ନୂଆଦିଲ୍ଲୀ,୩୦।୬ : କୋଭିଡ୍-୧୯କୁ ନିୟନ୍ତ୍ରଣ କରିବା ଲାଗି କେନ୍ଦ୍ର ସରକାର ସାରା ଦେଶରେ ଲକ୍ଡାଉନ ଘୋଷଣା କରିଥିଲେ। ଏଥିଯୋଗୁ ଘରୋଇ ବଜାରର ଆର୍ଥତ୍କ କାର୍ଯ୍ୟକଳାପ ବର୍ତ୍ତମାନ…
ନୂଆଦିଲ୍ଲୀ,୩୦।୬ : ଲକ୍ଡାଉନରେ ବିଭିନ୍ନ ସମସ୍ୟା ସାମ୍ନା କରିବା ଯୋଗୁ ପ୍ରବାସୀ ଶ୍ରମିକମାନେ ନିଜ ଗାଁକୁ ଚାଲି ଚାଲି ଫେରିଥିବା ଦେଖାଯାଇଥିଲା। ସହରକୁ କାମଧନ୍ଦା ଆଶାରେ ଆସି…
ନୂଆଦିଲ୍ଲୀ,୩୦।୬ : ଦେଶର ମୁଖ୍ୟସ୍ରୋତରେ ରହିଥିବା ଅଧିକାଂଶ କମ୍ପାନୀ ୨୦୧୯-୨୦ ଆର୍ଥତ୍କ ବର୍ଷ ଚତୁର୍ଥ ତ୍ରୈମାସରେ କ୍ଷତି ସହିଛନ୍ତି। ବ୍ୟାଙ୍କ ଏବଂ ସଫ୍ଟଓ୍ବେର ସେବା ଯୋଗାଣ କରୁଥିବା…
ନୂଆଦିଲ୍ଲୀ,୩୦।୬ : ବର୍ତ୍ତମାନ କୋଭିଡ୍ ଯୋଗୁ ପ୍ରଭାବିତ ନିର୍ଦ୍ଦିଷ୍ଟ କ୍ଷେତ୍ରଗୁଡିକ ଲାଗି ରିଜର୍ଭ ବ୍ୟାଙ୍କ ଋଣ ପୁନର୍ଗଠନ ସୁବିଧା ଆଣିପାରେ। ଏଥିଲାଗି ପ୍ରକ୍ରିୟା ଆରମ୍ଭ କରାଯାଇଛି।…
ଭୁବନେଶ୍ୱର,୩୦।୬ : ଆର୍ଥତ୍କ ବର୍ଷ ୨୦୧୯-୨୦ ଲାଗି ହୁଡ୍କୋ ପକ୍ଷରୁ ଆର୍ଥତ୍କ ଫଳାଫଳ ଘୋଷଣା କରାଯାଇଛି। ଏହି ସମୟ ଅବଧିରେ ଆର୍ଥତ୍କ ଅଭିବୃଦ୍ଧି କ୍ଷେତ୍ରରେ ହୁଡ୍କୋ ଉଲ୍ଲେଖନୀୟ…
ନୂଆଦିଲ୍ଲୀ,୩୦।୬ : ଚଳିତ ବର୍ଷ ଫେବୃୟାରୀରେ ଭୋଡାଫୋନ ଆଇଡିଆ ୩୪.୬୭ ଲକ୍ଷ ଗ୍ରାହକ ହରାଇଛନ୍ତି। ଏହି ସମୟରେ ରିଲାଏନ୍ସ ଜିଓ ୬୨.୫୭ ଲକ୍ଷ ନୂଆ ଗ୍ରାହକ ଯୋଡ଼ିଥିବା…
ନୂଆଦିଲ୍ଲୀ,୨୯।୬: ପ୍ରମୁଖ ଇ-କର୍ମସ କମ୍ପାନୀ ଆମାଜନ ଇଣ୍ଡିଆ ପକ୍ଷରୁ ୨୦ ହଜାର କର୍ମଚାରୀଙ୍କୁ ସାମୟିକ ଚୁକ୍ତିଭିତ୍ତିକ ନିଯୁକ୍ତି ପ୍ରଦାନ କରାଯିବ। ଏ ନେଇ କମ୍ପାନୀ ରବିବାର ସୂଚନା…
ନୂଆଦିଲ୍ଲୀ,୨୯।୬: ଭାରତରେ ଶିକ୍ଷାର ଭିତ୍ତିଭୂମି ବିକାଶ ପାଇଁ ରବିବାର ବିଶ୍ୱବ୍ୟାଙ୍କ ୫୦୦ ନିୟୁତ ଡଲାର (୩୭ ଶହ କୋଟି) ର ଋଣ ସହାୟତା ପ୍ରଦାନ କରିଛି। ବ୍ୟାଙ୍କର…
ନୂଆଦିଲ୍ଲୀ,୨୯।୬ : ଜୁଲାଇ ୧୦ ସୁଦ୍ଧା କୋଭିଡ ଷ୍ଟାଣ୍ଡାର୍ଡ ଚିକିତ୍ସା ବୀମା ଆଣିବାକୁ ଭାରତୀୟ ବୀମା ନିୟାମକ ଏବଂ ବିକାଶ ପ୍ରାଧିକରଣ (ଆଇଆର୍ଡିଏଆଇ) ପକ୍ଷରୁ ବୀମା କମ୍ପାନୀଙ୍କୁ…
ନୂଆଦିଲ୍ଲୀ,୨୯।୬ : ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆର ବିଡିଂ ସୀମାକୁ ସରକାର ତୃତୀୟ ଥର ଲାଗି ଘୁଞ୍ଚାଇଛନ୍ତି। ବର୍ତ୍ତମାନ ଏହାକୁ ଆଗାମୀ ୨ ମାସ ବା…