ବାଣିଜ୍ୟ

ଜମାକାରୀ ସୁରକ୍ଷିତ ରହିଲେ ବ୍ୟାଙ୍କ ବଞ୍ଚତ୍ପାରିବ

ନୂଆଦିଲ୍ଲୀ, ୧୩|୧୨:  ବ୍ୟାଙ୍କଗୁଡ଼ିକୁ ବଞ୍ଚାଇବା ପାଇଁ ଆମକୁ ଜମାକାରୀଙ୍କୁ ସୁରକ୍ଷା ଦେବାକୁ ପଡ଼ିବ। ଏହା କରିବା ଦ୍ୱାରା ଆମେ ବ୍ୟାଙ୍କ ସହିତ ଜମାକାରୀଙ୍କୁ ମଧ୍ୟ ସୁରକ୍ଷିତ ରଖିପାରିବା। ଦେଶର…

5 years ago

୧୦ ବର୍ଷରେ ୫ ଗୁଣା ବୃଦ୍ଧି ପାଇଛି ମ୍ୟୁଚୁଆଲ ଫଣ୍ଡ ଇଣ୍ଡଷ୍ଟ୍ରି…

ନୂଆଦିଲ୍ଲୀ, ୧୨।୧୨: ଦେଶରେ ନିବେଶ ଧାରା ଦ୍ରୁତ ଗତିରେ ବଦଳିବାରେ ଲାଗିଛି। ବ୍ୟାଙ୍କର କମ ସୁଧ ହାର ଯୋଗୁୁ ଲୋକମାନେ ଶୀଘ୍ର ଅନ୍ୟ ନିବେଶ ବିକଳ୍ପ ମୁହାଁ…

5 years ago

ଏବେ ଅଶୋକ ହୋଟେଲ ପାଳି, ୬୦ ବର୍ଷ ପାଇଁ ହୋଇପାରେ ଘରୋଇକରଣ…

ନୂଆଦିଲ୍ଲୀ, ୧୨।୧୨: ଐତିହାସିକ ଅଶୋକ ହୋଟେଲ ବିକ୍ରୟ ପାଇଁ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ ଯୋଜନା ପ୍ରସ୍ତୁତ କରିଛନ୍ତି। ଏହାକୁ ସରକାରଙ୍କ ଉଚ୍ଚାଭିଳାଷୀ ଆସେଟ ମୋନେଟାଇଜେସନ ପ୍ରୋଗ୍ରାମ ଅଧୀନରେ…

5 years ago

ସିଏସ୍‌ଆର୍‌ରେ ରିଲାଏନ୍ସର ସହଯୋଗ ଅନ୍ୟତମ

ମୁମ୍ବାଇ,୧୨।୧୨:  ମୁକେଶ ଅମ୍ବାନୀଙ୍କ ନେତୃତ୍ୱାଧୀନ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ ୨୦୨୦-୨୧ ଆର୍ଥିକ ବର୍ଷରେ କର୍ପୋରେଟ୍‌ ସାମାଜିକ ଦାୟିତ୍ୱବୋଧ (ସିଏସ୍‌ଆର୍‌) ଯୋଗଦାନ କ୍ଷେତ୍ରରେ କମ୍ପାନୀର ଭୂମିକା ଅଗ୍ରଣୀ ରହିଛି। କୋଭିଡ୍‌…

5 years ago

ଆଇଏମ୍‌ଓ କାଉନ୍‌ସିଲକୁ ଭାରତ ପୁନଃନିର୍ବାଚିତ

ଲଣ୍ଡନ,୧୨|୧୨: ଅନ୍ତର୍ଜାତୀୟ ସାମୁଦ୍ରିକ ସଂଗଠନ (ଆଇଏମ୍‌ଓ)ର ୨୦୨୨-୨୩ ଦ୍ୱିବାର୍ଷିକ କାଉନ୍‌ସିଲକୁ ଭାରତ ସଦସ୍ୟ ଭାବେ ପୁନଃନିର୍ବାଚିତ ହୋଇଛି। ଆଇଏମ୍‌ଓ ମୁଖ୍ୟାଳୟ ଲଣ୍ଡନଠାରେ ଗତ ୬ ତାରିଖରୁ ୧୫ ତାରିଖ…

5 years ago

ବୈଦେଶିକ ମୁଦ୍ରା ଭଣ୍ଡାର କମିଲା…

ନୂଆଦିଲ୍ଲୀ,୧୧।୧୨:  ଦେଶର ବୈଦେଶିକ ମୁଦ୍ରା ଭଣ୍ଡାର ୧.୭୮୩ ବିଲିୟନ ଡ଼ଲାର କମି ୬୩୫.୯୦୫ ବିଲିୟନ ଡ଼ଲାରରେ ପହଞ୍ଚିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ…

5 years ago

ଓଡ଼ିଶାର ବିକାଶ ପାଇଁ ତ୍ରିସ୍ତରୀୟ ବୁଝାମଣାପତ୍ର

ଭୁବନେଶ୍ୱର,୯।୧୨: ରାଜ୍ୟର ସଡ଼କ, ରେଳପଥ, ଆଭ୍ୟନ୍ତରୀଣ ଜଳପଥ, ସ୍ଲରି ପରିବହନ, ସାଧାରଣ ପରିବହନ, ବନ୍ଦର ଏବଂ ବିମାନ ଯୋଗାଯୋଗ ଭଳି ସମସ୍ତ ପ୍ରକାର ଲଜିଷ୍ଟିକ୍ସ ଭିତ୍ତିଭୂମିକୁ ନେଇ ଇଣ୍ଡିଆନ…

5 years ago

ସେନ୍‌ସେକ୍ସରେ ୧୦୧୬ ପଏଣ୍ଟ ବୃଦ୍ଧି

ମୁମ୍ବାଇ,୯।୧୨: ଓମିକ୍ରନ୍‌ର ଭୟ ମଧ୍ୟରେ ବୁଧବାର ଦାଲଲ ଷ୍ଟ୍ରିଟ୍‌ରେ ବେଶ୍‌ ଉସତ୍ାହ ଦେଖିବାକୁ ମିଳିଛି। ଗୋଟିଏ ପଟରେ ଭାରତୀୟ ରିର୍ଜଭ ବ୍ୟାଙ୍କ (ଆର୍‌ବିଆଇ) ର ନୂତନ ମୁଦ୍ରାନୀତିକୁ…

5 years ago

ଆରବିଆଇ ମନିଟାରୀ ପଲିସି ଘୋଷଣା, ସାଧାରଣ ଲୋକଙ୍କ ପାଇଁ କିଛି ନାହିଁ…

ନୂଆଦିଲ୍ଳୀ,୮।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ପକ୍ଷରୁ ଏହାର ମୁଦ୍ରା ନୀତି ସମୀକ୍ଷାର ଫଳାଫଳ ପ୍ରକାଶ କରାଯାଇଛି। ଏଥିରେ ନୀତିଗତ ହାରରେ କୌଣସି ପରିବର୍ତ୍ତନ ହୋଇନାହିଁ। ରେପୋ…

5 years ago

୨୦୨୧-୨୨ରେ ୩ କୋଟିରୁ ଊର୍ଦ୍ଧ୍ୱ ବ୍ୟକ୍ତି ଆଇଟିଆର୍‌ରେ ସାମିଲ

ଦେଶର ବିକାଶ ପାଇଁ ଦେଶବାସୀ ପ୍ରତ୍ୟକ୍ଷ ଭାବେ ସହଯୋଗ କରିବାକୁ ଆଗ୍ରହ ପ୍ରକାଶ କରୁଛନ୍ତି ବୋଲି ରବିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଛନ୍ତି। ଏହି ଅବସରରେ ସେ…

5 years ago