ଭୁବନେଶ୍ୱର,୨୭।୧୨: ଦେଶ ବିକାଶରେ ଭାଗୀଦାରି ହେବା ପାଇଁ ଦେଶବାସୀଙ୍କ ମଧ୍ୟରେ ଉତ୍ସାହ ରହିଛି। ଯାହାର ଫଳ ସ୍ବରୂପ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ୪.୪୩ କୋଟିରୁ ଊର୍ଦ୍ଧ୍ୱ ଆୟକର…
ନୂଆଦିଲ୍ଲୀ,୨୭।୧୨: ବିଶ୍ୱର ପ୍ରମୁଖ ଆଇଟି କମ୍ପାନୀ ଗୁଗଲ ରୁଷିଆରେ ନିଷିଦ୍ଧ ଥିବା ବିଭିନ୍ନ କଣ୍ଟେଣ୍ଟଗୁଡିକୁ ତା’ର ସର୍ଚ୍ଚ ଇଞ୍ଜିନ ଜରିଆରେ ସର୍ବସାଧାରଣ କରି ଦେଖାଉଥିବା ଅଭିଯୋଗ ହୋଇଥିଲା।…
ନୂଆଦିଲ୍ଲୀ,୨୭।୧୨: ଦେଶର ଅଣ ସଂଗଠିତ କ୍ଷେତ୍ରର କାର୍ଯ୍ୟ କରୁଥିବା ପ୍ରତି ୩ ଜଣରେ ଜଣେ ଶ୍ରମିକ ଇ-ଶ୍ରମ ପୋର୍ଟାଲରେ ପଞ୍ଜୀକୃତ କରିଥିବା କୁହାଯାଇଛି। ବର୍ତ୍ତମାନ ସୁଦ୍ଧା ଏହି…
ନୂଆଦିଲ୍ଲୀ, ୨୭।୧୨: ଘରୋଇ ଉଦ୍ୟୋଗଗୁଡ଼ିକର ବିକାଶକୁ ଦୃଷ୍ଟିରେ ରଖି ଭାରତ ପକ୍ଷରୁ ଚାଇନାକୁ ବଡ଼ ଝଟ୍କା ଦିଆଯାଇଛି। ଚାଇନାରୁ ଶସ୍ତା ଆମଦାନୀ ରୋକିବା ଲାଗି କେତେକ ଆଲୁମିନିୟମ୍…
ଲଣ୍ଡନ,୨୭ା୧୨: କୋଭିଡ୍-୧୯ ମହାମାରୀ ସାରା ବିଶ୍ୱର ଆର୍ଥିକ ସ୍ଥିତିକୁ ଦୋହଲାଇ ଦେଇଥିବାବେଳେ ରାଷ୍ଟ୍ରଗୁଡ଼ିକ ଏବେ ଅଣ୍ଟା ସଳଖି ଛିଡ଼ାହେବା ଆରମ୍ଭ କରିଛନ୍ତି। ହେଲେ କ୍ରମବର୍ଦ୍ଧିଷ୍ଣୁ ମୁଦ୍ରାସ୍ଫୀତି ଓ…
ବେଙ୍ଗାଲୁରୁ,୨୬ା୧୨: ଚଳିତ ବର୍ଷ କୋଭିଡ୍ କଟକଣା ଯୋଗୁ ଉପତ୍ାଦନ ଓ ଆମଦାନୀରେ ଅନେକ ସମସ୍ୟା କାରଣରୁ ଖାଇବାତେଲର ଦର ଅନେକାଂଶରେ ବୃଦ୍ଧି ପାଇଥିଲା। ଫଳରେ ଖାଉଟି ସରକାରଙ୍କ ଉପରେ…
ଜଳନ୍ଦର,୨୬ା୧୨: ଦେଶର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଲଭ୍ଲି ପ୍ରୋଫେସନାଲ ୟୁନିଭର୍ସିଟି (ଏଲ୍ପିୟୁ)ର ବିଟେକ୍ (ଇସିଇ) ୨ୟ ବର୍ଷ ଛାତ୍ରୀ ଜାହ୍ନବୀ ଡାଙ୍ଗେଟି ବିଶ୍ୱବିଦ୍ୟାଳୟ ପାଇଁ ସୁନାମ ଆଣିଛନ୍ତି। ସେ ପ୍ରଥମ…
ନୂଆଦିଲ୍ଲୀ,୨୬ା୧୨: ବିଶ୍ୱର ଅଗ୍ରଣୀ ଆଇଟି ସେବା ପ୍ରଦାନକାରୀ ଓ୍ବେବ୍ସାଇଟ ଗୁଗଲକୁ ପଛରେ ପକାଇ ୧ନମ୍ବର ସ୍ଥାନରେ ପହଞ୍ଚତ୍ଛି ଚାଇନାର ଟିକ୍ଟକ୍ । ୨୦୨୧ରେ ବିଶ୍ବର ସର୍ବାଧିକ ଲୋକ ଟିକ୍ଟକ୍କୁ…
ନୂଆଦିଲ୍ଲୀ,୨୬ା୧୨: ରାମରାଜ କଟନ କମ୍ପାନୀ ଭାରତର ଏକ ଅଗ୍ରଣୀ ଟେକ୍ସଟାଇଲ ପ୍ରତିଷ୍ଠାନ। ଏହା ଗତ ୩୮ ବର୍ଷ ହେବ ଦେଶବାସୀଙ୍କୁ ସେବା ଯୋଗାଇ ଆସୁଛି। ଗୁଣାତ୍ମକ ସାମଗ୍ରୀ…
ଦେଶର ସୁରକ୍ଷା ଓ ଆଇନ ଶୃଙ୍ଖାଳାକୁ ଗୁରୁତ୍ୱଦେଇ ସରକାର ଏକ ନୂଆ ନିୟମ ଟେଲିକମ୍ ମନ୍ତ୍ରଣାଳୟ ଜରିଆରେ ଲାଗୁ କରିବାକୁ ଯୋଜନା କରିଛନ୍ତି। ଫଳରେ ଡିପାର୍ଟମେଣ୍ଟ ଅଫ୍…