ମହାମାରୀ କରୋନା ପ୍ରତ୍ୟେକ ଅର୍ଥନୈତିକ କାର୍ଯ୍ୟକଳାପକୁ ଠପ୍ କରି ସମସ୍ତ କ୍ଷେତ୍ରର କ୍ଷତି ସାଧନ କରିଥିଲା। ଏପରି ସଙ୍କଟ ସମୟରେ ଯାନବାହନ ଉଦ୍ୟୋଗର ଭବିଷ୍ୟତ ସମ୍ପର୍କରେ ଧରିତ୍ରୀ…
ଭବିଷ୍ୟତକୁ ସ୍ପଷ୍ଟ ଭାବରେ ଦେଖି ନିଜ କାର୍ଯ୍ୟ ଉପରେ ନିୟନ୍ତ୍ରଣ ରଖିପାରିଲେ ଯାଇ କୌଣସି ବ୍ୟବସାୟରେ ଆଶାନୁରୂପ ସଫଳତା ମିଳିଥାଏ। କିନ୍ତୁ କୋଭିଡ୍-୧୯ ଏକ ଅପ୍ରତ୍ୟାଶିତ ଚ୍ୟାଲେଞ୍ଜ…
ନୂଆଦିଲ୍ଲୀ,୭।୩: ଫୋର୍ବସ୍ ରିୟଲ ଟାଇମ୍ ବିଲିୟନେୟାର ସୂଚୀ ଅନୁସାରେ ଆମାଜନ ସିଇଓ ଜେଫ୍ ବେଜୋସ୍ (୧୭୫.୪ ବିଲିୟନ ଡଲାର) ସହ ବିଶ୍ୱର ୧ନମ୍ବର ଧନୀ ବ୍ୟକ୍ତି ଭାବରେ ପୁଣି…
ସାନ୍ ଫ୍ରାନ୍ସିସ୍କୋ: ଆମେରିକାକୁ ପୁଣି ଟାର୍ଗେଟ କରିଛନ୍ତି ଚାଇନା ଭିତ୍ତିକ ସାଇବର ଆକ୍ରମଣକାରୀ। ଦେଶର ସରକାରୀ ଓ ବେସରକାରୀ ପ୍ରାୟ ୩୦ ହଜାର ସଂସ୍ଥା ଉପରେ ଆକ୍ରମଣ ହୋଇଛି।…
ନୂଆଦିଲ୍ଲୀ,୭ା।୩: ଭାରତ ସରକାରଙ୍କ ସଡ଼କ ଓ ପରିବହନ ମନ୍ତ୍ରଣାଳୟ ପକ୍ଷରୁ ଏପ୍ରିଲ ୧ ପରଠାରୁ ତିଆରି ହେଉଥିବା ସମସ୍ତ କାର୍ରେ ଏୟାର ବ୍ୟାଗ୍କୁ ବାଧ୍ୟତାମୂଳକ କରାଯାଇଛି। କେନ୍ଦ୍ର ସରକାର…
ନୂଆଦିଲ୍ଲୀ : ମ୍ୟାଲେସିଆର ଏୟାରଲାଇନ୍ସ ଏୟାରଏସିଆ ଗ୍ରୁପ୍ ବିଏଚ୍ଡି ଆସନ୍ତା ବର୍ଷ ଫ୍ଲାଇଂ ଟ୍ୟାକ୍ସି ବ୍ୟବସାୟ ଆରମ୍ଭ କରିବାକୁ ଆଗ୍ରହ ପ୍ରକାଶ କରିଛି। କମ୍ପାନୀର ମୁଖ୍ୟ କାର୍ଯ୍ୟନିର୍ବାହୀ…
ନୂଆଦିଲ୍ଲୀ,୭ା୩: ପୂର୍ବ ଆନ୍ଧ୍ର ଏବଂ କର୍ପୋରେଶନ ବ୍ୟାଙ୍କ ଗୁଡିକର ଆଇଏଫଏସସି କୋଡର ପରିବର୍ତ୍ତନ କରାଯାଇଛି।୨୦୨୧ ଏପ୍ରିଲ ୧ରୁ ଏହି ୨ଟି ବ୍ୟାଙ୍କର ପୂର୍ବ ଆଇଏଫଏସସି ଆଉ ଚଳିବ…
ନୂଆଦିଲ୍ଲୀ,୭।୩: ଦେଶର ବହୁ ଲୋକଙ୍କୁ ସୁନା ବଦଳରେ ଋଣ ଦେଉଥିବା ଅଗ୍ରଣୀ ଘରୋଇ କମ୍ପାନୀ ମୁଥୁଟ ଗ୍ରୁପର ଚେୟାରମ୍ୟାନ୍ ଏମ.ଜି. ଜର୍ଜ ମୁଥୁଟ୍ଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ତାଙ୍କୁ…
ନୂଆଦିଲ୍ଲୀ,୭।୩: ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ଶନିବାର ରେକର୍ଡ ସ୍ତରରେ ପହଞ୍ଚିଛି। ଫଳରେ ଅନ୍ତର୍ଜାତୀୟ ବଜାରରେ ତୈଳ ବ୍ୟାରେଲ ପିଛା ଦର ୧.୪୫% ବୃଦ୍ଧି ପାଇ ୬୭.୭୧…
କଳାମନ୍ଦିର ଓଡ଼ିଶାବାସୀଙ୍କ ଶ୍ରଦ୍ଧା ଓ ଭଲପାଇବାକୁ ସାଉଁଟି ଏକ ପାରିବାରିକ ବ୍ରାଣ୍ଡ୍ ପାଲଟିଯାଇଛି। ୧୯୭୭ରେ ପ୍ରଥମ ଷ୍ଟୋର୍ ଆରମ୍ଭ ହେବା ପରଠାରୁ ଏହି ବ୍ରାଣ୍ଡ୍ ସର୍ବୋତ୍ତମ ଗୁଣବତ୍ତା…