ବାଣିଜ୍ୟ

ନିବେଶକଙ୍କୁ ୩୧ ଲକ୍ଷ କୋଟି ଲାଭ

ମୁମ୍ବାଇ, ୨।୮:  ଚଳିତ ଆର୍ଥତ୍କବର୍ଷରେ ଭାରତୀୟ ପୁଞ୍ଜି ବଜାରର ପ୍ରଦର୍ଶନ ବେଶ୍‌ ଭଲ ରହିଛି। ମାତ୍ର ୪ ମାସରେ ନିବେଶକ ୩୧ ଲକ୍ଷ କୋଟି ଟଙ୍କାର ସମ୍ପତ୍ତି…

4 years ago

ଗ୍ରାହକଙ୍କ ବିଶ୍ୱାସ ଲୋକପ୍ରିୟ ବ୍ରାଣ୍ଡ୍‌ କରିଛି

ଏଲ୍‌ଜି ପାଇଁ ଓଡ଼ିଶା ବଜାର କିଭଳି ଗୁରୁତ୍ୱ ରଖୁଛି? ସାରା ଦେଶରେ ଆମର କାରବାର ବେଶ୍‌ ଭଲ ରହିଛି। ପ୍ରମୁଖ ବ୍ୟବସାୟ କ୍ଷେତ୍ର ମଧ୍ୟରେ ଓଡ଼ିଶା ବଜାର…

4 years ago

‘ଓୟୋ’ ଅଂଶଧନ କିଣିବ ମାଇକ୍ରୋସଫ୍ଟ

ନୂଆଦିଲ୍ଲୀ,୧।୮:  ବିଶ୍ୱର ଅଗ୍ରଣୀ ସଫ୍ଟଓ୍ବେର କମ୍ପାନୀ ‘ମାଇକ୍ରୋସଫ୍ଟ’ ଖୁବ୍‌ଶୀଘ୍ର ସହଜ ଓ ସୁଲଭ ମୂଲ୍ୟରେ ଆତିଥେୟତା ଯୋଗାଇ ଦେଉଥିବା ଭାରତୀୟ କମ୍ପାନୀ ଓୟୋକୁ ଅଧିଗ୍ରହଣ କରିପାରେ ବୋଲି ସୂଚନା…

4 years ago

୧୦ ମିନିଟ୍‌ରେ ହେବ ଚାର୍ଜ: ଥରକେ ୧୦୦୦ କିଲୋମିଟର ଗଡ଼ିବ ଏହି ଇଲେକ୍ଟ୍ରିକ୍‌ କାର୍‌

ଚାଇନାର ଅଟୋ କମ୍ପାନୀ GAC ନିଜର ନୂଆ ଏକ ଇଲେକ୍ଟ୍ରିକ୍‌ କାର୍‌ ଲଞ୍ଚ୍‌ କରିବାକୁ ଯାଉଛି। ଏହି କାର୍‌ ମାତ୍ର ୧୦ ମିନିଟ୍‌ରେ ପୂରା ଚାର୍ଜ ହେବ।…

4 years ago

ମୋରାଟୋରିୟମ ବେଳେ ଜମାକାରୀଙ୍କ ସମସ୍ୟା ରହିବନି

ନୂଆଦିଲ୍ଲୀ,୨୯।୭: ବ୍ୟାଙ୍କ ଉପରେ କୌଣସି କାରଣବଶତଃ ଯଦି ମୋରାଟୋରିୟମ ଲାଗେ ତେବେ ନିଜ ଜମା ଅର୍ଥ ରାଶି ଉଠାଣ ନେଇ ଜମାକାରୀଙ୍କୁ ବେଶି ସମସ୍ୟା ସାମ୍ନା କରିବାକୁ…

4 years ago

ପର୍ଯ୍ୟାପ୍ତ ନୁହେଁ ପ୍ରୋତ୍ସାହନ ପ୍ୟାକେଜ

ନୂଆଦିଲ୍ଲୀ, ୨୯।୭:  ଅର୍ଥ ବ୍ୟବସ୍ଥା କରୋନା ମହାମାରୀ ଯୋଗୁ ସଙ୍କଟ ସ୍ଥିତି ଦେଇ ଗତି କରୁଛି। ଗତ ଆର୍ଥତ୍କ ବର୍ଷରେ ଦେଶର ମୋଟ ଘରୋଇ ଉତ୍ପାଦ (ଜିଡିପି)-୭.୩% ରହିଛି।…

4 years ago

ମୋବାଇଲ ବ୍ୟବହାରରେ ଭାରତ ତୃତୀୟ

ନୂଆଦିଲ୍ଲୀ, ୨୬।୭:  ବର୍ତ୍ତମାନ ମୋବାଇଲ ଫୋନ ଲୋକଙ୍କ ଜୀବନରେ ଏକ ଅଭିନ୍ନ ଅଙ୍ଗ ପାଲଟିଛି। ଏମିତି ମଧ୍ୟ କିଛି କାମ ରହିଛି, ଯାହା ବିନା ମୋବାଇଲରେ ହେବା ଅସମ୍ଭବ।…

4 years ago

୨୨.୨ ଲକ୍ଷ କୋଟିର ଟିକସ ଆଦାୟ ଲକ୍ଷ୍ୟ

ନୂଆଦିଲ୍ଲୀ, ୨୬।୭: କେନ୍ଦ୍ର ସରକାର ଚଳିତ ଆର୍ଥତ୍କବର୍ଷରେ ଅଧିକ ଟିକସ ଆଦାୟ କରିପାରନ୍ତି। ଏହି ଅବଧିରେ ୨୨.୨ ଲକ୍ଷ କୋଟି ଟଙ୍କାର ଟିକସ ସଂଗ୍ରହ ଲକ୍ଷ୍ୟ ରଖାଯାଇଛି।…

4 years ago

୨୦୪୭ ବେଳକୁ ଭାରତ ହେବ ଧନୀ ରାଷ୍ଟ୍ର

ଭୁବନେଶ୍ୱର,୨୬।୭: ଭାରତରେ ଗତ ୩ ଦଶକ ମଧ୍ୟରେ ହୋଇଥିବା ଆର୍ଥିକ ସୁଧାରର ଲାଭ ଦେଶର ସବୁ ନାଗରିକଙ୍କୁ ସମାନ ଭାବେ ମିଳିନାହିଁ ବୋଲି ଆଶଙ୍କା କରିଛନ୍ତି ରିଲାଏନ୍ସ…

4 years ago

ଇ-ଯାନ କିଣିବାକୁ ୯୦% ଆଗ୍ରହୀ

ନୂଆଦିଲ୍ଲୀ, ୨୬।୭: ପେଟ୍ରୋଲ ଏବଂ ଡିଜେଲର ଲଗାତର ଦର ବୃଦ୍ଧି ଲୋକଙ୍କ ଚିନ୍ତା ବଢ଼ାଇଛି। ଏ କ୍ଷେତ୍ରରେ ଇ-ଯାନ ଏକ ପ୍ରମୁଖ ବିକଳ୍ପ ଭାବେ ଉଭା ହୋଇଛି।…

4 years ago