ବାଣିଜ୍ୟ

ଯାତ୍ରୀ ସେବାକୁ ଗୁରୁତ୍ୱାରୋପ

ଭୁବନେଶ୍ୱର,୨୫।୪: ଓଡ଼ିଶା ପ୍ରଦେଶରେ ଭାରତୀୟ ରେଲଓ୍ବେର ବିଭିନ୍ନ ପ୍ରକଳ୍ପ ଓ ବିକାଶମୂଳ କାର୍ଯ୍ୟ ଜାରି ରହିଛି। ଏପରିକି ଉକ୍ତ କାର୍ଯ୍ୟର ଅଗ୍ରଗତି ଓ ଆବଶ୍ୟକ ପଦକ୍ଷେପ ସମ୍ପର୍କରେ…

3 years ago

ଓଏଚ୍‌ପିସିର ଟ୍ରେନିଂ ହଷ୍ଟେଲ କମ୍ପ୍ଲେକ୍ସ

ଭୁବନେଶ୍ୱର,୨୫।୪: ଓଡ଼ିଶା ସରକାରଙ୍କ ଶକ୍ତି ବିଭାଗ ଅଧୀନରେ କାର୍ଯ୍ୟ କରୁଥିବା ଓଡ଼ିଶା ହାଇଡ୍ରୋ ପାଓ୍ବାର କର୍ପୋରେଶନ (ଓଏଚ୍‌ପିସି)ର ୫ ମହଲା ବିଶିଷ୍ଟ ଏକ ଅତ୍ୟାଧୁନିକ ଟ୍ରେନିଂ ହଷ୍ଟେଲ…

3 years ago

ଦିନକରେ ୧.୩୮ ଲକ୍ଷ କୋଟି ନିବେଶ ବୃଦ୍ଧି

ନୂଆଦିଲ୍ଲୀ,୨୫।୪: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ସ୍ଥାନୀୟ ବଜାରର ମାନ୍ଦାବସ୍ଥା ଯୋଗୁ ଗତ ସପ୍ତାହରେ ଶେୟାର ବଜାର କାରବାରରେ ବ୍ୟାପକ ହ୍ରାସ ଘଟିଥିଲା। ଫଳରେ ଲକ୍ଷାଧିକ ଟଙ୍କାର ନିବେଶ…

3 years ago

ଗ୍ରାହକ ସନ୍ତୁଷ୍ଟିକୁ ଗୁରୁତ୍ୱ

ଭୁବନେଶ୍ୱର,୨୪।୪: କୋଣାର୍କ-ଲିଉଗଙ୍ଗ ପକ୍ଷରୁ ଏକ ୨ଦିନିଆ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଯାଜପୁରଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଚାବି ହସ୍ତାନ୍ତର ସମାରୋହ ଓ ଅପରେଟର୍ସ ମିଟ୍‌ର ମଧ୍ୟ ଆୟୋଜନ…

3 years ago

ଆଇସିସିର ବାର୍ଷିକ ସାଧାରଣ ଅଧିବେଶନ

ଭୁବନେଶ୍ୱର, ୨୪।୪: ଇଣ୍ଡିଆନ ଚାମ୍ବର ଅଫ୍‌ କମର୍ସ(ଆଇସିସି) ଓଡ଼ିଶା ପରିଷଦର ବାର୍ଷିକ ସାଧାରଣ ଅଧିବେଶନ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

3 years ago

ଆଶାଠାରୁ ଅଧିକ ବ୍ୟବସାୟ

ଭୁବନେଶ୍ୱର,୨୪।୪: ଗତବର୍ଷର ଅକ୍ଷୟ ତୃତୀୟା ପରିସ୍ଥିତି ଅପେକ୍ଷା ଚଳିତ ବର୍ଷର ଅକ୍ଷୟ ତୃତୀୟାର ପରିସ୍ଥିତି ବେଶ୍‌ ଭଲ ରହିଥିଲା। କାରଣ ଗତବର୍ଷ ଅକ୍ଷୟ ତୃତୀୟା ସମୟରେ କୋଭିଡ୍‌…

3 years ago

ଗାଜିଆବାଦ-ନଏଡାରେ ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି…

ନୂଆଦିଲ୍ଲୀ, ୨୩।୪: ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦରରେ ଆଜି କୌଣସି ପରିବର୍ତ୍ତନ ହୋଇନାହିଁ। ଓ୍ବେଷ୍ଟ ଟେକ୍ସାସ ଇଣ୍ଟରମିଡିଏଟ୍‌ ଅଶୋଧିତ ତେଲ ବ୍ୟାରେଲ ପିଛା ୭୭.୮୭ ଡଲାରରେ…

3 years ago

ଓଏଚ୍‌ପିସିର ୨୮ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୨୩।୪: ଓଡ଼ିଶା ସରକାରଙ୍କ ଶକ୍ତି ବିଭାଗ ଅଧୀନରେ କାର୍ଯ୍ୟ କରୁଥିବା ଓଡ଼ିଶା ହାଇଡ୍ରୋ ପାଓ୍ବାର କର୍ପୋରେଶନ (ଓଏଚ୍‌ପିସି)ର ୨୮ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ଏହି…

3 years ago

ସୋନିର ନୂଆ ବ୍ରାଭିଆ ଏକ୍ସ୭୫ଏଲ୍‌ ଟିଭି ସିରିଜ

ନୂଆଦିଲ୍ଲୀ,୨୩।୪: ସୋନି ଇଣ୍ଡିଆ ପକ୍ଷରୁ ନୂଆ ବ୍ରାଭିଆ ଏକ୍ସ୭୫ଏଲ୍‌ ଟିଭି ସିରିଜ୍‌କୁ ନିକଟରେ ଉନ୍ମୋଚନ କରାଯାଇଛି। ଏଥିରେ ୪କେ ଅଲ୍‌ଟ୍ରା ଏଚ୍‌ଡି ଏଲ୍‌ଇଡି ଡିସ୍‌ପ୍ଲେ ରହିଛି। ଏହି…

3 years ago

ମହେଶ ମୂର୍ତ୍ତିଙ୍କ ନାଁରେ ୧୦୦ ନିୟୁତ ଡଲାରର ମାନହାନି ମକଦ୍ଦମା

ସିଙ୍ଗାପୁର,୨୩।୪: ଗୋଟିଏ ଆର୍ଟିକିଲ୍‌ ପାଇଁ ନିବେଶକ ତଥା ସିଡ୍‌ଫଣ୍ଡର ସହପ୍ରତିଷ୍ଠାତା ମହେଶ ମୂର୍ତ୍ତି ଏବେ ଅଡ଼ୁଆରେ ପଡ଼ିଯାଇଛନ୍ତି। ସିଙ୍ଗାପୁରର ଫ୍ୟାଶନ୍‌ ଟେକ୍ନୋଲୋଜି କମ୍ପାନୀ ଜିଲିଙ୍ଗୋର ସହପ୍ରତିଷ୍ଠାତା ଅଙ୍କିତି…

3 years ago