ବାଣିଜ୍ୟ

ସୁନା ନା ତେଲ, ବର୍ତ୍ତମାନ ଦୁନିଆରେ କେଉଁଟା ସବୁଠୁ ଅଧିକ ଶକ୍ତିଶାଳୀ? ଉତ୍ତର ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ,୧୫।୧: ଗତ ପାଞ୍ଚ ବର୍ଷ ମଧ୍ୟରେ, ସୁନା ଏବଂ ରୂପା ମୂଲ୍ୟରେ ଏକ ବଡ଼ ବୃଦ୍ଧି ଘଟିଛି। ଉଭୟ ମୂଲ୍ୟବାନ ଧାତୁ ସମସ୍ତ ମୂଲ୍ୟ ରେକର୍ଡ ଭାଙ୍ଗି…

3 months ago

Post Officeର RD ସ୍କିମ୍‌ରେ ମାସକୁ ରଖନ୍ତୁ ୧୦,୦୦୦ ଟଙ୍କା, ୫ ବର୍ଷ ପରେ ମାଲାମାଲ !

ନୂଆଦିଲ୍ଲୀ,୧୪।୧: ଶେୟାର ବଜାର ଲଗାତାର ନିବେଶକଙ୍କୁ ନିରାଶ କରୁଛି। ୨୦୨୫ରେ ଭଲ ରିଟର୍ନ ନ ମିଳିବା ପରେ ୨୦୨୬ର ଆରମ୍ଭ ମଧ୍ୟ ଭଲ ହୋଇନାହିଁ। ବଜାର ନିରନ୍ତର…

3 months ago

୨୦୦୦ ଟଙ୍କିଆ ମାସିକ SIP କରି ହୁଅନ୍ତୁ ମାଲାମାଲ, ବର୍ଷକୁ ୧୨ ଲକ୍ଷ ରୋଜଗାର; ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୧୪।୧: ଧନୀ ହେବା ପାଇଁ ବହୁତ ପୁଞ୍ଜି ନିବେଶ କରିବା ଆବଶ୍ୟକ ନୁହେଁ। ଆପଣ ଅଳ୍ପ ସଞ୍ଚୟରୁ ମଧ୍ୟ ବଡ଼ ପାଣ୍ଠି ତିଆରି କରିପାରିବେ। ଏହା ସହିତ…

3 months ago

୨୦୨୬ରେ ର୍କଭ ଡିସପ୍ଲେ ଫୋନ ନେବା ଉଚିତ କି ନୁହେଁ? କିଣିବା ପୂର୍ୱରୁ ଜାଣି ନିଅନ୍ତୁ…

ଗୋଟିଏ ସମୟ ଥିଲା ଯେତେବେଳେ ଫୋଲ୍ଡେବଲ ସ୍ମାର୍ଟଫୋନଗୁଡ଼ିକୁ ଟେକ ଇଭେଣ୍ଟଗୁଡ଼ିକର ଏକ ସୱତନ୍ତ୍ର ଦୃଶ୍ୟ ଭାବରେ ବିବେଚନା କରାଯାଉଥିଲା, କିନ୍ତୁ 2026 ସୁଦ୍ଧା, ଏହି ପ୍ରଯୁକ୍ତି ଧୀରେ…

3 months ago

୧୦୦ବର୍ଷ ପୂର୍ୱରୁ ୧୦ଗ୍ରାମକୁ ୧୮ଟଙ୍କା ଥିଲା ସୁନା ଦାମ୍‌, ୧୦୦ଟଙ୍କା ହେବାକୁ ଲାଗିଯାଇଥିଲା ଏତେବର୍ଷ…

ଆଜିକାଲି ଦରଦାମ୍‌ରେ ବୃଦ୍ଧି ଘଟୁଛି। ବିଶ୍ୱ ଉତ୍ତେଜନା ବୃଦ୍ଧି ପାଉଥିବାରୁ, ସୁନା ଏବଂ ରୂପାର ମୂଲ୍ୟ ଆକାଶଛୁଆଁ ହେଉଛି। ସୁନା ଏବଂ ରୂପାର ମୂଲ୍ୟ ପ୍ରତିଦିନ ନୂତନ…

3 months ago

ଭାରତ ସହ ବଡ଼ ଡିଲ୍‌, ଟ୍ରମ୍ପଙ୍କୁ ଝଟ୍‌କା!

ନୂଆଦିଲ୍ଲୀ,୧୩।୧: ଭାରତ ଏବଂ ୟୁରୋପୀୟ ସଂଘ (EU) ମଧ୍ୟରେ ଏକ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ପାଇଁ ଦୀର୍ଘ ସମୟ ଧରି ଚାଲିଥିବା ଆଲୋଚନା ଏବେ ଏକ ର୍ନିଣ୍ଣାୟକ…

3 months ago

ଏଥର ବଜେଟରେ ମଧ୍ୟବିତ୍ତଙ୍କ ପାଇଁ ବଡ଼ ଘୋଷଣା କରିବେ ଅର୍ଥମନ୍ତ୍ରୀ! ମିଳିବ ବଡ଼ ଆଶ୍ୱସ୍ତି, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୧୩।୧: ୨୦୨୭ ଆର୍ଥିକ ବର୍ଷର ବଜେଟ ପାଇଁ କାଉଣ୍ଟଡାଉନ ଆରମ୍ଭ ହୋଇଛି। ଏହି ବର୍ଷ, କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଲଗାତାର ନବମ ଥର ପାଇଁ ରେକର୍ଡ…

3 months ago

ଖୁବଶୀଘ୍ର ଗଡ଼ିବ ‘ବନ୍ଦେ ଭାରତ ସ୍ଲିପର’ ଟ୍ରେନ୍: ଜାଣନ୍ତୁ କେତେ ରହିବ ଭଡ଼ା

ନୂଆଦିଲ୍ଲୀ,୧୨ା୧: ଭାରତୀୟ ରେଳବାଇ ପକ୍ଷରୁ ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦେଶରେ ଖୁବଶୀଘ୍ର ଅତ୍ୟାଧୁନିକ ‘ବନ୍ଦେ ଭାରତ ସ୍ଲିପର’ ଟ୍ରେନ୍ ସେବା ଆରମ୍ଭ ହେବାକୁ…

3 months ago

SBI ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ଏଟିଏମ୍ କାରବାର ପାଇଁ ଦେବାକୁ ପଡ଼ିବ ଅଧିକ ଶୁଳ୍କ

ମୁମ୍ବାଇ,୧୨ା୧: ଦେଶର ସର୍ବବୃହତ ସରକାରୀ ବ୍ୟାଙ୍କ SBI ନିଜର ଏଟିଏମ୍ କାରବାର ଶୁଳ୍କରେ ବୃଦ୍ଧି କରିଛି। ମାଗଣା ସୀମା ଶେଷ ହେବା ପରେ ଅନ୍ୟ ବ୍ୟାଙ୍କର ଏଟିଏମ୍…

3 months ago

ଡିସେମ୍ବରରେ ବଢିଗଲା ଖୁଚୁରା ଦରଦାମ୍, ତିନିମାସରେ ସର୍ବାଧିକ

ନୂଆଦିଲ୍ଲୀ,୧୨।୧: ଭାରତର ବାର୍ଷିକ ଖୁଚୁରା ମୁଦ୍ରାସ୍ଫୀତି ଡିସେମ୍ବର ମାସରେ ୩ ମାସର ସର୍ବୋଚ୍ଚ ସ୍ତର ୧.୩୩% ରେ ପହଞ୍ଚିଛି। ନଭେମ୍ବର ମାସରେ ଏହି ହାର ୦.୭୧% ଥିଲା।…

3 months ago