ନୂଆଦିଲ୍ଲୀ,୬-୬: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଜି-୨୦ ଦେଶର ଅର୍ଥମନ୍ତ୍ରୀ ତଥା କେନ୍ଦ୍ରୀୟ ବ୍ୟାଙ୍କ ଗଭର୍ନରଙ୍କ ସମ୍ମିଳନୀରେ ଯୋଗ ଦେବେ। ଜାପାନରେ ଆସନ୍ତା ୮ରୁ ଦ୍ୱିଦିବସୀୟ ସମ୍ମିଳନୀ ଅନୁଷ୍ଠିତ…
ନୂଆଦିଲ୍ଲୀ,୬-୬: ଦେଶର ସେବା କ୍ଷେତ୍ର ଗତିବିଧି ବୃଦ୍ଧି ହାର ମେ’ର ଏକ ବର୍ଷର ସର୍ବନିମ୍ନ ସ୍ତରରେ ପହଞ୍ଚତ୍ଛି। ସାଧାରଣ ନିର୍ବାଚନ ଯୋଗୁ ଏହା ପ୍ରଭାବିତ ହୋଇଛି ବୋଲି…
ଓ୍ବାଶିଂଟନ,୬-୬: ଗୁଗଲ ସିଇଓ ସୁନ୍ଦର ପିଚାଇ(୪୬) ଏବଂ ଆମେରିକା ଷ୍ଟକ୍ ଏକ୍ସଚେଞ୍ଜ ନ୍ୟାସ୍ଡ୍ୟାକ୍ ପ୍ରେସିଡେଣ୍ଟ ଆଡେନା ଫ୍ରିଡ୍ମ୍ୟାନଙ୍କୁ ଚଳିତ ବର୍ଷ ଲାଗି ଗ୍ଲୋବାଲ ଲିଡରସିପ୍ ପୁରସ୍କାର ମିଳିବ।…
ନୂଆଦିଲ୍ଲୀ,୫-୬: ଲାପ୍ଟପ୍ କମ୍ପାନୀ ଡେଲ୍ ଭାରତର ସବୁଠାରୁ ଭରସାଯୋଗ୍ୟ ବ୍ରାଣ୍ଡ। ଏହାପରେ ଗାଡ଼ି କମ୍ପାନୀ ଜୀପ ଓ ବୀମା କ୍ଷେତ୍ରର ଶୀର୍ଷ କମ୍ପାନୀ ଏଲ୍ଆଇସି ରହିଛି। ଟିଆର୍ଏର…
ନୂଆଦିଲ୍ଲୀ,୫-୬: କେନ୍ଦ୍ର ସରକାର ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକୁ ଚଳିତ ଆର୍ଥିକ ବର୍ଷରେ ପ୍ରାୟ ୪୦ ହଜାର କୋଟି ଟଙ୍କା ପୁନଃପୁଞ୍ଜିକରଣ ବାବଦରେ ଦେଇପାରେ। ଋଣ ବିତରଣକୁ ଅଧିକ ସୁଦୃଢ…
ନୂଆଦିଲ୍ଲୀ,୫-୬: ଘରୋଇ ଏୟାରଲାଇନ୍ସ କମ୍ପାନୀ ଜେଟ୍ ଏୟାରଓ୍ବେଜ୍ ଅଚାନକ ବନ୍ଦ ହୋଇଯିବାକୁ ନେଇ ସ୍ପାଇସ୍ଜେଟ୍ ଅଧ୍ୟକ୍ଷ ଅଜୟ ସିଂ ମୁହଁ ଖୋଲିଛନ୍ତି। ଜେଟ୍ ବନ୍ଦ ହୋଇଯିବା ସମସ୍ତଙ୍କ…
ନୂଆଦିଲ୍ଲୀ,୫-୬: ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ ଜୁଲାଇ ୫ରେ ଉପସ୍ଥାପିତ ହେବାକୁ ଯାଉଛି। ଏଭଳି ସ୍ଥିତିରେ ବଜେଟ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ସୋମବାରଠାରୁ…
ଭୁବନେଶ୍ୱର,୫-୬: ବୁଧବାର ଇଦଉଲଫିତର ପଡୁ ଥିବାରୁ ଓଡ଼ିଶା ସମେତ ଆନ୍ଧ୍ର ପ୍ରଦଶ, ଚଣ୍ଡୀଗଡ, ଦିଲ୍ଲୀ, ହରିୟାଣା, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ପୁଡୁଚେରୀ, ରାଜସ୍ଥାନ, ତାମିଲନାଡୁ, ତେଲେଙ୍ଗାନା,ଉତ୍ତରପ୍ରଦେଶ ଏବଂ ପଶ୍ଚିମବଙ୍ଗ…
ଭୁବନେଶ୍ୱର,୪-୬: ଭାରତର ସର୍ବବୃହତ୍ ପିଭିସି ପାଇପ୍ସ ଏବଂ ଫିଟିଂ ନିର୍ମାଣକାରୀ କମ୍ପାନୀ ଫିନୋଲେକ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ୍ ପକ୍ଷରୁ ଫନୀ ପ୍ରଭାବିତଙ୍କ ଲାଗି ସହାୟତା ଯୋଗାଇ ଦିଆଯାଇଛି। କମ୍ପାନୀ…
ଭୁବନେଶ୍ୱର,୪-୬: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ) ପକ୍ଷରୁ ଆର୍ଥତ୍କ ସାକ୍ଷରତା ସପ୍ତାହ ପାଳନ କରାଯାଉଛି। ଏହା ଚଳିତ ମାସ ୩ରୁ ୭ ଯାଏ ଅନୁଷ୍ଠିତ ହେବ। ଅର୍ଥ…