ନୂଆଦିଲ୍ଲୀ,୭-୭: ବଜେଟରେ ସୁନା ଆମଦାନୀ ଉପରେ ସୀମାଶୁଳ୍କକୁ ୧୦ରୁ ୧୨.୫%କୁ ବୃଦ୍ଧି କରାଯାଇଥିବାରୁ ଏହି ଦାମୀ ଧାତୁର ଚୋରାକାରବାର ବ୍ୟାପକ ହେବ ବୋଲି ଜେମ୍ସ ଆଣ୍ଡ ଜୁଏଲେରୀ…
ନୂଆଦିଲ୍ଲୀ,୭-୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଶୁକ୍ରବାର ୨୦୧୯-୨୦ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରିଛନ୍ତି। ଏଥିରେ ପେଟ୍ରୋଲ ଓ ଡିଜେଲ ଉପରେ ଅତିରିକ୍ତ ଉତ୍ପାଦ ଶୁଳ୍କ ଓ…
ଭୁବନେଶ୍ୱର,୭-୭(ବ୍ୟୁରୋ): ୨୦୧୯-୨୦ ଆର୍ଥତ୍କ ବର୍ଷ ବଜେଟରେ କର୍ପୋରେଟ ଟିକସ ହ୍ରାସ ଘୋଷଣାକୁ ଶିଳ୍ପ ବିଶେଷଜ୍ଞମାନେ ସ୍ବାଗତ ଜଣାଇଛନ୍ତି। ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକୁ ପୁଞ୍ଜି ଯୋଗାଣ, କ୍ଷୁଦ୍ର ବ୍ୟବସାୟୀଙ୍କ ଲାଗି…
ନୂଆଦିଲ୍ଲୀ,୭-୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଶୁକ୍ରବାର ୨୦୧୯-୨୦ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରି ଦେଶକୁ ୫ ଲକ୍ଷ କୋଟି ଡଲାର ଅର୍ଥନୀତି ଆଡକୁ ନେଇଯିବା ଲାଗି…
ନୂଆଦିଲ୍ଲୀ,୬-୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ୨୦୧୯-୨୦ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରି ପ୍ରଦୂଷଣମୁକ୍ତ ସହର ଗଢ଼ିବା ସରକାରଙ୍କ ଲକ୍ଷ୍ୟ ବୋଲି ଉଲ୍ଲେଖ କରିଛନ୍ତି। ଦେଶରେ ଇଲେକ୍ଟ୍ରିକ…
ବଜେଟ ୨୦୧୯ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ସଚ୍ଚୋଟ ଟିକସଦାତାଙ୍କୁ ଧନ୍ୟବାଦ ଦେଇଥିଲେ। ସେମାନେ ଦେଶର ଦାୟିତ୍ୱସମ୍ପନ୍ନ ନାଗରିକ ରୂପେ ଦେଶର ବିକାଶରେ ମୂଲ୍ୟବାନ ଯୋଗଦାନ…
ନୂଆଦିଲ୍ଲୀ,୬-୭: ୨୦୨୦ ମାର୍ଚ୍ଚ ପର୍ଯ୍ୟନ୍ତ ଗ୍ରାହକ ନେଉଥିବା ବାସଗୃହ ଋଣ ଉପରେ ପ୍ରଦାନ କରୁଥିବା ସୁଧ ଉପରେ ଅତିରିକ୍ତ ୧.୫୦ ଲକ୍ଷ କୋଟି ଟଙ୍କାର ଅତିରିକ୍ତ ଟିକସ…
ନୂଆଦିଲ୍ଲୀ,୬-୭: ବଜେଟ ଯୋଜନା ମୁତାବକ ଇନ୍ଧନ ଉପରେ ଟିକସ ବୃଦ୍ଧି ହେବା ଯୋଗୁ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ଘଟିଛି। ପେଟ୍ରୋଲ ଦର ଶୁକ୍ରବାର ୨.୫…
ନୂଆଦିଲ୍ଲୀ,୬-୭: ଖାଦ୍ୟ ସାମଗ୍ରୀ, ସାର ଏବଂ ତୈଳ ବାବଦରେ ସରକାର ୨୦୧୯-୨୦ ଆର୍ଥତ୍କ ବର୍ଷରେ ସବସିଡି ବାବଦକୁ ୩.୦୧ ଲକ୍ଷ କୋଟି ଟଙ୍କା ପ୍ରଦାନ କରିବେ। ଚଳିତ…
ନୂଆଦିଲ୍ଲୀ,୬-୭: ଚଳିତ ଆର୍ଥତ୍କ ବର୍ଷ ଲାଗି ବିୀିୟ ନିଅଣ୍ଟ ଲକ୍ଷ୍ୟକୁ ହ୍ରାସ କରାଯାଇଯାଇ ୩.୩ କରାଯାଇଛି। ଏହା ପୂର୍ବ ଆର୍ଥତ୍କ ବର୍ଷରେ ୩.୪% ରହିଥିଲା। ୨୦୧୯-୨୦ ଆର୍ଥତ୍କ…