ନୂଆଦିଲ୍ଲୀ,୨୩।୧୨: କାଟାମାରାନ୍ ଓ ଆମାଜନର ଯୌଥ ଉଦ୍ୟୋଗ ‘ପ୍ରିଓନି ବିଜନେସ ସର୍ଭିସେସ୍ ପ୍ରାଇଭେଟ୍ ଲିମିଟେଡ୍’ର ସମସ୍ତ ଆବଶ୍ୟକୀୟ ନିୟାମକ ମଂଜୁରି ହାସଲ ସହ ଆମାଜନ୍ ଏହାକୁ ଅଧିଗ୍ରହଣ…
ମୁମ୍ବାଇ,୨୩।୧୨: କୋଭିଡ୍ ସଂକ୍ରମଣର ନୂଆ ଭାରିଆଣ୍ଟ ଓମିକ୍ରନ୍ର ଭୟର ବାତାବରଣ ମଧ୍ୟରେ କ୍ରମାଗତ ୨ୟ ଦିନ ପାଇଁ ଶେୟାର ବଜାରରେ ଉସତ୍ାହ ଦେଖାଦେଇଛି। ବିଗତ ଦିନର ବିଭିନ୍ନ କାରଣ…
ନୂଆଦିଲ୍ଲୀ,୨୨ା୧୨: ଏଣିକି ଅନ୍ଲାଇନ୍ ଶପିଂ ପାଇଁ ଆଉ ଲୋଡ଼ା ପଡ଼ିବନି ଡେବିଟ୍ କିମ୍ବା କ୍ରେଡିଟ୍ କାର୍ଡ। ଆମାଜନ, ଫ୍ଲିପ୍ କାର୍ଡ ଏବଂ ବିଗ୍ ବାସ୍କେଟ ଆପଣଙ୍କ ପସନ୍ଦର…
ନୂଆଦିଲ୍ଲୀ,୨୦।୧୨: ଚଳିତବର୍ଷ ଡିସେମ୍ବର ମଧ୍ୟଭାଗ ସୁଦ୍ଧା ଦେଶର ଆଭନ୍ତରୀଣୟ ପ୍ରତ୍ୟକ୍ଷ ଟିକସ ଆଦାୟ ୪୦% ବୃଦ୍ଧି ଘଟି ୯.୫ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଛି। ଫଳରେ ବଜେଟରେ…
ନୂଆଦିଲ୍ଲୀ,୨୦।୧୨: କେନ୍ଦ୍ର ସରକାର ୨୦୨୨ ଜାନୁୟାରୀରେ ୪ ଶ୍ରମ ଆଇନ (ୱେଜ୍ କୋଡ୍) ଲାଗୁ କରିବାକୁ ଯାଉଛନ୍ତି ବୋଲି ସୂଚନା ମିଳିଛି। ଏହି ନୂତନ ଆଇନ ଲାଗୁ…
ଭାରତରେ ଶେଷ ଥର ପାଇଁ ହୋଇଥିବା ଘରୋଇକରଣର ପ୍ରାୟ ୨୦ ବର୍ଷ ପରେ ପୁଣି ଥରେ ୨ ବୃହତ୍ ରାଷ୍ଟ୍ରାୟତ୍ତ କମ୍ପାନୀର ଘରୋଇକରଣ ଚଳିତ ବର୍ଷ ଶେଷ…
ନୂଆଦିଲ୍ଲୀ,୨୦।୧୨: ଦେଶବାସୀଙ୍କୁ ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ସରକାର ପ୍ରତିବର୍ଷ ବଜେଟରେ କୋଟି କୋଟି ଟଙ୍କା ବ୍ୟୟବରାଦ କରୁଛନ୍ତି। ହେଲେ ବାସ୍ତବରେ ଉକ୍ତ ଅର୍ଥ ସ୍ବାସ୍ଥ୍ୟସେବା କ୍ଷେତ୍ରରେ କିପରି…
ନୂଆଦିଲ୍ଲୀ,୨୦।୧୨: ଦେଶର ଶିଳ୍ପ ଓ ବାଣିଜ୍ୟ ନୀତି ନିର୍ଦ୍ଧାରଣ କ୍ଷେତ୍ରରେ ଅଗ୍ରଣୀ ଭୂମିକା ନେଉଥିବା ସଂସ୍ଥା ଫେଡେରେଶନ ଅଫ ଇଣ୍ଡିଆନ୍ ଚ୍ୟାମ୍ବର ଅଫ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (ଫିକି…
ନୂଆଦିଲ୍ଲୀ,୧୯।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ) ପକ୍ଷରୁ ଦେଶର ବହୁ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ ସେବା ଓ ବ୍ୟବସ୍ଥା ସମ୍ପର୍କରେ ଆଲୋଚନା ପାଇଁ ନିକଟରେ କେନ୍ଦ୍ରୀୟ ବ୍ୟାଙ୍କର ୫୯୨ତମ ବୋର୍ଡ…
ଭୁବନେଶ୍ୱର, ୧୭ା୧୨: ଅନିୟମିତ ଜୀବନଶୈଳୀ ଯୋଗୁ ବିଶ୍ୱରେ ମଧୁମେହ ବା ଡାଇବେଟିସ୍ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି, ଯାହାକି ଚିନ୍ତାର କାରଣ ପାଲଟିଛି। ଆମେରିକାରେ ଏବେ ୧୬ନିୟୁତ ଲୋକ…