ବାଣିଜ୍ୟ

ବିଓଏମ୍‌ର ୮୯ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୧୮।୯: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌)ର ୮୯ତମ ପ୍ରତିଷ୍ଠା ଦିବସ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ରାଜ୍ୟର ବିଭିନ୍ନ ପ୍ରମୁଖ ବିଭାଗ ଓ ହିତାଧିକାରୀଙ୍କ ସହ…

3 years ago

ଅନର୍‌୯୦ ୫ଜି ଉନ୍ମୋଚିତ

ଭୁବନେଶ୍ୱର,୧୮।୯: ଏଚ୍‌ଟେକ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅନର୍‌୯୦ ୫ଜି’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ସେହିଭଳି ଶିଳ୍ପ ଅଗ୍ରଣୀ କ୍ୱାଡ୍‌-କର୍ଭଡ ଫ୍ଲୋଟିଙ୍ଗ୍‌ ଡିସେ୍‌ପ୍ଲ…

3 years ago

୪୩ ପାଇଲଟଙ୍କ ବିରୋଧରେ କୋର୍ଟଙ୍କ ଦ୍ୱାରସ୍ଥ ହେଲା ଅକାଶା ଏୟାର

ନୂଆଦିଲ୍ଲୀ,୧୭।୯: ବେସରକାରୀ ବିମାନ କମ୍ପାନୀ ଅକାଶା ଏୟାର ଏହାର ୪୩ ପାଇଲଟ୍‌ଙ୍କ ବିରୋଧରେ କୋଟର୍ର୍ ଯିବାକୁ ନିଷ୍ପତ୍ତି ନେଇଛି। ନୋଟିସ ନ ଦେଇ କର୍ମଚାରୀମାନେ କମ୍ପାନୀ ଛାଡ଼ିଥିବାରୁ…

3 years ago

ଇପିଏଫ୍‌ଓକୁ ସୁଧ ହାର ଘୋଷଣା ନ କରିବାକୁ ନିର୍ଦ୍ଦେଶ !

ନୂଆଦିଲ୍ଲୀ,୧୭।୯: ପ୍ରତି ଆର୍ଥିକ ବର୍ଷ ଲାଗି କର୍ମଚାରୀ ଭବିଷ୍ୟ ନିଧି ସଂଗଠନ(ଇପିଏଫ୍‌ଓ) ସୁଧ ହାର ନେଇ ଘୋଷଣା କରିଥାଏ। ହେଲେ ୨୦୨୩-୨୪ ଆର୍ଥିକ ବର୍ଷ ଲାଗି କେନ୍ଦ୍ରୀୟ…

3 years ago

ଏକ୍ସକ୍ଲୁସିଭ ଗଣେଶ ଚତୁର୍ଥୀ ଅଫର

ଭୁବନେଶ୍ୱର,୧୭।୯: ରିଲାଏନ୍ସ ଇଣ୍ଡଷ୍ଟ୍ରି ଲିମିଟେଡ୍‌ (ଆର୍‌ଆଇଏଲ୍‌)ର ଅଗ୍ରଣୀ କମ୍ପାନୀ ରିଲାଏନ୍ସ ଡିଜିଟାଲ ପକ୍ଷରୁ ଆକର୍ଷଣୀୟ ଏବଂ ଏକ୍ସକ୍ଲୁସିଭ ଗଣେଶ ଚତୁର୍ଥୀ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏହି…

3 years ago

ମୁଣ୍ଡ ପିଛା ଆୟ ବୃଦ୍ଧିକୁ ଗୁରୁତ୍ୱ

ଭୁବନେଶ୍ୱର,୧୭।୯ (ଅଭୟ ଦାଶ): ଭାରତ ବିଶ୍ୱର ୫ମ ଅର୍ଥ ବ୍ୟବସ୍ଥା ହେବା ଏକ ‘ପ୍ରଭାବୀ ସଫଳତା’ ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ପୂର୍ବତନ ଗଭର୍ନର ସି.ରଙ୍ଗରାଜନ…

3 years ago

ବିଓଏମ୍ ର ଏକ୍ସପୋର୍ଟ ଓରିଏଣ୍ଟେଡ୍‌ ଦକ୍ଷତା ବିକାଶ

ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍)ର ୮୯ତମ ପ୍ରତିଷ୍ଠା ଦିବସ ଅବସରରେ ରାଜ୍ୟର ବିଭିନ୍ନ ପ୍ରମୁଖ ବିଭାଗ ଓ ହିତାଧିକାରୀଙ୍କ ସହ ଏକ ଋଣନୀତିକ ବୈଠକ ଅନୁଷ୍ଠିତ ହୋଇଯାଇଛି।…

3 years ago

ଏନ୍‌ଏମ୍‌ଡିସିକୁ ଏଚ୍‌ଆର୍‌ ପ୍ରାକ୍ଟିସ ଆଓ୍ବାର୍ଡ

ଭୁବନେଶ୍ୱର,୧୭।୯: ନ୍ୟାଶନାଲ ମିନେରାଲ ଡେଭଲପମେଣ୍ଟ କର୍ପୋରେଶନ (ଏନ୍‌ଏମ୍‌ଡିସି)କୁ ନିକଟରେ ଆଉ ଏକ ଜାତୀୟ ସ୍ତରର ସମ୍ମାନ (ଆଓ୍ବାର୍ଡ) ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ବାଙ୍ଗାଲୁରୁଠାରେ ଆୟୋଜିତ ୨୨ତମ ଏସିଆ ପାସିଫିକ…

3 years ago

ଶେଷ କିଷାନ ପାଇବେ ଭାରତ ଗୌରବ ସମ୍ମାନ

କଟକ,୧୭।୯: ଦୀର୍ଘ ୨୩ବର୍ଷ ଧରି ନିରନ୍ତର ଭାବେ ଦେଶ ବିଦେଶରେ ସୁନାମ ଅର୍ଜନ କରିଥିବା ଭାରତ ମସଲା କମ୍ପାନୀ ଆସନ୍ତା ଗଣେଶ ପୂଜାରେ ୨୪ତମ ପ୍ରତିଷ୍ଠା ଦିବସ…

3 years ago

ପିଏନ୍‌ବିକୁ ରାଜଭାଷା କୀର୍ତ୍ତି ପୁରସ୍କାର

ଭୁବନେଶ୍ୱର,୧୭।୯: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି)କୁ ନିକଟରେ ରାଜଭାଷା କୀର୍ତ୍ତି ପୁରସ୍କାର-୨୦୨୨-୨୩ ମିଳିଛି। ଉଲ୍ଲେଖଯୋଗ୍ୟ, ଚଳିତ ବର୍ଷର ହିନ୍ଦୀ ଦିବସ ଉପଲକ୍ଷେ ଆୟୋଜିତ ୩ୟ ସର୍ବଭାରତୀୟ କାର୍ଯ୍ୟାଳୟ…

3 years ago