ଭୁବନେଶ୍ୱର,୩।୭(ଅଭୟ ଦାଶ): ଦେଶର ପ୍ରମୁଖ ଟେଲିକମ୍ କମ୍ପାନୀଗୁଡ଼ିକ ବିଭିନ୍ନ କାରଣ ଦର୍ଶାଇ ୨୦୨୪ ଜୁଲାଇ ୩ରୁ ନୂଆ ତାରିଫ୍ ପ୍ଲାନ୍ ଲାଗୁ କରିବାକୁ ଘୋଷଣା କରିଛନ୍ତି। ଏପରିକି…
ମୁମ଼୍ବାଇ, ୨ା୭: ମଙ୍ଗଳବାର ଭାରତର ଶେୟାର ମାର୍କେଟ୍ ନୂଆ ସ୍ତରରେ ପହଞ୍ଚି ରେକର୍ଡ କରିଛି । ପ୍ରଥମଥର ପାଇଁ ବମ଼୍େବ ଷ୍ଟକ୍ ଏକ୍ସଚେଞ୍ଜର ୩୦ ଶେୟାର ବିଶିଷ୍ଟ…
ଭୁବନେଶ୍ୱର,୨।୭: (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଏଚସିଜି ପଣ୍ଡା କ୍ୟାନସର ହସ୍ପିଟାଲ କଟକ ପକ୍ଷରୁ ଜାତୀୟ ଡାକ୍ତର ଦିବସ (ଡକ୍ଟର୍ସ ଡେ) ପାଳିତ…
ଭୁବନେଶ୍ୱର,୨।୭: (ଅଭୟ ଦାଶ): ଦେଶର ପ୍ରମୁଖ କେନ୍ଦ୍ରୀୟ ପ୍ରତିଷ୍ଠାନ ତଥା ଇନଷ୍ଟିଚ୍ୟୁଟ୍ ଅଫ୍ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ୍ସ ଅଫ୍ ଇଣ୍ଡିଆ (ଆଇସିଏଆଇ)ର ଭୁବନେଶ୍ୱର ଶାଖା ପକ୍ଷରୁ ସୋମବାର ୭୬ତମ ‘ଚାର୍ଟାର୍ଡ…
ଭୁବନେଶ୍ୱର,୨।୭(ଅନୁରାଧା ମହାରଣା): ୟୁନିଫାଏଡ ପେମେଣ୍ଟ ଇଣ୍ଟରଫେସ (ୟୁପିଆଇ) କାରବାରର ପରିମାଣ ଏବଂ ମୂଲ୍ୟ ମେ’ ମାସ ତୁଳନାରେ ଜୁନରେ ସାମାନ୍ୟ ହ୍ରାସ ପାଇଛି। ନ୍ୟାଶନାଲ ପେମେଣ୍ଟ କର୍ପୋରେଶନ ଅଫ…
ଭୁବନେଶ୍ୱର,୨।୭: (ଅଭୟ ଦାଶ): ବ୍ୟାଙ୍କ ଅଫ୍ ବରୋଦା(ବିଓବି)ର କଟକ କ୍ଷେତ୍ରୀୟ କାର୍ଯ୍ୟାଳୟ ଏବଂ ରେଭେନ୍ଶା ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗ(ତତ୍ତ୍ବାବଧାନ)ରେ ପ୍ରସିଦ୍ଧ ହିନ୍ଦୀ କବି ନାଗାର୍ଜୁନଙ୍କ ଜନ୍ମ ଦିବସ ପାଳିତ…
ଭୁବନେଶ୍ୱର,୨।୭(ଅନୁରାଧା ମହାରଣା): ଫାର୍ମାସ୍ୟୁଟିକାଲ୍ସ ଆଣ୍ଡ ମେଡିକାଲ ଡିଭାଇସେସ୍ ବ୍ୟୁରୋ ଅଫ୍ ଇଣ୍ଡିଆ(ପିଏମ୍ବିଆଇ) ପକ୍ଷରୁ ସୋମବାର ଜାତୀୟ ଡାକ୍ତର ଦିବସ ପାଳିତ ହୋଇଯାଇଛି। ଲୋକଙ୍କ ଜୀବନ ବଞ୍ଚାଉଥିବା ଡାକ୍ତରଙ୍କ ପ୍ରତି…
ଭୁବନେଶ୍ୱର,୨।୭(ଅନୁରାଧା ମହାରଣା): ନୀଳାଦ୍ରି ବିହାରସ୍ଥିତ ଘରୋଇ ସୁପର ମଲ୍ଟିସ୍ପେଶିିଆଲଟି ଉତ୍କଳ ହସ୍ପିଟାଲରେ ସୋମବାର ଜାତୀୟ ଡାକ୍ତର ଦିବସ ପାଳିତ ହୋଇଯାଇଛି। ହସ୍ପିଟାଲରେ ଆୟୋଜିତ ସ୍ବତନ୍ତ୍ର ସମାରୋହରେ ଉତ୍କଳ ହସ୍ପିଟାଲ…
ଭୁବନେଶ୍ୱର,୨।୭(ଅନୁରାଧା ମହାରଣା): ପତଞ୍ଜଳି ଫୁଡ୍ ଲିମିଟେଡ୍(ପିଏଫଏଲ) ବୋର୍ଡ ଏହାର ପ୍ୟାରେଣ୍ଟ କମ୍ପାନୀ ପତଞ୍ଜଳି ଆୟୁର୍ବେଦର ‘ହୋମ୍ ଆଣ୍ଡ ପର୍ସନାଲ କେୟାର’ ବ୍ୟବସାୟ କ୍ରୟ ପ୍ରସ୍ତାବକୁ ଅନୁମୋଦନ କରିଛି।…
ଭୁବନେଶ୍ୱର,୨।୭(ଅନୁରାଧା ମହାରଣା): ବର୍ତ୍ତମାନ ସୁଦ୍ଧା ୨୦୦୦ଟଙ୍କିଆ ନୋଟର ମୋଟ ୯୭.୮୭ ପ୍ରତିଶତ ବ୍ୟାଙ୍କିଙ୍ଗ୍ ସିଷ୍ଟମକୁ ଫେରିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଏକ ବିବୃତି ଜାରି କରି କହିଛି…