ବାଣିଜ୍ୟ

ବିତ୍ତୀୟ ପରିଚାଳନା ନେଇ ଅର୍ଥ ମନ୍ତ୍ରଣାଳୟ ସହ ଅର୍ଥ କମିଶନଙ୍କ ଆଲୋଚନା

ନୂଆଦିଲ୍ଲୀ,୧୭-୫: ଅର୍ଥ ଆୟୋଗ ବୁଧବାର ଏଠାରେ ଅର୍ଥ ମନ୍ତ୍ରଣାଳୟ ସହ ହୋଇଥିବା ବୈଠକରେ ବିତ୍ତୀୟ ତଥା ଆର୍ଥିକ ପରିଚାଳନା ନେଇ ଆଲୋଚନା କରିଛି। ଏଥିସହିତ କେନ୍ଦ୍ର ସରକାରଙ୍କ…

7 years ago

ଆମେରିକାରେ ଚାଇନା କମ୍ପାନୀ ହୁଏଇ ବ୍ୟାନ୍‌

ଓ୍ବାଶିଂଟନ,୧୭-୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନାର ଟେଲିକମ୍‌ କମ୍ପାନୀ ହୁଏଇ ଓ ଏହାର ସହଯୋଗୀ କମ୍ପାନୀଗୁଡ଼ିକୁ ବ୍ୟାନ କରିଦେଇଛନ୍ତି। ଏଣିକି ରାଷ୍ଟ୍ରୀୟ ସୁରକ୍ଷା ହିତରେ ବିଦେଶରେ…

7 years ago

ଅଧିକ ସୁବିଧାଜନକ ହେବ ଡିଜିଟାଲ ନେଣଦେଣ;ଆର୍‌ବିଆଇ ଜାରି କଲା ଭିଜନ ୨୦୨୧ ଡକ୍ୟୁମେଣ୍ଟ

ମୁମ୍ବାଇ,୧୭-୫: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ସୁରକ୍ଷିତ, ସୁବିଧାଜନକ, ଦ୍ରୁତ ଏବଂ ଶସ୍ତା ଡିଜିଟାଲ ଦେୟ ପ୍ରଣାଳୀକୁ ନେଇ ଏକ ଭିଜନ ଡକ୍ୟୁମେଣ୍ଟ ଜାରି କରିଛି। ଆସନ୍ତା ୨…

7 years ago

ଆମାଜନରେ ବିକ୍ରି ହେଉଛି ହିନ୍ଦୁ ଦେବାଦେବୀଙ୍କ ଛବି ଥିବା ସାମଗ୍ରୀ;ଜୋର ଧରିଲା ସୋସିଆଲ ମିଡିଆରେ ବିରୋଧ

ନୂଆଦିଲ୍ଲୀ,୧୭-୫: ଅନ୍‌ଲାଇନ ସପିଂ ପ୍ଲାଟଫର୍ମ ଆମାଜନରେ ହିନ୍ଦୁ ଦେବାଦେବୀଙ୍କ ଛବି ଥିବା ସାମଗ୍ରୀ ବିକ୍ରି ହେବାକୁ ନେଇ ଦେଶରେ ବିରୋଧ ଆରମ୍ଭ ହୋଇଯାଇଛି। ଏହାକୁ ନେଇ ସୋସିଆଲ…

7 years ago

କୋଟିଏ ଲୋକଙ୍କୁ ନିଯୁକ୍ତି ଲାଗି ବ୍ଲୁପ୍ରିଣ୍ଟ

ନୂଆଦିଲ୍ଲୀ,୧୬।୫: ଦେଶରେ ଇଲେକ୍ଟ୍ରିକ ଯାନ ପ୍ରଚଳନକୁ ପ୍ରୋତ୍ସାହିତ କରିବାକୁ ଯାଇ କେନ୍ଦ୍ର ସରକାର ଏକ ସ୍ବତନ୍ତ୍ର କର୍ମବଳ ସୃଷ୍ଟି କରିବାକୁ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରିଛନ୍ତି। ଏହି ମିଶନକୁ…

7 years ago

ମାଲ୍ୟା, ମୋଦିଙ୍କ ପ୍ରତ୍ୟର୍ପଣ ତଥ୍ୟ ଦେଲାନି ଏମ୍‌ଇଏ

ନୂଆଦିଲ୍ଲୀ,୧୬।୫: ପଳାତକ ମଦ ବ୍ୟବସାୟୀ ବିଜୟ ମାଲ୍ୟା ଏବଂ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ପ୍ରତ୍ୟର୍ପଣ ସମ୍ପର୍କରେ ତଥ୍ୟ ଦେବାକୁ ମନା କରିଦେଇଛନ୍ତି ବୈଦେଶିକ ମନ୍ତ୍ରଣାଳୟ(ଏମ୍‌ଇଏ)। ଏ…

7 years ago

ବ୍ୟାଙ୍କିଙ୍ଗ୍‌ ସିଷ୍ଟମରେ ନଗଦ ସଙ୍କଟ

ନୂଆଦିଲ୍ଲୀ,୧୬।୫:   ଦେଶରେ ସାଧାରଣ ନିର୍ବାଚନ କାରଣରୁ କେନ୍ଦ୍ର ସରକାର ଖର୍ଚ୍ଚ କମାଇ ଦେଇଛନ୍ତି। ଫଳରେ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥାରେ ଲିକ୍ୟୁଡିଟି(ନଗଦ) କମିଗଲାଣି। ଏବେ ବ୍ୟାଙ୍କିଙ୍ଗ ବ୍ୟବସ୍ଥାରେ ୪୦,୮୫୯ କୋଟି…

7 years ago

ଘର କ୍ରେତା ବକେୟା ଉପରେ ଦେବେ ୧୨% ଜିଏସ୍‌ଟି

ନୂଆଦିଲ୍ଲୀ,୧୬।୫: ଚଳିତ ବର୍ଷ ମାର୍ଚ୍ଚ ୩୧ ସୁଦ୍ଧା ବିଲ୍‌ଡରଙ୍କ ଦ୍ୱାରା ନିର୍ମିତ  ପ୍ରକଳ୍ପକୁ ଯଦି ନିର୍ମାଣ ଶେଷ ହୋଇଥିବା ସାର୍ଟିଫିକେଟ ମିଳିଯାଏ, ତେବେ ଘର କ୍ରେତା  ବକେୟା…

7 years ago

ଅଂଶଧନ କିଣିବାକୁ ଅନୁରୋଧ କଲା ଏଟିହାଦ, ବ୍ୟାଙ୍କ ସମୁହ; ଜେଟ୍‌ ପାଇଁ ହିନ୍ଦୁଜା ଭ୍ରାତାଙ୍କୁ ଗୁହାରି

ନୂଆଦିଲ୍ଲୀ,୧୬।୫: ଜେଟ୍‌ ଏୟାରଓ୍ବେଜ ପାଇଁ ଏନ୍‌ଆର୍‌ଆଇ ହିନ୍ଦୁଜା ଭ୍ରାତା ଏବେ ଶେଷ ଆଶା ହୋଇଛନ୍ତି। କମ୍ପାନୀ ବଡ଼ ଆକାରର ଅଂଶଧନ କିଣିବା ଲାଗି ଏଟିହାଦ ଏୟାରଓ୍ବେଜ ଏବଂ…

7 years ago

ଅର୍ଜୁନ ତେନ୍ଦୁଲକରଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ

ମୁମ୍ବାଇ, ୧୫ା୫ (ପି.ଟି.)-ମୁମ୍ବାଇ ଟି୨୦ ଲିଗ୍‌ରେ ମଙ୍ଗଳବାର ଖେଳାଯାଇଥିବା ଏକ ମ୍ୟାଚରେ ଅର୍ଜୁନ ତେନ୍ଦୁଲକର ଅଲ୍‌ରାଉଣ୍ଡ ପ୍ରଦର୍ଶନ କରିଥିବାବେଳେ ତାଙ୍କ ଦଳ  ଆକାଶ ଟାଇଗର୍ସ ମୁମ୍ବାଇ ଓ୍ବେଷ୍ଟର୍ନ…

7 years ago