ବାଣିଜ୍ୟ

୨୦୨୪-୨୫ ବର୍ଷରେ ୬.୫% ରହିବ ଭାରତର ଜିଡିପି: ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି

ନୂଆଦିଲ୍ଲୀ,୩୧।୧: ଚଳିତ ୨୦୨୪ ବର୍ଷ ଏବଂ ୨୦୨୫ ବର୍ଷରେ ଭାରତର ଅର୍ଥନୈତିକ ବିକାଶ ହାର ୬ ଦଶମିକ ୫ ପ୍ରତିଶତ ରହିବ ବୋଲି ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି ଆଇଏମ୍‌‌ଏଫ୍‌‌…

2 years ago

Paytm ଉପରେ ଆରବିଆଇର ବଡ କାର୍ଯ୍ୟାନୁଷ୍ଠାନ… ଫେବୃଆରୀ ୨୯ ପରେ ହୋଇପାରିବନି ନେଣଦେଣ

ନୂଆଦିଲ୍ଲୀ,୩୧।୧: ଅନଲାଇନ୍ ପେମେଣ୍ଟ ସେବା ଯୋଗାଉଥିବା ପେଟିଏମ୍ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) ଠାରୁ ଏକ ବଡ଼ ଝଟକା ପାଇଛି। ପେଟିଏମ୍ କୁ ନୂତନ ଗ୍ରାହକ…

2 years ago

ଶତାଧିକ କର୍ମଚାରୀଙ୍କୁ ଛଟେଇ କରିବ ୱିପ୍ରୋ, ଲାଭ ବଢାଇବାକୁ ଯୋଜନା: ରିପୋର୍ଟ

ନୂଆଦିଲ୍ଲୀ,୩୧।୧: ଭାରତୀୟ ଟେକ୍ ଇଣ୍ଡଷ୍ଟ୍ରିର ପ୍ରମୁଖ କମ୍ପାନୀ ୱିପ୍ରୋ, ଲାଭ ହାରକୁ ବଢାଇବା ପାଇଁ ଏହାର 'ଶହ ଶହ' ମଧ୍ୟମ ସ୍ତରର ପଦବୀ ହ୍ରାସ କରିବାକୁ ଯାଉଛି।…

2 years ago

ବିନା ପ୍ୟାନ କାର୍ଡରେ କିଣି ହେବ ୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ! ବଜେଟ ପୂର୍ବରୁ ଚର୍ଚ୍ଚା…

ନୂଆଦିଲ୍ଲୀ,୩୧।୧ : ବଜେଟର ଉପସ୍ଥାପନା ପାଇଁ କେବଳ କିଛି ଘଣ୍ଟା ବାକି ଅଛି । ଦେଶର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ ରେ ତାଙ୍କର ଷଷ୍ଠ…

2 years ago

ହେମନ୍ତ-କଳ୍ପନା ସୋରେନଙ୍କ ପାଖରେ ରହିଛି ଏତେ ଟଙ୍କା, ଜାଣିଲେ ହୋଇଯିବେ ତାଜୁବ୍‌

ରାଞ୍ଚି/ନୂଆଦିଲ୍ଲୀ,୩୧।୧: ଜମି ଦୁର୍ନୀତି ଓ ମନି ଲଣ୍ଡ୍ରିଂ ମାମଲାରେ ଫସିଥିବା ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏବେ ଖୁବ୍‌ ଚର୍ଚ୍ଚାରେ ଅଛନ୍ତି। ଟିଭି ଚ୍ୟାନେଲ ଠାରୁ ଆରମ୍ଭ…

2 years ago

ବଜେଟ ପୂର୍ବରୁ ସରକାରଙ୍କ ଉପହାର: ଶସ୍ତା ହେବ ମୋବାଇଲ ଫୋନ

ନୂଆଦିଲ୍ଲୀ,୩୧।୧: କେନ୍ଦ୍ରରେ ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ଶେଷ ବଜେଟ ଫେବୃଆରୀ ୧ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଉପସ୍ଥାପନ କରିବେ। ତେବେ ସରକାର ଆଜି ମୋବାଇଲ…

2 years ago

ରାମରାଜ୍‌ କଟନ୍‌ର ନୂଆ ଚେହେରା ରିଷଭ

ଭୁବନେଶ୍ୱର,୩୧।୧ (ଅଭୟ ଦାଶ): ଦେଶର ଅଗ୍ରଣୀ ପୋଷାକ ବ୍ରାଣ୍ଡ୍‌ ରାମରାଜ୍‌ କଟନ୍‌ ଜଣାଶୁଣା ଫିଲ୍ମ ନିର୍ମିତା ତଥା ଭାରତୀୟ ଅଭିନେତା ରିଷଭ ସେଟ୍ଟୀଙ୍କୁ ବ୍ରାଣ୍ଡ୍‌ର ନୂଆ ଚେହରା…

2 years ago

ଶେୟାର ବଜାର କାରବାରରେ ହ୍ରାସ

ଭୁବନେଶ୍ୱର,୩୧।୧: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର…

2 years ago

ଓଡ଼ିଶା ଗ୍ରାମାଞ୍ଚଳରେ ଆକ୍ସିସ୍‌ ବ୍ୟାଙ୍କର ଅଗ୍ରଗତି

ଭୁବନେଶ୍ୱର,୩୧।୧(ଅନୁରାଧା ମହାରଣା): ଅଗ୍ରଣୀ ଘରୋଇ ବ୍ୟାଙ୍କ ଆକ୍ସିସ୍‌ ବ୍ୟାଙ୍କ ଭାରତ ବ୍ୟାଙ୍କିଙ୍ଗ୍‌ ବ୍ୟବସାୟ ମାଧ୍ୟମରେ ଓଡ଼ିଶାର ଗ୍ରାମୀଣ ଓ ଅର୍ଦ୍ଧ ସହରାଞ୍ଚଳ(ରୁସୁ) ଅଞ୍ଚଳରେ ଅଗ୍ରଗତି କରୁଛି। ସମଗ୍ର…

2 years ago

ବେଦାନ୍ତର ବାର୍ଷିକ ଖଣି ସୁରକ୍ଷା ପକ୍ଷ ଉଦ୍‌ଯାପିତ

ଭୁବନେଶ୍ୱର,୩୧।୧: ବେଦାନ୍ତ ଆଲୁମିନିୟମର ଓଡ଼ିଶା ୟୁନିଟ୍‌ ପକ୍ଷରୁ ନିକଟରେ ଆୟୋଜିତ ବାର୍ଷିକ ଖଣି ସୁରକ୍ଷା ପକ୍ଷ ମଙ୍ଗଳବାର ବିଧିବଦ୍ଧ ଭାବେ ଉଦ୍‌ଯାପିତ ହୋଇଯାଇଛି। ଏପରିକି ଓଡ଼ିଶାର ଜାମକାନିଠାରେ…

2 years ago