ବାଣିଜ୍ୟ

ମୁନ୍ଦ୍ରା-ପାନିପତ ପାଇପ୍‌ ଲାଇନ୍‌ ପାଇଁ ଜମି ଅଧିଗ୍ରହଣ ଆରମ୍ଭ…

ନୂଆଦିଲ୍ଲୀ, ୧୩।୯ : ଅଶୋଧିତ ତୈଳ ପାଇପଲାଇନ ପାଇଁ କେନ୍ଦ୍ର ସରକାର ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଗୁଜରାଟର କଚ୍ଛ ଜିଲାର ଚୁଡୱା ଠାରୁ ଅଶୋଧିତ…

2 years ago

ଜେଇଇ ଆଡ୍‌ଭାନ୍ସଡରେ ଆଲେନ୍‌ର ବାଜିମାତ୍‌

ଭୁବନେଶ୍ୱର,୧୩।୯:ଆଇଆଇଟି ମୁମ୍ବାଇ ଦ୍ୱାରା ପରିଚାଳିତ ଜେଇଇ ଆଡଭାନ୍ସଡ-୨୦୨୨ର ଫଳାଫଳ ନିକଟରେ ପ୍ରକାଶ ପାଇସାରିଛି। ଉକ୍ତ ଫଳାଫଳ ଅନୁଯାୟୀ ଆଲେନ୍‌ ଭୁବନେଶ୍ୱରର ଛାତ୍ରୀଛାତ୍ରୀମାନେ ପୁଣିଥରେ ବାଜିମାତ ସହ ପରୀକ୍ଷାରେ…

2 years ago

ଆଇପିଓ ଆଣିବ ପତଞ୍ଜଳି ବ୍ରାଣ୍ଡ୍‌ର ଆଉ ୪ କମ୍ପାନୀ

ନୂଆଦିଲ୍ଲୀ,୧୩।୯:ଦେଶର ପ୍ରମୁଖ ଘରୋଇ ପ୍ରତିଷ୍ଠାନ ତଥା ଯୋଗଗୁରୁ ରାମଦେବଙ୍କ ପତଞ୍ଜଳି ବ୍ରାଣ୍ଡ୍‌ର ଆଉ ୪ଟି କମ୍ପାନୀ ଖୁବଶୀଘ୍ର ଷ୍ଟକ୍‌ ବଜାରରେ ପଞ୍ଜୀକୃତ ହେବାକୁ ଯାଉଛନ୍ତି। ଏପରିକି କମ୍ପାନୀ…

2 years ago

ସିମା ଇଲେକ୍ଟ୍ରିକ ପକ୍ଷରୁ ୩ଟି ନୂଆ ଇଭି ମଡେଲ

ନୂଆଦିଲ୍ଲୀ,୧୩।୯:ଓଡ଼ିଶାଭିତ୍ତିକ ମେଡ୍‌-ଇନ୍‌-ଇଣ୍ଡିଆ ଇଭି ନିର୍ମାତା ସିମା ଇଲେକ୍ଟ୍ରିକ (ସିମା ଇ-ଭେଇକିଲ ଆଣ୍ଡ ସୋଲାର ପ୍ରାଇଭେଟ ଲିମିଟେଡ ବା ଏସ୍‌ଇଏସ୍‌) ପକ୍ଷରୁ ଇଭି ଇଣ୍ଡିଆ ଏକ୍ସପୋ-୨୦୨୨ରେ ୩ଟି ନୂଆ…

2 years ago

ସଫଳତା ପଥରେ ଜିନ୍ଦେଗୀ ଫାଉଣ୍ଡେଶନ

ଭୁବନେଶ୍ୱର,୧୩।୯:ଗତ ୫ବର୍ଷ ମଧ୍ୟରେ ଜିନ୍ଦେଗୀ ଫାଉଣ୍ଡେଶନର ପ୍ରାୟ ୯୦ (୮୮) ଜଣ କୃତୀ ଛାତ୍ର ଡାକ୍ତର ହେବାର ଯୋଗ୍ୟତା ହାସଲ କରିଛନ୍ତି। ଏପରିକି ଭିନ୍ନ ଏକ ଚିନ୍ତାଧାରାରେ…

2 years ago

ଟିଭିଏସ୍‌ର ୨ଟି ଆପାଚି ଆର୍‌ଟିଆର୍‌ ମଡେଲ ଉନ୍ମୋଚିତ

ନୂଆଦିଲ୍ଲୀ,୧୩।୯:ଦେଶର ପ୍ରମୁଖ ଦୁଇ ଓ ତିନି ଚକିଆ ଯାନ ନିର୍ମାତା ଟିଭିଏସ୍‌ ମୋଟର କମ୍ପାନୀ ପକ୍ଷରୁ ସୋମବାର ୨ଟି ଆପାଚି ଆର୍‌ଟିଆର୍‌ ମଡେଲ ସର୍ବଭାରତୀୟସ୍ତରରେ ଉନ୍ମୋଚନ କରାଯାଇଛି।…

2 years ago

ଅଗଷ୍ଟରେ ଖୁଚୁରା ମୁଦ୍ରାସ୍ଫୀତି ୭%

ନୂଆଦିଲ୍ଲୀ,୧୩ା୯:ଉପଭୋକ୍ତା ମୂଲ୍ୟ ସୂଚକାଙ୍କ (ସିପିଆଇ) ଆଧାରିତ ଖୁଚୁରା ମୁଦ୍ରାସ୍ଫୀତି ଅଗଷ୍ଟରେ ବୃଦ୍ଧି ପାଇ ୭%ରେ ପହଞ୍ଚତ୍ଛି, ଯାହାକି ଜୁଲାଇରେ ୬.୭୧% ଥିଲା। ପରିସଂଖ୍ୟାନ ଏବଂ କାର୍ଯ୍ୟକ୍ରମ ମନ୍ତ୍ରଣାଳୟ…

2 years ago

ଟିକେଏମ୍‌ ପକ୍ଷରୁ ଅର୍ବାନ କ୍ରୁଜର ହାଇରାଇଡରର ମୂଲ୍ୟ ଘୋଷଣା

ନୂଆଦିଲ୍ଲୀ,୧୨।୯: ଟୟୋଟା କିର୍ଲୋସ୍କର ମୋଟର (ଟିକେଏମ୍‌) ପକ୍ଷରୁ ନ୍ୟୁ ଟୟୋଟା ଅର୍ବାନ କ୍ରୁଜର ହାଇରାଇଡରର ମୂଲ୍ୟ ଘୋଷଣା କରାଯାଇଛି। ଏପରିକି ପର୍ଯ୍ୟାୟକ୍ରମେ ଘୋଷିତ ହେବାକୁ ଥିବା ଟୟୋଟାର…

2 years ago

ଜେଇଇ ଆଡ୍‌ଭାନ୍ସରେ ଆକାଶ ବାଇଜୁସ୍‌ର ସଫଳତା

ଭୁବନେଶ୍ୱର,୧୨।୯: ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଆକାଶ ବାଇଜୁସ୍‌ ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଜେଇଇ ଆଡ୍‌ଭାନ୍ସଡ ଫଳାଫଳରେ ବଡ଼ ସଫଳତା ହାସଲ କରିଛି। ଉକ୍ତ ଯୋଗ୍ୟତା…

2 years ago

ସ୍ମାର୍ଟ ବଜାରର ଏକ୍ସକ୍ଲୁସିଭ ଷ୍ଟୋର ଉଦ୍‌ଘାଟିତ

ଭୁବନେଶ୍ୱର,୧୧ା୯: ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ରିଲାଏନ୍ସ ଇଣ୍ଡଷ୍ଟ୍ରି (ଆର୍‌ଆଇଏଲ୍‌) ର ସହଯୋଗୀ କମ୍ପାନି ରିଲାଏନ୍ସ ରିଟେଲ ୟୁନିଟ୍‌ ‘ସ୍ମାର୍ଟ ବଜାର’ର ଏକ୍ସକ୍ଲୁସିଭ ଷ୍ଟୋର ସ୍ଥାନୀୟ ରୁଦ୍ରପୁରସ୍ଥିତ…

2 years ago