ବାଣିଜ୍ୟ

ଅରୁନ୍ଧତୀ ଜୁଏଲର୍ସର ରଜ ପରୀ-୨୦୧୯

ଭୁବନେଶ୍ୱର,୧୫-୬(ବ୍ୟୁରୋ): ପ୍ରମୁଖ ଗହଣା ଶୋ’ରୁମ ଅରୁନ୍ଧତୀ ଜୁଏଲର୍ସ ପକ୍ଷରୁ ରଜ ପରୀ-୨୦୧୯ର ଫାଇନାଲ ସ୍ଥାନୀୟ ଶହୀଦ ନଗରସ୍ଥିତ ଦୁର୍ଗାପୂଜା ମଣ୍ଡପ ପଡିଆଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଚାରକ…

7 years ago

ଆନ୍ଧ୍ର ବ୍ୟାଙ୍କ ସମ୍ବଲପୁରର ନୂତନ ଆଞ୍ଚଳିକ ମୁଖ୍ୟ

ଭୁବନେଶ୍ୱର,୧୫-୬: ଆନ୍ଧ୍ର ବ୍ୟାଙ୍କ ସମ୍ବଲପୁରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟର ନୂତନ ଆଞ୍ଚଳିକ ମୁଖ୍ୟ ଭାବେ ଶଙ୍କର ହେମ୍ବ୍ରମ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ ହାଇଦ୍ରାବାଦ ବ୍ୟାଙ୍କର…

7 years ago

ନୀଳାଚଳ ଇସ୍ପାତରେ ଟିଏମଟି ବାର ଉତ୍ପାଦନ

ଯାଜପୁର ଅଫିସ,୧୫-୬: କଳିଙ୍ଗ ନଗର ସ୍ଥିତ ନୀଳାଚଳ ଇସ୍ପାତ ନିଗମ ଲିମିଟେଡ଼ (ଏନ୍‌ଆଇଏନ୍‌ଏଲ) ନିଜ ବ୍ରାଣ୍ଡ ଟିଏମଟି ବାର ଏନ୍‌ଆଇଏନ୍‌ଏଲ ସ୍ମାର୍ଟ ଟିଏମ୍‌ଟି ଉତ୍ପାଦନ ଆରମ୍ଭ କରିଛି…

7 years ago

ରାଜ ଇଲେକଟ୍ରୋନିକ୍ସର କ୍ରିକେଟ ଓ୍ବାର୍ଲଡ କପ୍‌ ଅଫର

ଭୁବନେଶ୍ୱର,୧୫-୬: ରାଜ୍‌ ଇଲେକଟ୍ରୋନିକ୍ସ ପକ୍ଷରୁ କ୍ରିକେଟ ଓ୍ବାର୍ଲଡ କପ୍‌ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏହି ସମୟରେ ଏଲ୍‌ଇଡି ଟିଭି ଏବଂ ଏସି କ୍ରୟ ଉପରେ ଶୋ’ରୁମ…

7 years ago

ଆଦାୟ ହେବ ଟିକସ: କ୍ଷତି ଦର୍ଶାଇ ଠକୁଛନ୍ତି ୨.୫ ଲକ୍ଷ କମ୍ପାନୀ

ନୂଆଦିଲ୍ଲୀ,୧୪-୬: ଦେଶର ଅର୍ଥନୀତିକୁ ଗତିଶୀଳ କରିବା ଲକ୍ଷ୍ୟରେ ମୋଦି ସରକାର ଆଉ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ବିମୁଦ୍ରୀକରଣ ପରେ ଭୂତ କମ୍ପାନୀଙ୍କୁ ବନ୍ଦ କରି…

7 years ago

୧୦୦ରୁ ଊର୍ଦ୍ଧ୍ୱ ଟିସିଏସ୍‌ କର୍ମଚାରୀ କୋଟିପତି

ବେଙ୍ଗାଲୁରୁ,୧୪-୬: ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌(ଟିସିଏସ୍‌)ରେ କୋଟିପତି କର୍ମଚାରୀଙ୍କ ସଂଖ୍ୟା ୧୦୦ରୁ ଊର୍ଦ୍ଧ୍ୱ ବୋଲି ଜଣାପଡିଛି। ଏମାନଙ୍କ ମଧ୍ୟରୁ ଏକ ଚତୁର୍ଥାଂଶ କର୍ମଚାରୀ ନିଜ କ୍ୟାରିୟର ଏହି କମ୍ପାନୀରୁ…

7 years ago

ଇଏସ୍‌ଆଇ ଅଂଶଦାନ ୪%କୁ ହ୍ରାସ

ନୂଆଦିଲ୍ଲୀ,୧୪-୬: କେନ୍ଦ୍ର ସରକାର କର୍ମଚାରୀ ରାଜ୍ୟ ବୀମା ନିଗମ(ଇଏସ୍‌ଆଇ)ର ସ୍ବାସ୍ଥ୍ୟ ବୀମା କାର୍ଯ୍ୟକ୍ରମରେ ନିଯୁକ୍ତିଦାତା ଏବଂ କର୍ମଚାରୀଙ୍କ ମୋଟ ଅଂଶଦାନକୁ ୬.୫%ରୁ ୪%କୁ ହ୍ରାସ କରିଛନ୍ତି। ଏହାଦ୍ୱାରା…

7 years ago

୧୪ ଦିନ ଭିତରେ ମିଳିବ କିଷାନ କ୍ରେଡିଟ୍‌ କାର୍ଡ

ନୂଆଦିଲ୍ଲୀ,୧୪-୬: ବହୁ ଚାଷୀ ଏବେ ସୁଦ୍ଧା ସଂସ୍ଥାଗତ ଋଣରୁ ବଞ୍ଚତ୍ତ ହେଉଥିବାରୁ ଆବେଦନ ପାଇବାର ୧୪ ଦିନ ଭିତରେ ଯୋଗ୍ୟ ଚାଷୀଙ୍କୁ କିଷାନ କ୍ରେଡିଟ କାର୍ଡ(କେସିସି) ପ୍ରଦାନ…

7 years ago

ଜିଡିପି ବିବାଦ: ସୁବ୍ରମଣ୍ୟନ୍‌ଙ୍କୁ ଜବାବ ଦେବେ ସରକାର

ନୂଆଦିଲ୍ଲୀ,୧୩-୬: ଏନ୍‌ଡିଏ ସରକାର ଅମଳରେ ଜିଡିପି ହାର ଦର୍ଶାଇବାରେ ମିଥ୍ୟାର ଆଶ୍ରୟ ନିଆଯାଇଥିଲା ବୋଲି ପୂର୍ବତନ ଅର୍ଥନୈତିକ ଉପଦେଷ୍ଟା ଅରବିନ୍ଦ ସୁବ୍ରମଣ୍ୟନ୍‌ ଏକ ରିପୋର୍ଟ ପ୍ରକାଶ କରି…

7 years ago

କର୍ପୋରେଟ ଜାଲିଆତି ରୋକିବା ଉଦ୍ୟମ: ପରୀକ୍ଷା ଦେବେ କମ୍ପାନୀର ସ୍ବାଧୀନ ଡାଇରେକ୍ଟର

ନୂଆଦିଲ୍ଲୀ,୧୩-୬: ଏନ୍‌ଡିଏ ସରକାରଙ୍କ ଦ୍ୱିତୀୟ ପାଳିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ଦେଶର କର୍ପୋରେଟ ଗଭର୍ନାନ୍ସ ସିଷ୍ଟମକୁ ବଦଳାଇବାକୁ ଉଦ୍ୟମ କରୁଛନ୍ତି। ନିଜର ପ୍ରଥମ କାର୍ଯ୍ୟକାଳ ବେଳେ…

7 years ago