ବାଣିଜ୍ୟ

ଜେଏସ୍‌ଏଲ୍‌ ପରିସରରେ ଇଭି ଯାନର ଶୁଭାରମ୍ଭ

ଭୁବନେଶ୍ୱର,୧୬।୧୨:ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ଯାଜପୁର ୟୁନିଟ୍‌ ପରିସରରେ ଇଲେକ୍ଟ୍ରି ଭେଇକିଲ (ଇଭି) ଚଳପ୍ରଚଳର ଶୁଭାରମ୍ଭ କରାଯାଇଛି। ବିଶେଷ କରି କମ୍ପାନୀ କର୍ମଚାରୀଙ୍କ ଯାତାୟାତ ପାଇଁ କାରଖାନା…

3 years ago

ହିନ୍ଦୀ ଭାଷା ବ୍ୟବହାର କରିବାକୁ ରେଳ କର୍ମଚାରୀଙ୍କୁ ପରାମର୍ଶ

ଭୁବନେଶ୍ୱର,୧୬।୧୨:ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଆର୍‌.ଏନ୍‌.ସୁନକରଙ୍କ ଅଧ୍ୟକ୍ଷତାରେ ଗୁରୁବାର ୪୯ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ବୟନ କମିଟିର ଯୁଗ୍ମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପ୍ରମୁଖ ବିଭାଗୀୟ ଅଧିକାରୀବୃନ୍ଦ,…

3 years ago

ଦିନକରେ ୩ ଲକ୍ଷ କୋଟିର ନିବେଶ ହରାଇଲେ ନିବେଶକ

ନୂଆଦିଲ୍ଲୀ,୧୬।୧୨:ଜାତୀୟ ଓ ଅନ୍ତର୍ଜାତୀୟ ସମସ୍ୟା ସାଙ୍ଗକୁ ଆମେରିକୀୟ ଫେଡେରାଲ ରିଜର୍ଭ ତା’ର ସୁଧ ହାରରେ ୦.୫୦% ବୃଦ୍ଧି କରିବା ଯୋଗୁ ଗୁରୁବାର ଭାରତୀୟ ଷ୍ଟକ୍‌ ବଜାରରେ ଏକ…

3 years ago

‘ନେଟ୍‌ ଜିରୋ ତ୍ୱରାନ୍ବିତକୁ ଗୁରୁତ୍ୱାରୋପ’

ଭୁବନେଶ୍ୱର,୧୫।୧୨: ବେଦାନ୍ତ ଆଲୁମିନିୟମ ପକ୍ଷରୁ ନିକଟରେ ଜାତୀୟ ଶକ୍ତି ସଂରକ୍ଷଣ ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ନେଟ୍‌ ଜିରୋକୁ ଅଧିକରୁ ଅଧିକ ତ୍ୱରାନ୍ବିତ କରିବା…

3 years ago

ଇମ୍ଫାକୁ ଫିକି ସିଏସ୍‌ଆର୍‌ ଆଓ୍ବାର୍ଡ

ନୂଆଦିଲ୍ଲୀ,୧୫।୧୨: ଇଣ୍ଡିଆନ ମେଟାଲ ଆଣ୍ଡ ଫେରୋ ଆଲଏଜ୍‌ (ଇମ୍ପା)କୁ ଆଉ ଏକ ସମ୍ମାନ ଓ ସଫଳତା ମିଳିଥିବା ଜଣାପଡ଼ିଛି। ଏପରିକି କମ୍ପାନୀର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ (ସିଏସ୍‌ଆର୍‌)…

3 years ago

‘ବିଶ୍ୱସନୀୟ ଡିଜିଟାଲ ଯୋଗାଯୋଗ ପାଲଟିଛି’

ନୂଆଦିଲ୍ଲୀ,୧୫।୧୨: ଦେଶର ପ୍ରମୁଖ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଟ୍ରୁକଲର ଆପ୍‌ ମାଧ୍ୟମରେ ଡିଜିଟାଲ ଗଭର୍ନମେଣ୍ଟ ଡାଇରେକ୍ଟୋରିର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଭାରତର ନାଗରିକ ଓ…

3 years ago

ଭୋଲ୍‌ଟାସର ଏକ୍ସକ୍ଲୁସିଭ ବ୍ରାଣ୍ଡ୍‌ ଶପ୍‌ ଉଦ୍‌ଘାଟିତ

ଭୁବନେଶ୍ୱର,୧୫।୧୨: ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ତଥା ଟାଟା ଗ୍ରୁପ୍‌ର ଅନ୍ୟତମ ସଂସ୍ଥା ଭୋଲ୍‌ଟାସର ଆଉ ଏକ ବ୍ରାଣ୍ଡ୍‌ ଶପ୍‌ର ଶୁଭାରମ୍ଭ ହୋଇଯାଇଛି। ଏପରିକି କମ୍ପାନୀର ସ୍ବୀକୃତିପ୍ରାପ୍ତ…

3 years ago

ଶ୍ୟାମ୍‌ ଷ୍ଟିଲ୍‌ ପ୍ରଚଳନ କରୁଛି ଜି ହଜୁର

ଭୁବନେଶ୍ୱର,୧୫।୧୨: ପ୍ରାଇମେରି ଟିଏମ୍‌ଟି ବାର୍‌ର ଅଗ୍ରଣୀ ଉପତ୍ାଦନକାରୀ ତଥା ବିନିର୍ମାଣକାରୀ ଶ୍ୟାମ୍‌ ଷ୍ଟିଲ୍‌ ସମସ୍ତ ନିର୍ମାଣ ସାମଗ୍ରୀ ନିମନ୍ତେ ଏକ ନୂଆ ଯୁଗର ବି୨ବି ବଜାରସ୍ଥଳ ଜି…

3 years ago

ପ୍ରାଥମିକ କ୍ଷେତ୍ରରେ ୧୯% ବୃଦ୍ଧି ପାଇଛି ଋଣ ଆକଳନ

ଭୁବନେଶ୍ୱର,୧୫।୧୨: ନାବାର୍ଡ ପକ୍ଷରୁ ଆୟୋଜିତ ଷ୍ଟେଟ୍‌ କ୍ରେଡିଟ୍‌ ସେମିନାର ବୁଧବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସେମିନାରରେ ନାବାର୍ଡ ଦ୍ୱାରା ପ୍ରସ୍ତୁତ ‘ଷ୍ଟେଟ ଫୋକସ୍‌ ପେପର୍‌ ୨୦୨୩-୨୪’ ପୁସ୍ତିକାର…

3 years ago

ଆଶ୍ୱାସନା ଦେଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବୁଧବାର ମୁଦ୍ରାସ୍ଫୀତିକୁ ନେଇ ଲୋକ ସଭାରେ ଆଶ୍ୱାସନା ଦେଇଛନ୍ତି। ମୁଦ୍ରାସ୍ଫୀତି ଆହୁରି ହ୍ରାସ କରିବାକୁ ସରକାର ପଦକ୍ଷେପ ନେବେ ବୋଲି…

3 years ago