ବାଣିଜ୍ୟ

ଚତୁର୍ଥ ତ୍ରୈମାସରେ ଅଧିକାଂଶ କମ୍ପାନୀଙ୍କୁ କ୍ଷତି

ନୂଆଦିଲ୍ଲୀ,୩୦।୬ : ଦେଶର ମୁଖ୍ୟସ୍ରୋତରେ ରହିଥିବା ଅଧିକାଂଶ କମ୍ପାନୀ ୨୦୧୯-୨୦ ଆର୍ଥତ୍କ ବର୍ଷ ଚତୁର୍ଥ ତ୍ରୈମାସରେ କ୍ଷତି ସହିଛନ୍ତି। ବ୍ୟାଙ୍କ ଏବଂ ସଫ୍ଟଓ୍ବେର ସେବା ଯୋଗାଣ କରୁଥିବା…

6 years ago

ନିର୍ଦ୍ଦିଷ୍ଟ କ୍ଷେତ୍ର ପାଇଁ ଆସିପାରେ ଋଣ ପୁନର୍ଗଠନ ସୁବିଧା

  ନୂଆଦିଲ୍ଲୀ,୩୦।୬ : ବର୍ତ୍ତମାନ କୋଭିଡ୍‌ ଯୋଗୁ ପ୍ରଭାବିତ ନିର୍ଦ୍ଦିଷ୍ଟ କ୍ଷେତ୍ରଗୁଡିକ ଲାଗି ରିଜର୍ଭ ବ୍ୟାଙ୍କ ଋଣ ପୁନର୍ଗଠନ ସୁବିଧା ଆଣିପାରେ। ଏଥିଲାଗି ପ୍ରକ୍ରିୟା ଆରମ୍ଭ କରାଯାଇଛି।…

6 years ago

ହୁଡ୍‌କୋ ପକ୍ଷରୁ ଆର୍ଥତ୍କ ଫଳାଫଳ ଘୋଷଣା

ଭୁବନେଶ୍ୱର,୩୦।୬ : ଆର୍ଥତ୍କ ବର୍ଷ ୨୦୧୯-୨୦ ଲାଗି ହୁଡ୍‌କୋ ପକ୍ଷରୁ ଆର୍ଥତ୍କ ଫଳାଫଳ ଘୋଷଣା କରାଯାଇଛି। ଏହି ସମୟ ଅବଧିରେ ଆର୍ଥତ୍କ ଅଭିବୃଦ୍ଧି କ୍ଷେତ୍ରରେ ହୁଡ୍‌କୋ ଉଲ୍ଲେଖନୀୟ…

6 years ago

୩୪.୬ ଲକ୍ଷ ଗ୍ରାହକ ହରାଇଲେ ଭୋଡାଫୋନ-ଆଇଡିଆ

ନୂଆଦିଲ୍ଲୀ,୩୦।୬ : ଚଳିତ ବର୍ଷ ଫେବୃୟାରୀରେ ଭୋଡାଫୋନ ଆଇଡିଆ ୩୪.୬୭ ଲକ୍ଷ ଗ୍ରାହକ ହରାଇଛନ୍ତି। ଏହି ସମୟରେ ରିଲାଏନ୍ସ ଜିଓ ୬୨.୫୭ ଲକ୍ଷ ନୂଆ ଗ୍ରାହକ ଯୋଡ଼ିଥିବା…

6 years ago

୨୦ହଜାରଙ୍କୁ ନିଯୁକ୍ତି ଦେବ ଆମାଜନ୍‌

ନୂଆଦିଲ୍ଲୀ,୨୯।୬: ପ୍ରମୁଖ ଇ-କର୍ମସ କମ୍ପାନୀ ଆମାଜନ ଇଣ୍ଡିଆ ପକ୍ଷରୁ ୨୦ ହଜାର କର୍ମଚାରୀଙ୍କୁ ସାମୟିକ ଚୁକ୍ତିଭିତ୍ତିକ ନିଯୁକ୍ତି ପ୍ରଦାନ କରାଯିବ। ଏ ନେଇ କମ୍ପାନୀ ରବିବାର ସୂଚନା…

6 years ago

ଭାରତକୁ ବିଶ୍ୱବ୍ୟାଙ୍କ ଦେଲା ୩୭ଶହ କୋଟି

ନୂଆଦିଲ୍ଲୀ,୨୯।୬: ଭାରତରେ ଶିକ୍ଷାର ଭିତ୍ତିଭୂମି ବିକାଶ ପାଇଁ ରବିବାର ବିଶ୍ୱବ୍ୟାଙ୍କ ୫୦୦ ନିୟୁତ ଡଲାର (୩୭ ଶହ କୋଟି) ର ଋଣ ସହାୟତା ପ୍ରଦାନ କରିଛି। ବ୍ୟାଙ୍କର…

6 years ago

ଶୀଘ୍ର ଆସିବ ଷ୍ଟାଣ୍ଡାର୍ଡ କୋଭିଡ ବୀମା

ନୂଆଦିଲ୍ଲୀ,୨୯।୬ : ଜୁଲାଇ ୧୦ ସୁଦ୍ଧା କୋଭିଡ ଷ୍ଟାଣ୍ଡାର୍ଡ ଚିକିତ୍ସା ବୀମା ଆଣିବାକୁ ଭାରତୀୟ ବୀମା ନିୟାମକ ଏବଂ ବିକାଶ ପ୍ରାଧିକରଣ (ଆଇଆର୍‌ଡିଏଆଇ) ପକ୍ଷରୁ ବୀମା କମ୍ପାନୀଙ୍କୁ…

6 years ago

ତୃତୀୟ ଥର ଲାଗି ଘୁଞ୍ଚିଲା ଏୟାର ଇଣ୍ଡିଆ ବିଡିଂ

ନୂଆଦିଲ୍ଲୀ,୨୯।୬ : ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆର ବିଡିଂ ସୀମାକୁ ସରକାର ତୃତୀୟ ଥର ଲାଗି ଘୁଞ୍ଚାଇଛନ୍ତି। ବର୍ତ୍ତମାନ ଏହାକୁ ଆଗାମୀ ୨ ମାସ ବା…

6 years ago

ମହଙ୍ଗା ହେଲା ଇଲେକଟ୍ରୋନିକ୍ସ ପ୍ରଡକ୍ଟ

ନୂଆଦିଲ୍ଲୀ,୨୯।୬ : ଚାଇନା ସାମଗ୍ରୀ ଉପରେ ଭାରତ ବର୍ତ୍ତମାନ ନିର୍ଭରଶୀଳ ଥିବାରୁ ଚାହିଁଲେ ମଧ୍ୟ ରାତାରାତି ଏହାକୁ ନିଷେଧ କରି ପାରୁନାହିଁ। ଗଲଓ୍ବାନ ଘାଟିରେ ଚାଇନା ସେନାର…

6 years ago

ବିଦ୍ୟୁତ ବିତରଣ କମ୍ପାନୀଙ୍କ ଉପରେ ୧.୨୩ ଲକ୍ଷ କୋଟି ଟଙ୍କା ବାକି

ନୂଆଦିଲ୍ଲୀ,୨୯।୬ : ବିଦ୍ୟୁତ ବିତରଣ କମ୍ପାନୀଙ୍କ ଉପରେ ଶକ୍ତି ଉତ୍ପାଦନ କରୁଥିବା କମ୍ପାନୀଗୁଡିକର ମୋଟ ବକେୟା ରାଶି ୬୩% ବୃଦ୍ଧି ଘଟି ୧.୨୩ ଲକ୍ଷ କୋଟି ଟଙ୍କା…

6 years ago