ଭୁବନେଶ୍ୱର,୮।୯: ୟୁନିୟନ ବ୍ୟାଙ୍କ ଅଫ୍ ଇଣ୍ଡିଆ (ୟୁବିଓଆଇ)ର ବାଲୁଗଁା ଶାଖା ନବୀକରଣ ପରିସର ସହ ୟୁନିୟନ ଗୋଲ୍ଡ ଲୋନ୍ ପଏଣ୍ଟ ଏବଂ ଏଟିଏମ୍ ଲବି ଆଦିର ଶୁଭାରମ୍ଭ…
ଭୁବନେଶ୍ୱର,୮।୯: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍ସେଲର ମିତ୍ତଲ-ନିପନ ଷ୍ଟିଲ୍ (ଏଏମ୍-ଏନ୍ଏସ୍) ଇଣ୍ଡିଆ ପକ୍ଷରୁ ବୁଧବାର ଆୟୋଜିତ ସମ୍ବର୍ଦ୍ଧନା ସମାରୋହରେ ଓଡ଼ିଶା ଜଗରନଟ୍ସର ଖେଳାଳିମାନଙ୍କୁ ଉସତ୍ାହିତ କରିବା…
ନୂଆଦିଲ୍ଲୀ,୭।୯: ଦେଶର ପ୍ରମୁଖ ପିଓର-ପ୍ଲେ କ୍ରେଡିଟ୍ କାର୍ଡ ଜାରିକର୍ତ୍ତା ଏସ୍ବିଆଇ କାର୍ଡ ପକ୍ଷରୁ ନିକଟରେ ‘କ୍ୟାଶ୍ବ୍ୟାକ୍ ଏସ୍ବିଆଇ କାର୍ଡ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। କ୍ୟାଶ୍ବ୍ୟାକ୍ ଏସ୍ବିଆଇ…
ନୂଆଦିଲ୍ଲୀ,୭।୯: ଆକ୍ସିସ୍ ବ୍ୟାଙ୍କ ପକ୍ଷରୁ ନୂତନ ଅଭିଯାନ ‘ଦିଲ୍ ସେ ଓପୋନ୍-ଆପ୍କେ ଲିଏ’ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଲୋୟେ ପକ୍ଷରୁ ପ୍ରସ୍ତୁତ କରାଯାଇଥିବା ଏହି…
ଭୁବନେଶ୍ୱର,୭।୯: ଆର୍ସଲର ମିତ୍ତଲ-ନିପ୍ପନ୍ ଷ୍ଟିଲ୍ ଇଣ୍ଡିଆ (ଏଏମ୍ଏନ୍ଏସ୍ ଇଣ୍ଡିଆ) ଏହାର ଦକ୍ଷତା ଉନ୍ନୟନ କାର୍ଯକ୍ରମ ଅଧୀନରେ ଏକ ସିଏସ୍ଆର୍ ପଦକ୍ଷେପକୁ ତ୍ୱରାନ୍ବିତ କରିବାକୁ ଯାଇ ସରକାରୀ ଶିଳ୍ପ…
ନୂଆଦିଲ୍ଲୀ,୭।୯: ଗତ ଆର୍ଥିକ ବର୍ଷରେ ଭାରତର ବିଦେଶୀ ଋଣ ହାର ପୂର୍ବ ବର୍ଷ ତୁଳନାରେ ଅନେକ ମାତ୍ରାରେ ବୃଦ୍ଧି ପାଇଛି। ଏପରିକି ସରକାରଙ୍କ ପକ୍ଷରୁ ଜାରି ପରିସଂଖ୍ୟାନ…
ନୂଆଦିଲ୍ଲୀ,୭।୯: ଗତ କିଛି ମାସ ହେବ ସାରା ବିଶ୍ୱରେ ମାନ୍ଦାବସ୍ଥା ଜାରି ରହିଛି। ଏପରିକି ମୁଦ୍ରା ବିନିମୟ ବଜାରରେ ଘୋର ଅସ୍ଥିରତା ସତ୍ତ୍ବେ ମଧ୍ୟ ଆମେରିକୀୟ ଡଲାର…
ନୂଆଦିଲ୍ଲୀ,୬।୯: ପଟ୍ରୋଲିୟମ ସାମଗ୍ରୀ ଏବଂ ଅଶୋଧିତ ତୈଳ ଉପରେ ଓ୍ବିଣ୍ଡଫଲ୍ ଟ୍ୟାକ୍ସ ଅତିରିକ୍ତ ନୁହେଁ, ଶିଳ୍ପସଂସ୍ଥା ସହ ନିୟମିତ ପରାମର୍ଶକ୍ରମେ ଏହି ଟିକସ ଲାଗୁ ହୋଇଥିବା ଅର୍ଥମନ୍ତ୍ରୀ…
ନୂଆଦିଲ୍ଲୀ,୬ା୯: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ମୋରିସ ଗ୍ୟାରେଜ (ଏମ୍ଜି)ର ବହୁ ପ୍ରତୀକ୍ଷିତ ଆଡ୍ଭାନ୍ସଡ୍ ଗ୍ଲୋଷ୍ଟର୍ର ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ଏମ୍ଜି ମୋଟର ପକ୍ଷରୁ…
ଭୁବନେଶ୍ୱର,୬।୯(ବ୍ୟୁରୋ): ରାଜ୍ୟର ପ୍ରଥମ ଟେକ୍ନୋଲୋଜିଭିତ୍ତିକ କନ୍ଷ୍ଟ୍ରକ୍ଶନ କମ୍ପାନୀ ଓରିହୋମ୍ କନ୍ଷ୍ଟ୍ରକ୍ଶନ ପ୍ରାଇଭେଟ୍ ଲିମିଟେଡ୍ ପକ୍ଷରୁ ଗୃହ ନିର୍ମାଣ ସଲ୍ୟୁଶନ ସମ୍ପର୍କରେ ଘୋଷଣା ହୋଇଛି। କମ୍ପାନୀ ବିଶେଷ କରି…