ବାଣିଜ୍ୟ

ହାର୍ଭାର୍ଡ ଇଣ୍ଡିଆ ସମ୍ମିଳନୀରେ ଯୋଗଦେବେ ନୀତା

ମୁମ୍ବାଇ,୨୬।୧୨: ରିଲାଏନ୍ସ ଗ୍ରୁପ୍‌ର ସାମାଜିକ ପ୍ରତିଷ୍ଠାନ ତଥା ରିଲାଏନ୍ସ ଫାଉଣ୍ଡେଶନର ଚେୟାରମ୍ୟାନ୍‌ ନୀତା ଏମ୍‌ ଅମ୍ବାନୀ ୨ ଦିନିଆ ହାର୍ଭାର୍ଡ ଇଣ୍ଡିଆ ସମ୍ମିଳନୀରେ ଯୋଗଦେବେ ବୋଲି ଇଣ୍ଡିଆନ…

1 year ago

ପୁସ୍ତକ ପ୍ରେମୀଙ୍କୁ ବଡ଼ ଝଟ୍‌କା, ଇଣ୍ଡିଆ ପୋଷ୍ଟ ବନ୍ଦ କଲା ‘ବୁକ୍‌ ପୋଷ୍ଟ’ ସେବା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ପୋଷ୍ଟ ୧୮ ଡିସେମ୍ବର ୨୦୨୪ରେ ନିଜର ‘ବୁକ୍‌ ପୋଷ୍ଟ’ ସେବାକୁ ବନ୍ଦ କରି ପୁସ୍ତକ ପ୍ରେମୀଙ୍କ ସହ ପୁସ୍ତକ ବ୍ୟବସାୟୀଙ୍କୁ ବଡ଼ ଝଟ୍‌କା ଦେଇଛି।…

1 year ago

ଅକ୍ଟୋବରରେ ୯.୨୮ ବିଲିୟନ ଡଲାର କାରବାର

ଭୁବନେଶ୍ୱର,୨୫ା୧୨, (ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଅକ୍ଟୋବରରେ ସ୍ପଟ୍‌ ବୈଦେଶିକ ମୁଦ୍ରାବଜାରରେ ୯.୨୮ ବିଲିୟନ ଡଲାର ବିକ୍ରି କରିଛି। ମଙ୍ଗଳବାର ଆର୍‌ବିଆଇ ପକ୍ଷରୁ ପ୍ରକାଶିତ…

1 year ago

ପଞ୍ଚଟାଭାକୁ ଆଚିଭର୍ସ ଆଓ୍ବାଡର୍‌ସ

ନୂଆଦିଲ୍ଲୀ,୨୫।୧୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଦିଲ୍ଲୀର ଅଗ୍ରଣୀ ଆଡ୍‌ ଏଜେନ୍ସି ପଞ୍ଚଟାଭା ଆଡଭର୍ଟାଇଜିଂକୁ ନିକଟରେ ଆଉ ଏକ ଜାତୀୟସ୍ତର ସମ୍ମାନ ‘ଆଚିଭର୍ସ ଆଓ୍ବାର୍ଡ’ ମିଳିଛି।…

1 year ago

ବିଓଏମ୍‌ର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୫।୧୨ (ଅଭୟ ଦାଶ): ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର(ବିଓଏମ୍‌) ର ନୂତନ ଶାଖା ନିକଟରେ କଟକ ନିକଟସ୍ଥ ଗୋପାଳପୁରଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଅର୍ଥ ବିଭାଗର ନିର୍ଦ୍ଦେଶକ…

1 year ago

ପପ୍‌କର୍ନରେ ଜିଏସ୍‌ଟିକୁ ନେଇ ବିବାଦ

ନୂଆଦିଲ୍ଲୀ,୨୪ା୧୨:ଦେଶରେ ପପ୍‌କର୍ନ ଉପରେ ନୂଆ ଟିକସକୁ ନେଇ ବିବାଦ ମୁଣ୍ଡ ଟେକିଛି। ଏବେ ବିଭିନ୍ନ ଫ୍ଲେଭରର ପପ୍‌କର୍ନ ଉପରେ ଭିନ୍ନଭିନ୍ନ ଜିଏସ୍‌ଟି ଲାଗୁ ହୋଇଛି। ସାଦା ପପ୍‌କର୍ନ…

1 year ago

ଡିପିଆର୍‌ ବିକଶିତ କରିବ ସିପିସିଏଲ୍‌

ଭୁବନେଶ୍ୱର,୨୪।୧୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ସମନ୍ବିତ ଭିତ୍ତିଭୂମି ପରାମର୍ଶଦାତା କ୍ଷେତ୍ରରେ ଅଗ୍ରଣୀ କମ୍ପାନୀ ଚୈତନ୍ୟ ପ୍ରୋଜେକ୍ଟସ କନ୍‌ସଲଟାନ୍ସି ଲିମିଟେଡ (ସିପିସିଏଲ୍‌) କୁ ନିକଟରେ ଆଉ…

1 year ago

ଓଡ଼ିଶାରେ ଅଟୋମେଟେଡ୍‌ ଇ-ଷ୍ଟାମ୍ପିଙ୍ଗ୍‌ ସଲ୍ୟୁଶନର ଶୁଭାରମ୍ଭ

ଭୁବନେଶ୍ୱର,୨୪।୧୨: ଓଡ଼ିଶା ସରକାରଙ୍କ ପକ୍ଷରୁ ସ୍ବିଫ୍ଟ ଇଣ୍ଡିଆର ପ୍ଲାଟ୍‌ଫର୍ମରେ ଷ୍ଟକ ହୋଲ୍ଡିଙ୍ଗ୍‌ ସହ ସହଭାଗିତାରେ ଇଲେକ୍‌ଟ୍ରୋନିକ ବ୍ୟାଙ୍କ ଗ୍ୟାରେଣ୍ଟି ପାଇଁ ଅଟୋମେଟେଡ ଇ-ଷ୍ଟାମ୍ପିଙ୍ଗ୍‌ (ଏଇଏସ୍‌) ସଲ୍ୟୁଶନର ଶୁଭାରମ୍ଭ…

1 year ago

ବେଦାନ୍ତର ଅଗ୍ନି ନିରାପତ୍ତା ତାଲିମ ଶିବିର

ଭୁବନେଶ୍ୱର,୨୪।୧୨ (ଅଭୟ ଦାଶ): ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ତଥା ଅଗ୍ନି ଜାଗରୁକତା ପଦକ୍ଷେପ ଅଧୀନରେ ଏକ ତାଲିମ ଶିବିର ‘ଅଗ୍ନି ନରାପତ୍ତା ତାଲିମ ’କାର୍ଯ୍ୟକ୍ରମ…

1 year ago

ବଜାରରେ ହୋଣ୍ଡାର ଆକ୍ଟିଭା ୧୨୫

ଭୁବନେଶ୍ୱର,୨୪।୧୨:ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ନ୍ୟୁ ୨୦୨୫ ଆକ୍ଟିଭା ୧୨୫ (ହୋଣ୍ଡାର ଆକ୍ଟିଭା ୧୨୫)’ ର…

1 year ago