ସ୍ଥାନରେ ବିଜୁଳି ଯୋଗାଣ…

7 years ago