ବାଣିଜ୍ୟ

ଏପ୍ରିଲରେ ଔଦ୍ୟୋଗିକ ଉତ୍ପାଦନ ଠପ୍‌

ମୁମ୍ବାଇ,୧୩।୬: କରୋନାକୁ ରୋକିବା ଲାଗି ସାରା ଦେଶରେ ମାର୍ଚ୍ଚ ୨୫ଠାରୁ ଘୋଷଣା ହୋଇଥିବା ଲକ୍‌ଡାଉନ ଯୋଗୁ ଆର୍ଥତ୍କ କାର୍ଯ୍ୟକଳାପ ବନ୍ଦ ରହିଥିଲା। ଏହି ସମୟରେ ଦେଶର ଶିଳ୍ପ…

6 years ago

ପରଟାରେ ଲାଗିବ ୧୮% ଜିଏସ୍‌ଟି:ଏଏଆର୍‌

ମୁମ୍ବାଇ,୧୩।୬: ପରଟା ରୁଟି ନୁହେଁ। ଏଥିରେ ୧୮% ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ଲାଗୁ ହେବ। ଜିଏସ୍‌ଟି ବ୍ୟବସ୍ଥାରେ ଥିବା ଅଥରିଟି ଅଫ୍‌ ଆଡଭାନ୍ସ ରୁଲିଂସ(ଏଏଆର୍‌)ର କର୍ନାଟକ…

6 years ago

ବିଳମ୍ବ ଜିଏସ୍‌ଟି ଫାଇଲିଂରେ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୩।୬: କରୋନା ଯୋଗୁ ଦେଶ ମଧ୍ୟରେ ଆର୍ଥତ୍କ କାର୍ଯ୍ୟକଳାପ କ୍ଷତିଗ୍ରସ୍ତ ହୋଇଛି। କାରବାର ପ୍ରଭାବିତ ହୋଇଥିବା ଲୋକମାନେ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ଫାଇଲିଂ କରିବାରେ…

6 years ago

ଏଜିଆର୍‌ ଦେୟ ପ୍ରଦାନ ମାମଲା: ରୋଡ୍‌ ମ୍ୟାପ୍‌ ପ୍ରସ୍ତୁତି ଲାଗି ଟେଲିକମ୍‌ କମ୍ପାନୀଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୨।୬ - ଟେଲିକମ୍‌ କମ୍ପାନୀଗୁଡ଼ିକ ସରକାରଙ୍କୁ ପ୍ରଦାନ କରିବାକୁ ଥିବା ଆଡଜଷ୍ଟେଟେଡ୍‌ ଗ୍ରସ୍‌ ରେଭିନ୍ୟୁ(ଏଜିଆର୍‌) ମାମଲା ଉପରେ ସୁପ୍ରିମକୋର୍ଟ ଗୁରୁବାର ଶୁଣାଣି କରିଥିଲେ। ଏହି ଦେୟ ପ୍ରଦାନ…

6 years ago

ଆସନ୍ତା ସପ୍ତାହରେ ବାଣିଜ୍ୟିକ କୋଇଲା ଖଣିର ନିଲାମ ଆରମ୍ଭ

ନୂଆଦିଲ୍ଲୀ,୧୨।୬ - ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ମାସରେ ବାଣିଜି୍ୟକ କୋଇଲା ଖଣିର ନିଲାମ ପ୍ରକ୍ରିୟାକୁ ଶୁଭାରମ୍ଭ କରିବେ। ଭିଡିଓ କନଫରେନ୍ସିଂ ଯୋଗେ ଏହି କାର୍ଯ୍ୟକ୍ରମ ଆୟୋଜନ…

6 years ago

ନୀରବ ମୋଦିଙ୍କ ହାଜତ ମିଆଦ ବଢ଼ିଲା

ଲଣ୍ଡନ,୧୨।୬ - ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ୧୩ ହଜାର କୋଟି ଟଙ୍କାର ଋଣ ଠକେଇ ମାମଲାରେ ପଳାତଳ ଘୋଷିତ ବ୍ୟବସାୟୀ ନୀରବ ମୋଦିଙ୍କ ନାମରେ ବର୍ତ୍ତମାନ ପ୍ରତ୍ୟର୍ପଣ…

6 years ago

ଏମ୍‌ଏସ୍‌ଏମ୍‌ଇଙ୍କୁ ୧୨,୨୦୧ କୋଟି ଟଙ୍କାର ଋଣ

ନୂଆଦିଲ୍ଲୀ,୧୨।୬ - ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ଦେଶର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)ଙ୍କୁ ୧୨,୨୦୧ କୋଟି ଟଙ୍କାର ଋଣ ପ୍ରଦାନ କରିଛନ୍ତି। ୩ ଲକ୍ଷ କୋଟି ଟଙ୍କାର…

6 years ago

ମେ’ରେ ଯାନ ବିକ୍ରି ୮୮% କମିଲା

ନୂଆଦିଲ୍ଲୀ,୧୨।୬ - ମେ ମାସରେ ଅଟୋମୋବାଇଲ କ୍ଷେତ୍ରରେ ରିଟେଲ ବିକ୍ରି ୮୮.୮୭% ହ୍ରାସ ଘଟିଥିବା ଜଣାପଡିଛି। ଏହି ସମୟ ମଧ୍ୟରେ ପାସେଞ୍ଚର ଯାନ ବିକ୍ରି ୮୬.୯୭% କମିଥିବା…

6 years ago

ଚାଇନା ସାମଗ୍ରୀ ବର୍ଜନ ବୁମେରାଂ ସାଜିବ

ନୂଆଦିଲ୍ଲୀ,୧୧ା୬ : ଗତ ମାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାତି ଉଦ୍ଦେଶ୍ୟରେ ସମ୍ବୋଧିତ କରି ‘ଆମତ୍ନିର୍ଭର ଭାରତ’ ଗଠନର ଆହ୍ବାନ ଦେଇଥିଲେ। ସେବେଠୁ ଭାରତୀୟଙ୍କ ମନରେ ଆମେ…

6 years ago

ରାଜ୍ୟଗୁଡ଼ିକୁ ମିଳିଲା ୬,୧୯୫ କୋଟି

ନୂଆଦିଲ୍ଲୀ,୧୧।୬: କେନ୍ଦ୍ର ସରକାର ବୁଧବାର ରାଜ୍ୟଗୁଡିକୁ ୬,୧୯୫ କୋଟି ଟଙ୍କା ପ୍ରଦାନ କରିଛନ୍ତି। କେନ୍ଦ୍ରୀୟ ଟିକସରେ ରାଜ୍ୟଗୁଡିକର ଅଂଶ ବାଦ୍‌ ରାଜସ୍ବ କ୍ଷତି ଅନୁଦାନ ବାବଦରେ ୧୪…

6 years ago