ଭୁବନେଶ୍ୱର,୨୧।୩: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଟାଟା ଗ୍ରୁପ୍ର ଅନ୍ୟତମ ପ୍ରମୁଖ କମ୍ପାନୀ ଟାଟା ଷ୍ଟିଲ୍କୁ ନିକଟରେ ଆଉ ଏକ ଜାତୀୟ ସ୍ତରର ସମ୍ମାନ ସହ…
ଭୁବନେଶ୍ୱର,୨୧।୩ (ଅନୁରାଧା ମହାରଣା): ମାର୍ଚ୍ଚ ୩୧ ରବିବାର ହୋଇଥିଲେ ମଧ୍ୟ ସମସ୍ତ ବ୍ୟାଙ୍କ ଖୋଲା ରଖିବାକୁ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ) ନିଷ୍ପତ୍ତି ନେଇଛି। ଆର୍ଥିକ ବର୍ଷର…
ନୂଆଦିଲ୍ଲୀ,୨୧।୩ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ‘ଜେଏସ୍ଡବ୍ଲ୍ୟୁ ଗ୍ରୁପ୍’ ଏବଂ ଅନ୍ତଃ ରାଷ୍ଟ୍ରୀୟ ଅଟୋମୋବାଇଲ କମ୍ପାନୀ ‘ଏମ୍ଜି ମୋଟର୍ସ ଇଣ୍ଡିଆ’ର ମିଳିତ ସହଯୋଗ (ଜଏଣ୍ଟ…
ଭୁବନେଶ୍ୱର,୨୦।୩: ମାର୍ଚ୍ଚ ୩୧ ତାରିଖରେ ଭାରତର ବ୍ୟାଙ୍କଗୁଡିକର ସମସ୍ତ ଶାଖା ଖୋଲା ରଖିବାକୁ ଅନୁରୋଧ କରିଛନ୍ତି ଭାରତ ସରକାର। ଆର୍ଥିକ ବର୍ଷର ଶେଷ ଦିନ ହୋଇଥିବାରୁ ବିଭିନ୍ନ…
ନୂଆଦିଲ୍ଲୀ,୨୦।୩: ଭୋଟ ଦେବା ସମସ୍ତ ଭାରତୀୟ ନାଗରିକଙ୍କ ଅଧିକାର। ୧୮ ବର୍ଷ ନଚେତ ତା’ଠାରୁ ଅଧିକ ବୟସର ନାଗରିକ ଦେଶରେ ଭୋଟ୍ ଦେବାର ଅଧିକାର ରହିଛି। ତେବେ…
ନୂଆଦିଲ୍ଲୀ,୨୦।୩: ପାଖେଇ ଆସିଲାଣି ନିର୍ବାଚନ। ଏନେଇ ସବୁ ଦଳ ଅଣ୍ଟା କସିଲେଣି। ସ୍ବାଧୀନ ଭାରତର ପ୍ରଥମ ସାଧାରଣ ନିର୍ବାଚନରେ ପାଖାପାଖି ସାଢେ ୧୦ କୋଟି ଟଙ୍କା ଖର୍ଚ୍ଚ…
ନୂଆଦିଲ୍ଲୀ,୨୦।୩: ବିବାଦ ପରେ ନିଷ୍ପତ୍ତି ବଦଳାଇଛି ଅନଲାଇନ୍ ଫୁଡ୍ ଡେଲିଭରି ଆପ୍ ‘ଜୋମାଟୋ’। ନିରାମିଷ(ଭେଜ୍) ଖାଉଥିବା ଗ୍ରାହକଙ୍କ ଲାଗି ସ୍ବତନ୍ତ୍ର ସେବା ଆରମ୍ଭ କରିବା ନେଇ ଜୋମାଟୋ…
ନୂଆଦିଲ୍ଲୀ,୨୦।୩: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର…
ଭୁବନେଶ୍ୱର,୨୦।୩ (ଅଭୟ ଦାଶ): ସାମ୍ସଙ୍ଗ୍ ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଗାଲାକ୍ସି ଏ୫୫ ୫ଜି ଆଣ୍ଡ ଗାଲାକ୍ସି ଏ୩୫ ୫ଜିର ସର୍ବ ଭାରତୀୟ…