ବାଣିଜ୍ୟ

ଆଇଡିଏଫ୍‌ସି ଇଣ୍ଡେକ୍ସ ଫଣ୍ଡ୍‌ ଉନ୍ମୋଚିତ

ନୂଆଦିଲ୍ଲୀ,୧୯।୯: ଆଇଡିଏଫ୍‌ସି ମ୍ୟୁଚୁଆଲ ଫଣ୍ଡ ପକ୍ଷରୁ ଏକ ଓପନ୍‌-ଏଣ୍ଡେଡ୍‌ ଇଣ୍ଡେକ୍ସ ସ୍କିମ୍‌ ଆଇଡିଏଫ୍‌ସି ନିଫ୍ଟି ୧୦୦ ଲୋ ଭୋଲାଟିଲିଟି ୩୦ ଇଣ୍ଡେକ୍ସ ଫଣ୍ଡ୍‌ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା…

2 years ago

ସ୍ବାସ୍ଥ୍ୟଭିତ୍ତିକ ପ୍ଲାଟଫର୍ମ ଅଲିଭ ରିଡ୍‌ଲେର ଶୁଭାରମ୍ଭ

ଭୁବନେଶ୍ୱର,୧୯।୯: ବର୍ତ୍ତମାନ ସମୟରେ ଉଭୟ ଶାରୀରିକ ବିକାଶ ଓ ମାନସିକ ଶାନ୍ତି ପାଇଁ ପ୍ରତ୍ୟେକ ବ୍ୟକ୍ତି ବିଭିନ୍ନ ଉପାୟ ଅବଲମ୍ବନ କରୁଛନ୍ତି। ଏପରିକି କିଏ ଜିମ୍‌ ଯାଇ…

2 years ago

ଷଡ଼ଯନ୍ତ୍ର ବିରୋଧରେ ଖୁଲାସା କଲେ ରାମଦେବ

ନୂଆଦିଲ୍ଲୀ,୧୯।୯: ଦେଶର ପ୍ରମୁଖ ସାମାଜିକ ପ୍ରତିଷ୍ଠାନ ପତଞ୍ଜଳିର ସଫଳତାକୁ ସହ୍ୟ ନ କରି ପାରି କିଛି ମିଷ୍ଟଭାଷୀ ଏବଂ କ୍ଷଣ ପ୍ରକୃତିର ସଂସ୍ଥା ଓ ବ୍ୟକ୍ତିବିଶେଷ ପତଞ୍ଜଳି…

2 years ago

ଏଚ୍‌ଏମ୍‌ଏସ୍‌ଆଇ ପକ୍ଷରୁ ସଡ଼କ ସୁରକ୍ଷା ସଚେତନତା ଅଭିଯାନ

ନୂଆଦିଲ୍ଲୀ,୧୯।୯: ହୋଣ୍ଡା ମୋଟରସାଇକେଲ୍‌ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ପକ୍ଷରୁ ପୁନଃ ଆରମ୍ଭ କରାଯାଇଥିବା ସଡ଼କ ସୁରକ୍ଷା ସଚେତନତା ଅଭିଯାନ ନିକଟରେ ଅନୁଗୋଳ ଜିଲାରେ ପହଞ୍ଚତ୍ଛି। ଏହି…

2 years ago

ଅଗ୍ରିମ ଟିକସ ଆଦାୟ ୧୭% ବଢ଼ିଛି

ନୂଆଦିଲ୍ଲୀ,୧୯।୯: ଦେଶର ବିକାଶ ଓ ଅର୍ଥନୈତିକ କାର୍ଯ୍ୟକଳାପ ପାଇଁ ଟିକସ ଆଦାୟ ଏକ ପ୍ରମୁଖ ଅଂଶ ବା ଭୂମିକା ନିର୍ବାହ କରିଥାଏ। ବିଶେଷକରି ରବିବାର କେନ୍ଦ୍ରୀୟ ବୋର୍ଡ…

2 years ago

ପାଣ୍ଟାଲୁନ୍ସ ଶହୀଦନଗର ଷ୍ଟୋର ପୁନଃ ଉଦ୍‌ଘାଟିତ

ଭୁବନେଶ୍ୱର,୧୮।୯:ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ଆଦିତ୍ୟ ବିର୍ଲା ଗ୍ରୁପ୍‌ର ରିଟେଲ ୟୁନିଟ୍‌ ପାଣ୍ଟାଲୁନ୍ସର ସ୍ଥାନୀୟ ଶହୀଦନଗର ଏକ୍ସକ୍ଲୁସିଭ ଷ୍ଟୋରର ନବକଳେବର ସହ ଷ୍ଟୋରର ପୁନଃ ଶୁଭାରମ୍ଭ ହୋଇଯାଇଛି।…

2 years ago

ଟାଟାକୁ ପଛରେ ପକାଇଲା ଆଦାନୀ

ନୂଆଦିଲ୍ଲୀ,୧୮।୯: ବିଶ୍ୱର ୩ୟ ଧନୀ ବ୍ୟକ୍ତି ତଥା ଏସିଆର ପ୍ରଥମ ଧନୀ ବ୍ୟକ୍ତି ଭାବେ ଜଣାଶୁଣା ଆଦାନୀ ଗ୍ରୁପ୍‌ର ଅଧ୍ୟକ୍ଷ ଗୌତମ ଆଦାନୀ ଖୁବ୍‌ କମ୍‌ ଦିନ…

2 years ago

ଶସ୍ତା ହୋଇପାରେ ତୈଳ ଦର

ନୂଆଦିଲ୍ଲୀ,୧୮।୯: ଗତ କିଛିଦିନ ହେବ କ୍ରମାଗତ ଭାବେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ହ୍ରାସ ପାଇଚାଲିଛି। ଫଳରେ ସରକାର ଦେଶ ମଧ୍ୟରେ ଉତ୍ପାଦିତ ଅଶୋଧିତ ତୈଳ…

2 years ago

ଆଜିଓ ଅଲ୍‌ଷ୍ଟାର୍‌ ସେଲ୍‌ର ଶୁଭାରମ୍ଭ

ମୁମ୍ବାଇ,୧୭।୯: ଦେଶର ପ୍ରମୁଖ ଅନ୍‌ଲାଇନ ଫ୍ୟାଶନ ଇ-ରିଟେଲର ଆଜିଓ ଅଲ୍‌ ଷ୍ଟାର୍‌ ସେଲ୍‌ର ଶୁଭାରମ୍ଭ ସମ୍ପର୍କରେ ଶୁକ୍ରବାର ଘୋଷଣା କରାଯାଇଛି। ଏହା ଅନେକ ତାରକା ଖଚିତ ଅଫରକୁ…

2 years ago

ରପ୍ତାନି କ୍ଷେତ୍ରକୁ ୧୦୦୦ କୋଟିର ପାଣ୍ଠି ଯୋଗାଇବ ଏସ୍‌ବିଆଇ

ଭୁବନେଶ୍ୱର,୧୭।୯: ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍‌ବିଆଇ) ସରକାର ସହ ସୁସମ୍ପର୍କକୁ ଅଗ୍ରାଧିକାର ଦେଇ ଆସୁଛି। ବିଶେଷକରି ‘ମେକ୍‌ ଇନ୍‌ ଓଡ଼ିଶା’ କାର୍ଯକ୍ରମକୁ ସଫଳ କରିବା ପାଇଁ ମଧ୍ୟ…

2 years ago