ବାଣିଜ୍ୟ

ବ୍ୟାଙ୍କିଙ୍ଗ ସଂସ୍କାର,ମିଶ୍ରଣ ନେଇ ହୋଇପାରେ ଘୋଷଣା

ନୂଆଦିଲ୍ଲୀ,୧୦-୬: ଆଗାମୀ ବଜେଟରେ ଦେଶର ବ୍ୟାଙ୍କିଙ୍ଗ ବ୍ୟବସ୍ଥାରେ ସଂସ୍କାର ଏବଂ ବ୍ୟାଙ୍ଗ ମିଶ୍ରଣ ନେଇ ବିଭିନ୍ନ ପଦକ୍ଷେପ ଉପରେ ସରକାର ଘୋଷଣା କରିପାରନ୍ତି। ଦେଶର ଅର୍ଥନୀତିକୁ ୫…

7 years ago

ଇସ୍ପାତ ପ୍ରକଳ୍ପ ଲାଗି ଜମି ଯୋଗାଣ;ସେଲ୍‌କୁ ରାଜ୍ୟ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୧୦-୬: ରାଷ୍ଟ୍ରାୟତ୍ତ ଷ୍ଟିଲ ଅଥରିଟି ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ସେଲ୍‌) ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳରେ ନୂଆ ୟୁନିଟ୍‌ ସ୍ଥାପନା ନେଇ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଥିବାବେଳେ ଏହାକୁ…

7 years ago

ନିଟ୍‌ରେ ଆଇନିଟ୍‌ ଛାତ୍ରୀଛାତ୍ରଙ୍କ ସଫଳତା

ଭୁବନେଶ୍ୱର,୯-୬: ଚଳିତ ବର୍ଷ ନିଟ୍‌ ପ୍ରବେଶିକାରେ ପ୍ରମୁଖ କୋଚିଂ ପ୍ରତିଷ୍ଠାନ ‘ଆଇନିଟ’ଛାତ୍ରୀଛାତ୍ରଙ୍କ ସଫଳତା ହାର ଉଲ୍ଲେଖନୀୟ ରହିଛି। ପ୍ରତିଷ୍ଠାନର ଛାତ୍ରୀଛାତ୍ର ସଫଳତା ଧାରାରୁ ବଜାୟ ରଖିବା ସହ…

7 years ago

ବାତ୍ୟା ପ୍ରଭାବିତ ଏମ୍‌ଏସ୍‌ଏମ୍‌ଇ ଲାଗି ଆସୁ ପୁନରୁଦ୍ଧାର ପ୍ୟାକେଜ: କ୍ଷୁଦ୍ର ଶିଳ୍ପ ସଂଘ

ଭୁବନେଶ୍ୱର,୯-୬: କେନ୍ଦ୍ର ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କୁ ଶିଳ୍ପ ସଂଘ ଓଡ଼ିଶା ଆସେମ୍ବଲି ଅଫ୍‌ ସ୍ମଲ ଆଣ୍ଡ ମିଡିୟମ ଏଣ୍ଟରପ୍ରାଇଜେସ୍‌(ଓସ୍‌ମେ)ର ପ୍ରତିନିଧି ଦଳ ଭୁବନେଶ୍ୱର ଭେଟି ଦାବିପତ୍ର…

7 years ago

ନିଟ୍‌ରେ ଜ୍ଞାନ ବିକାଶ ଛାତ୍ରୀଛାତ୍ରଙ୍କ ସଫଳତା

ଭୁବନେଶ୍ୱର,୯-୬(ବ୍ୟୁରୋ): ପ୍ରମୁଖ କୋଚିଂ ପ୍ରତିଷ୍ଠାନ ଜ୍ଞାନ ବିକାଶର ଛାତ୍ରୀଛାତ୍ର ସର୍ବଭାରତୀୟ ମେଡିକାଲ ପ୍ରବେଶିକା ନିଟ୍‌ରେ ଉଲେଖନୀୟ ପ୍ରଦର୍ଶନ କରିଛନ୍ତି। ଗୁଣାତ୍ମକ ଶିକ୍ଷା ପ୍ରଣାଳୀ, ଅଭିଜ୍ଞ ଫାକଲଟିଙ୍କ ଦ୍ୱାରା…

7 years ago

ରାଜ୍ୟରେ ୩୦ ଶାଖା ଖୋଲିବ ସିଣ୍ଡିକେଟ ବ୍ୟାଙ୍କ:ସିଇଓ

ଭୁବନେଶ୍ୱର,୯-୬(ବ୍ୟୁରୋ): ସିଣ୍ଡିକେଟ ବ୍ୟାଙ୍କ ବର୍ତ୍ତମାନ ଭୁବନେଶ୍ୱରରେ ୨ ଏବଂ ବ୍ରହ୍ମପୁରରେ ନୂଆ ଆଞ୍ଚଳିକ କାର୍ଯ୍ୟାଳୟ ସହ ସେବା ଯୋଗାଉଛି। ରାଜ୍ୟରେ ସହରୀକରଣ ଧାରା ଦ୍ରୁତ ହେଉଥିବାରୁ ଏହି…

7 years ago

ବଜେଟ ପୂର୍ବରୁ ଉଦ୍ୟୋଗ ଜଗତକୁ ଭେଟିବେ ସୀତାରାମନ

ନୂଆଦିଲ୍ଲୀ,୯-୬: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ନିଜର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ ପୂର୍ବରୁ ଦେଶର ପ୍ରମୁଖ ଉଦ୍ୟୋଗ ସଂଗଠନଗୁଡ଼ିକର ପ୍ରତିନିଧିଙ୍କୁ ଭେଟିବେ। ଆସନ୍ତା ୧୧ରେ ହେବାକୁ ଥିବା…

7 years ago

୫ ମାସର ସର୍ବନିମ୍ନ ସ୍ତରରେ ଡିଜେଲ ଦର

ନୂଆଦିଲ୍ଲୀ,୯-୬: ଦେଶରେ ତୈଳ ଦର କ୍ରମାଗତ ହ୍ରାସ ପାଇବାରେ ଲାଗିଛି। ଫଳରେ ସାଧାରଣ ଖାଉଟିଙ୍କୁ ଆଶ୍ୱସ୍ତି ମିଳୁଛି। ଶନିବାର ପେଟ୍ରୋଲ ଦର ଲିଟର ପିଛା ୨୨ରୁ ୨୪…

7 years ago

ଡିଜିଟାଲ ଟ୍ୟାକ୍ସ ବ୍ୟବସ୍ଥା ଲାଗି ଜି-୨୦ ଦେଶ ରାଜି

ଟୋକିଓ,୯-୬: ମଲ୍ଟିନ୍ୟାଶନାଲ ଟେକ୍ନୋଲୋଜି କମ୍ପାନୀଗୁଡ଼ିକ ପାଇଁ ଜି-୨୦ ଦେଶ ସମୂହର ଅର୍ଥମନ୍ତ୍ରୀମାନେ ଡିଜିଟାଲ ଟ୍ୟାକ୍ସ ବ୍ୟବସ୍ଥା ଆରମ୍ଭ କରିବା ଲାଗି ଶନିବାର ସହମତ ହୋଇଛନ୍ତି। ଆସନ୍ତା ବର୍ଷ…

7 years ago

ଅଣପାରମ୍ପରିକ ମାଧ୍ୟମରେ ତେଲ ବିକୁଛି ଇରାନ

ତେହରାନ,୯-୬: ଆମେରିକା ପକ୍ଷରୁ ଆର୍ଥିକ କଟକଣା ଲାଗୁ କରାଯାଇଥିବା ବେଳେ ଇରାନ ଏହାର ଗଳାବାଟ ବାହାର କରି ଅଶୋଧିତ ତେଲ ବିକୁଛି ବୋଲି କହିଛି। ଦେଶର ତୈଳ…

7 years ago