ବାଣିଜ୍ୟ

ଓଡ଼ିଶାକୁ ମିଳିଲା ୫୨୪ କୋଟିର ଜିଏସ୍‌ଟି କ୍ଷତିପୂରଣ

ନୂଆଦିଲ୍ଲୀ,୨୬।୧୧: ଚଳିତ ଆର୍ଥିକ ବର୍ଷର ପ୍ରଥମ ୩ ମାସ (ଏପ୍ରିଲରୁ ଜୁନ୍‌)ର ଅବଧି ପାଇଁ କେନ୍ଦ୍ର ସରକାର ବଳକା ଜିଏସ୍‌ଟି କ୍ଷତିପୂରଣ ଆକାରରେ ଓଡ଼ିଶାକୁ ୫୨୪ କୋଟି…

3 years ago

କାନନର ଫଟୋକପି ମଡେଲ ପ୍ରଦର୍ଶିତ

କଟକ,୨୫।୧୧:କାନନ ଇଣ୍ଡିଆ ଓ ଗାୟତ୍ରୀ ଡକ୍ୟୁଟେକ୍ସ ପ୍ରାଇଭେଟ ଲିମିଟେଡ୍‌ର ମିଳିତ ଉଦ୍ୟମରେ ସ୍ଥାନୀୟ ବାଦାମବାଡ଼ି ନିକଟସ୍ଥ ଏକ ହୋଟେଲ ପରିସରରେ କାନନ ଫଟୋ କପି ମଡେଲର ପ୍ରଦର୍ଶନୀ…

3 years ago

ପୁଣେରେ ଜିଓ ଟ୍ରୁ -୫ଜି ସେବା ଉପଲବ୍ଧ

ମୁମ୍ବାଇ,୨୫।୧୧:ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ଜିଓର ଜିଓ ଟ୍ରୁ-୫ଜି ସେବା ବର୍ତ୍ତମାନ ମହାରାଷ୍ଟ୍ରର ପୁଣେ ସହରରେ ଉପଲବ୍ଧ ହେଉଛି ବୋଲି କମ୍ପାନୀ ପକ୍ଷରୁ ଘୋଷଣା କରାଯାଇଛି। ଫଳରେ…

3 years ago

‘ଟେଲିକମ୍‌ କ୍ଷେତ୍ରରେ ଇଏସ୍‌ଜି ପ୍ରଦର୍ଶନ’

ମୁମ୍ବାଇ,୨୫।୧୧: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓକୁ ନିକଟରେ ଆଉ ଏକ ସମ୍ମାନଜନକ ‘ଟେଲିକମ୍‌ କ୍ଷେତ୍ରରେ ଇଏସ୍‌ଜି ପ୍ରଦର୍ଶନ’ ପୁରସ୍କାର ପ୍ରଦାନ କରାଯାଇଛି। ଉଲ୍ଲେଖଯୋଗ୍ୟ, ମୁମ୍ବାଇଠାରେ…

3 years ago

ବିସ୍‌ଲେରିକୁ କିଣିପାରେ ଟାଟା

ନୂଆଦିଲ୍ଲୀ,୨୫।୧୧:ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ଟାଟା ଗ୍ରୁପ୍‌ ପ୍ରାୟ ୭୦୦୦ କୋଟି ଟଙ୍କାରେ ପ୍ୟାକେଜିଂ ଓ୍ବାଟର କମ୍ପାନୀ ବିସ୍‌ଲେରିକୁ କିଣିପାରେ ବୋଲି ଚର୍ଚ୍ଚା ହେଉଛି। ଏପରିକି ଟାଟା…

3 years ago

ସର୍ବୋଚ୍ଚ ସ୍ତରରେ ସେନ୍‌ସେକ୍ସ

ନୂଆଦିଲ୍ଲୀ,୨୫।୧୧:ଭାରତୀୟ ଶେୟାର ବଜାରର କାରବାର ପୁଣି ଥରେ ଶିଖରରେ ପହଞ୍ଚତ୍ଛି। ଏପରିକି ଚଳିତ ସପ୍ତାହର ୪ର୍ଥ ଦିବସର କାରବାର ଅର୍ଥାତ୍‌ ଗୁରୁବାର ସେନ୍‌ସେକ୍ସ ୭୬୨.୧୦ ପଏଣ୍ଟ ବଢ଼ି…

3 years ago

ରାଜସ୍ବ ବୃଦ୍ଧି ଯୋଜନା : ନୂଆ ସମ୍ପତ୍ତିର ଚିହ୍ନଟ ପାଇଁ ସମସ୍ତ ମନ୍ତ୍ରଣାଳୟକୁ କେନ୍ଦ୍ରର ନିର୍ଦ୍ଦେଶ…

ନୂଆଦିଲ୍ଲୀ,୨୪।୧୧ : କେନ୍ଦ୍ର ସରକାର ସମସ୍ତ ମନ୍ତ୍ରଣାଳୟ ଏବଂ ବିଭାଗକୁ ନୂତନ ସମ୍ପତ୍ତି ଚିହ୍ନଟ କରିବାକୁ କହିଛନ୍ତି ଯାହା ଦ୍ୱାରା ସେସବୁର ଶୀଘ୍ର ମୁଦ୍ରୀକରଣ ହୋଇପାରିବେ। ଯାହାଦ୍ୱାରା…

3 years ago

ଆକ୍ସିସ ବ୍ୟାଙ୍କ-ଫ୍ଲିପ୍‌କାର୍ଟର ସହଯୋଗିତା

ନୂଆଦିଲ୍ଲୀ,୨୪।୧୧: ଆକ୍ସିସ ବ୍ୟାଙ୍କ ଓ ଫ୍ଲିପ୍‌କାର୍ଟ ମଧ୍ୟରେ ଏକ ଦ୍ୱିପାକ୍ଷିକ ବ୍ୟବସାୟିକ ସହଯୋଗିତା ସ୍ଥାପନ କରାଯାଇଛି। ସୁପର ଇଲାଇଟ୍‌ କ୍ରେଡିଟ୍‌ କାର୍ଡର ଶୁଭାରମ୍ଭ ଲାଗି ଏହି ସହଯୋଗିତା…

3 years ago

ରାଜସୁନାଖଳାରେ ଟ୍ରେଣ୍ଡ୍‌ସ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୪।୧୧: ରିଲାଏନ୍ସ ରିଟେଲ୍‌ର ଆପାରେଲ ଏବଂ ଆସେସୋରି ସ୍ପେଶାଲିଟି ଚେନ୍‌ ‘ଟ୍ରେଣ୍ଡ୍‌ସ’ର ଆଉ ଏକ ଷ୍ଟୋର ଓଡ଼ିଶା ବଜାରରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ନିକଟରେ ନୟାଗଡ଼ ଜିଲା…

3 years ago

ବଜାଜ୍‌ ଅଲ୍‌ ନ୍ୟୁ ପଲ୍‌ସର ପି୧୫୦ର ଶୁଭାରମ୍ଭ

ନୂଆଦିଲ୍ଲୀ,୨୪।୧୧: ଦେଶର ପ୍ରମୁଖ ୨ ଚକିଆ ଯାନ ନିର୍ମାତା ‘ବଜାଜ୍‌ ଅଟୋ’ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ପଲ୍‌ସର ସିରିଜ୍‌ର ନୂଆ ବାଇକ୍‌ ବଜାଜ୍‌…

3 years ago