ବାଣିଜ୍ୟ

କାନାରା ବ୍ୟାଙ୍କ ପକ୍ଷରୁ ଶ୍ରେଣୀଗୃହର ପୁନର୍ନିମାଣ

ଭୁବନେଶ୍ୱର,୬।୨: କାନାରା ବ୍ୟାଙ୍କର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ନିକଟରେ ଏକ ସ୍ବତନ୍ତ୍ର ସ୍କୁଲର ଶ୍ରେଣୀଗୃହର ମରାମତି କରାଯାଇଛି। ସ୍ଥାନୀୟ ପଳାଶପଲ୍ଲୀଠାରେ ଅବସ୍ଥିତ ଓଡ଼ିଶା ଆସୋସିଏଶନ ଅଫ୍‌ ଦି…

3 years ago

ଆଗ୍ରୋ କ୍ଷେତ୍ର ବିକାଶକୁ ଗୁରୁତ୍ୱାରୋପ

ଭୁବନେଶ୍ୱର, ୬।୨: ଆଗ୍ରୋକ୍ଷେତ୍ର ମାର୍କଟେକ୍‌ ପ୍ରାଇଭେଟ ଲିମିଟେଡ଼୍‌ ପକ୍ଷରୁ ନିକଟରେ ଏକ ରାଜ୍ୟ ସ୍ତରୀୟ କର୍ମଶାଳା ସ୍ଥାନୀୟ ରେଡ଼କ୍ରସ୍‌ ଭବନରେ ଅନୁଷ୍ଠିତ ହୋଇଥିଲା। ବିଶେଷ କରି କେନ୍ଦ୍ର…

3 years ago

ଆଇଆଇଆର୍‌ଏଫ୍‌ ର଼୍ୟାଙ୍କିଙ୍ଗ୍‌ରେ ଏମ୍‌ଏସ୍‌ବିର ଉନ୍ନତ ପ୍ରଦର୍ଶନ

ନୂଆଦିଲ୍ଲୀ,୬।୨: ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଲଭଲି ପ୍ରଫେସନାଲ ୟୁନିଭରସିଟି(ଏଲପିୟୁ)ର ସହଯୋଗୀ ଶିକ୍ଷାନୁଷ୍ଠାନ ମିତ୍ତଲ ସ୍କୁଲ ଅଫ୍‌ ବିଜନେସ୍‌ (ଏମ୍‌ଏସ୍‌ବି)ର ଉତ୍ତମ ପ୍ରଦର୍ଶନ ଜାରି ରହିଛି।…

3 years ago

୩ୟ ତ୍ରୈମାସରେ ୬୧୦ କୋଟିର ବିକ୍ରି ରେକର୍ଡ

ନୂଆଦିଲ୍ଲୀ,୬।୨: ୱେଷ୍ଟଲାଇଫ୍‌ ଫୁଡ୍‌ୱାଲର୍‌ଡ ଲିମିଟେଡ୍‌ ପକ୍ଷରୁ ୨୦୨୦-୨୩ ଆର୍ଥିକ ବର୍ଷର ୩ୟ ତ୍ରୈମାସିକ ଆର୍ଥିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଉକ୍ତ ତ୍ରୈମାସରେ କମ୍ପାନୀର ବିକ୍ରି…

3 years ago

‘ଶେୟାର ବଜାର ଉପରେ ନଜର’

ନୂଆଦିଲ୍ଲୀ,୬।୨: ଅନ୍ତଃରାଷ୍ଟ୍ରୀୟ ମାର୍କେଟ ରିସର୍ଚ୍ଚ ୟୁନିଟ୍‌ ହିଣ୍ଡନ୍‌ବର୍ଗର ରିପୋର୍ଟ ପ୍ରକାଶ ପରେ ଭାରତୀୟ ଶେୟାର ମାର୍କେଟରେ ଏକ ବଡ଼ ଧରଣର ପରିବର୍ତ୍ତନ ଦେଖାଦେଇଛି। ଏପରିକି ଗତ କିଛି…

3 years ago

ଘରୋଇ ଅଶୋଧିତ ତୈଳ ଉପରେ ବଢ଼ିଲା ଅପ୍ରତ୍ୟାଶିତ ଲାଭ ଟିକସ…

ନୂଆଦିଲ୍ଲୀ,୫।୨ : ଅଶୋଧିତ ତୈଳ ଦର ବୃଦ୍ଧି ମଧ୍ୟରେ ଘରୋଇ ଉତ୍ପାଦିତ ଅଶୋଧିତ ତୈଳ ଉପରେ କେନ୍ଦ୍ର ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଏକ କ୍ରମରେ,…

3 years ago

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ହୋଲି ଭେଟି: ୭ମ ବେତନ କମିଶନରେ ବଢ଼ିବ ୪ ପ୍ରତିଶତ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୫।୨ : କେନ୍ଦ୍ର ସରକାରଙ୍କ ସରକାରୀ କର୍ମଚାରୀଙ୍କ ପାଇଁ ବହୁତ ଭଲ ଖବର ଆସିବାକୁ ଯାଉଛି। କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ହୋଲି ଭେଟି ଦେବାକୁ ଯାଉଛନ୍ତି।…

3 years ago

ନୂଆପଡ଼ାରେ ଟ୍ରେଣ୍ଡ୍‌ସର ଏକ୍ସକ୍ଲୁସିଭ ଷ୍ଟୋର

ଭୁବନେଶ୍ୱର,୫।୨: ରିଲାଏନ୍ସ ରିଟେଲର ଆପାରେଲ ଏବଂ ଆସେସୋରି ସ୍ପେଶାଲିଟି ଚେନ୍‌ ‘ଟ୍ରେଣ୍ଡ୍‌ସ’ର ଆଉ ଏକ ଏକ୍ସକ୍ଲୁସିଭ ଷ୍ଟୋର ଓଡ଼ିଶା ବଜାରରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ନୂଆପଡା ଜିଲାର…

3 years ago

‘ଆଦାନୀ ମାମଲାରେ ଦେଶର ଛବି ପ୍ରଭାବିତ ହୋଇନାହିଁ’

ନୂଆଦିଲ୍ଲୀ,୫।୨: ଗତ କିଛି ଦିନ ହେବ ସାରା ଦେଶ ଏପରିକି ବିଶ୍ୱରେ ମଧ୍ୟ ହିଣ୍ଡେନବର୍ଗ ରିପୋର୍ଟକୁ ନେଇ ଚର୍ଚ୍ଚା ଜୋର ଧରିଛି। ଏପରିକି ଦୀର୍ଘ ଦିନ ଧରି…

3 years ago

୧୩% ବୃଦ୍ଧି ପାଇଛି କୋଇଲା ଉତ୍ପାଦନ

ନୂଆଦିଲ୍ଲୀ,୪।୨: ପୂର୍ବବର୍ଷ ତୁଳନାରେ ଦେଶରେ ସାମଗ୍ରିକ କୋଇଲା ଉପତ୍ାଦନ ୧୨.୯୪ ପ୍ରତିଶତ ବୃଦ୍ଧି ହୋଇ ୮୯.୯୬ ମିଲିୟନ୍‌ ଟନ୍‌ରେ ପହଞ୍ଚଛି ବୋଲି କୋଇଲା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।…

3 years ago