ବାଣିଜ୍ୟ

ଅନ୍ତର୍ଜାତୀୟ କ୍ଲିନିକାଲ ଟ୍ରାଏଲ୍‌ ଡେ

ଭୁବନେଶ୍ୱର,୨୩।୫: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଅନ୍ତର୍ଜାତୀୟ କ୍ଲିନିକାଲ ଟ୍ରାଏଲ୍‌ ଡେ (ଦିବସ) ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱରର ପଟିଆସ୍ଥିତ ଏକ ଘରୋଇ ହୋଟେଲରେ…

2 years ago

୨୦୨୯ ସୁଦ୍ଧା ୫ଜି ମୋବାଇଲ୍ ଗ୍ରାହକଙ୍କ ସଂଖ୍ୟା ୮୬ କୋଟି ଛୁଇଁବ, ଡାଟା ବ୍ୟବହାର କ୍ଷେତ୍ରରେ ଆଗରେ ଭାରତ

ନୂଆଦିଲ୍ଲୀ,୨୨ା୫: ଦେଶରେ ୫ଜି ମୋବାଇଲ୍ ଗ୍ରାହକଙ୍କ ଆଧାର ୨୦୨୩ ରେ ୧୩୦ ନିୟୁତ ଥିଲା, ଯାହାର ସଂଖ୍ୟା ୮୬୦ ନିୟୁତକୁ ବୃଦ୍ଧି ହୋଇପାରେ ଅର୍ଥାତ୍ ୨୦୨୯ ସୁଦ୍ଧା…

2 years ago

ପ୍ରତିବନ୍ଧକ ହଟାଇବା ପରେ ୪୫,୦୦୦ ଟନରୁ ଅଧିକ ପିଆଜ ରପ୍ତାନି କଲାଣି ଭାରତ

ନୂଆଦିଲ୍ଲୀ,୨୨ା୫: ଚଳିତ ମାସ ଆରମ୍ଭରେ ବାହ୍ୟ ପରିବହନ ଉପରେ ପ୍ରତିବନ୍ଧକ ହଟାଯିବା ପରଠାରୁ ଭାରତ 45,000 ଟନରୁ ଅଧିକ ପିଆଜ ରପ୍ତାନି କରିଛି ବୋଲି ଜଣେ ବରିଷ୍ଠ…

2 years ago

ସରକାରଙ୍କୁ ୨.୧୧ ଲକ୍ଷ କୋଟିର ରେକର୍ଡ ଡିଭିଡେଣ୍ଡ ଅନୁମୋଦନ କଲା ଆରବିଆଇ

ମୁମ୍ବାଇ,୨୨ା୫: ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) ୨୦୨୪ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ସରକାରଙ୍କୁ ପ୍ରାୟ ୨.୧୧ ଲକ୍ଷ କୋଟି ଟଙ୍କାର ଡିଭିଡେଣ୍ଡ ଅନୁମୋଦନ କରିଛି…

2 years ago

ଏସ୍‌ବିଆଇର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୨।୫: ଭାରତୀୟ ଷ୍ଟେଟ ବ୍ୟାଙ୍କ(ଏସ୍‌ବିଆଇ)ର ନୂତନ ଶାଖା ନିକଟରେ ଖୋର୍ଦ୍ଧା ଜିଲା ନିକଟସ୍ଥ ବେଗୁନିଆ ବ୍ଲକ୍‌ର ଦେଉଳିଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଏସ୍‌ବିଆଇ ଭୁବନେଶ୍ବର ମଣ୍ଡଳର…

2 years ago

ଟାଟା ମୋଟର୍ସ ଗ୍ରୁପ୍‌ ସହ ବଜାଜ୍‌ ଫାଇନାନ୍ସର ବୁଝାମଣା

ଭୁବନେଶ୍ୱର,୨୨।୫: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଅଗ୍ରଣୀ ଅଟୋମୋବାଇଲ କମ୍ପାନୀ ଟାଟା ମୋଟର୍ସର ସବ୍‌ସିଡିଆରି କମ୍ପାନୀ ଟାଟା ମୋଟର୍ସ ପାସେଞ୍ଜର ଭେହିକଲ୍ସ (ଟିଏମ୍‌ପିଭି) ଏବଂ ଟାଟା…

2 years ago

ରେକର୍ଡ ସ୍ତରରେ ରୁପା ଦର

ଭୁବନେଶ୍ୱର,୨୨।୫(ଅଭୟ ଦାଶ): କ୍ରମାଗତ ଭାବେ ଘରୋଇ ବଜାରରେ ରୁପା ଦର ବୃଦ୍ଧି ପାଇବା ସହ ଦର ରେକର୍ଡ ସ୍ତରରେ ପହଞ୍ଚତ୍ଛି। ଏପରିକି ମଙ୍ଗଳବାର ଭୁବନେଶ୍ୱର ବଜାରରେ ରୁପା…

2 years ago

ଇପିଏଫ୍‌ଓରେ ଯୋଡ଼ି ହେଲେ ୧୪.୪୧ ଲକ୍ଷ ସଦସ୍ୟ

ଭୁବନେଶ୍ୱର,୨୧।୫(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟନିଧି ସଂଗଠନ(ଇପିଏଫ୍‌ଓ)ଗତ ମାର୍ଚ୍ଚ ମାସରେ ୧୪.୪୧ ଲକ୍ଷ ନେଟ୍‌ ସଦସ୍ୟଙ୍କୁ ଯୋଡ଼ିଛି। ଇପିଏଫ୍‌ଓ ପକ୍ଷରୁ ସୋମବାର ମିଳିଥିବା ତଥ୍ୟ ଅନୁସାରେ ଶ୍ରମ ଓ ନିୟୋଜନ…

2 years ago

ଆଇଏଆଇର ଉପାଧ୍ୟକ୍ଷ ହେଲେ ଜନ୍‌ ସ୍ଲାଭେନ

ଭୁବନେଶ୍ୱର,୨୧।୫: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ବେଦାନ୍ତ ଆଲୁମିନିୟମ ସିଇଓ ଜନ୍‌ ସ୍ଲାଭେନଙ୍କୁ ନିକଟରେ ଅନ୍ତର୍ଜାତୀୟ ଆଲୁମିନିୟମ ପ୍ରତିଷ୍ଠାନ (ଆଇଏଆଇ)ର ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ଏପରିକି…

2 years ago

ଆଜି ଖୋଲିବ ଏବିଏଲ୍‌ର ରାଟଟ୍‌ସ ଇସ୍ୟୁ

ନୂଆଦିଲ୍ଲୀ,୨୧।୫: ଦେଶର ଅଗ୍ରଣୀ ତଥା ଏକ ପିୟୋର ଭେଜ (ପୂର୍ଣ୍ଣ ଶାକାହାରୀ) ପ୍ରାଣୀ ସ୍ବାସ୍ଥ୍ୟ ପ୍ରଯତ୍ନକାରୀ ସମାଧାନ କମ୍ପାନୀ ଅଜୁନି ବାୟୋଟେକ ଲିମିଟେଡ ବା ଏବିଏଲ (ଏନ୍‌ଏସଇ-ଆଜୁନି)ର…

2 years ago