ରାସନ କାର୍ଡକୁ ନେଇ ଆସିଲା ବଡ଼ ଅପଡେଟ୍, ଏହି ଡକ୍ୟୁମେଣ୍ଟ ନ ଥିଲେ କଟିଯିବ…
ନୂଆଦିଲ୍ଲୀ,୧୮।୯: ଯଦି ଆପଣ ଏକ ନୂଆ ରାସନ କାର୍ଡ ତିଆରି କରିବାକୁ ଯାଉଛନ୍ତି କିମ୍ୱା ପୁରୁଣା କାର୍ଡରେ କୌଣସି ସଦସ୍ୟଙ୍କ ନାମ ଯୋଡ଼ିବା କିମ୍ୱା ହଟାଇବା ବିଷୟରେ ଚିନ୍ତା କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଖାଦ୍ୟ…
ଆସିଲା ବଡ଼ ଅପଡେଟ୍: ଏମାନଙ୍କୁ ମିଳିବନି ପେଟ୍ରୋଲ-ଡିଜେଲ! ଶୀଘ୍ର କରନ୍ତୁ ଏହି କାମ…
ନୂଆଦିଲ୍ଲୀ,୧୮।୯: ଗାଡ଼ି ଚଳାଉଥିବା ଲୋକଙ୍କ ପାଇଁ ଆସିଛି ବଡ଼ ଖବର। ଯଦି ଗାଡ଼ିର ବୈଧ ଥାର୍ଡ-ପାର୍ଟି ଇନ୍ସୁରାନ୍ସ ନଥାଏ, ତେବେ ଆଗାମୀ ଦିନରେ ପେଟ୍ରୋଲ ପମ୍ପରେ ଇନ୍ଧନ ନମିଳିବା ବ୍ୟବସ୍ଥା ଆସିପାରେ। ଦେଶରେ ବହୁ ସଂଖ୍ୟକ ଗାଡ଼ି ବିନା ବୈଧ ବୀମାରେ…
ଆଉ ୫ ବର୍ଷ ପାଇଁ ଟାଟାର ନେତୃତ୍ୱ ନେବେ ଏନ. ଚନ୍ଦ୍ରଶେଖରନ; ଟାଟା ସନ୍ସ ବୋର୍ଡର ମଞ୍ଜୁରୀ
ନୂଆଦିଲ୍ଲୀ,୧୭।୯: ମୁମ୍ବାଇରେ ଗୁରୁବାର ଟାଟା ଗ୍ରୁପ୍ର ବୋର୍ଡ ବୈଠକ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ଗ୍ରୁପର ଅଧ୍ୟକ୍ଷ ପଦ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା: ଏନ. ଚନ୍ଦ୍ରଶେଖରନ ଅଧ୍ୟକ୍ଷ ଭାବରେ ଟାଟା ଗ୍ରୁପ୍ର ନେତୃତ୍ୱ ନେବା ଜାରି ରଖିବେ। ତାଙ୍କ କାର୍ଯ୍ୟକାଳକୁ…
ପାର୍ବଣ ପୂର୍ବରୁ ବଡ଼ ଖବର: ଶସ୍ତା ହେବ ଖାଇବା ତେଲ! ଆମଦାନୀ ଶୁଳ୍କ କମାଇବାକୁ ସରକାରଙ୍କ…
ନୂଆଦିଲ୍ଲୀ,୧୭।୯: ଦେଶରେ ବୃଦ୍ଧି ପାଉଥିବା ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀର ଦରଦାମ ମଧ୍ୟରେ ସାଧାରଣ ଲୋକଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଆଗାମୀ ପାର୍ବଣ ଋତୁ ପୂର୍ବରୁ ଖାଇବା ତେଲ (Vegetable Oil) ର ବୃଦ୍ଧିପାଉଥିବା ଦରକୁ ନିୟନ୍ତ୍ରଣ କରିବା…
ପେଟ୍ରୋଲ ଭରାଇବା ପରେ UPIରେ ଦେଇପାରିବେନି ଟଙ୍କା! କାହିଁକି ବିରୋଧ କରୁଛନ୍ତି ପେଟ୍ରୋଲ ପମ୍ପ ଡିଲର, ଜାଣନ୍ତୁ…
ନୂଆଦିଲ୍ଲୀ,୧୭।୯: ପେଟ୍ରୋଲ କିମ୍ବା ଡିଜେଲ ଭରାଇବା ପରେ UPI ମାଧ୍ୟମରେ ପେମେଣ୍ଟ କରୁଥିବା ଗ୍ରାହକଙ୍କ ପାଇଁ ଏକ ନୂଆ ନିୟମକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ୨,୦୦୦ ଟଙ୍କାରୁ ଅଧିକ UPI କାରବାର ଉପରେ ଅତିରିକ୍ତ ଚାର୍ଜ ଲାଗିବାର ବ୍ୟବସ୍ଥାକୁ ନେଇ…
UPI AutoPay ମାଧ୍ୟମରେ SIP ଏବଂ Insurance ଭରୁଛନ୍ତି କି? ଜାଣନ୍ତୁ ୧୫ ଅକ୍ଟୋବରରୁ କ’ଣ ବଦଳିବ…
ନୂଆଦିଲ୍ଲୀ,୧୭।୯: ଯଦି ଆପଣ ପ୍ରତିମାସରେ Mutual Fund SIP, ଇନ୍ସୁରାନ୍ସ ପ୍ରିମିୟମ୍, OTT ସବସ୍କ୍ରିପସନ୍ କିମ୍ବା ବିଜୁଳି-ମୋବାଇଲ୍ ବିଲ୍ ପରିଶୋଧ ପାଇଁ UPI AutoPay ବ୍ୟବହାର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ୧୫ ଅକ୍ଟୋବର ୨୦୨୬…
ବଡ଼ ଘୋଷଣା କଲେ କେନ୍ଦ୍ର ସରକାର: ଡିଜେଲ ଉପରେ ୫ ଟଙ୍କା କମିଲା, ପେଟ୍ରୋଲରେ କେତେ? ଜାଣନ୍ତୁ ନୂଆ ହାର
ନୂଆଦିଲ୍ଲୀ,୧୭।୯: ସେପ୍ଟେମ୍ବର ୧୭ରେ ପେଟ୍ରୋଲିୟମ ଉତ୍ପାଦ ରପ୍ତାନି ଉପରେ ଲାଗୁଥିବା ୱିଣ୍ଡଫଲ ଟ୍ୟାକ୍ସରେ କେନ୍ଦ୍ର ସରକାର କଟକଣା କରିଛନ୍ତି। ପେଟ୍ରୋଲ, ଡିଜେଲ ଓ ଏଭିଏସନ ଟର୍ବାଇନ ଫ୍ୟୁଏଲ (ATF) ରପ୍ତାନି ଉପରେ ଲାଗୁଥିବା ଶୁଳ୍କରେ ଏହି ହ୍ରାସ କରାଯାଇଛି। ଏହାର ଫଳରେ…
ନା ସ୍ମାର୍ଟଫୋନ ନା କାର୍ଡ; ପାପୁଲିରେ କରିବେ ପେମେଣ୍ଟ, UPI କୁ ଟକ୍କର ଦେବ ପାମ ସ୍କାନ!
ନୂଆଦିଲ୍ଲୀ,୧୬।୯: ଡିଜିଟାଲ ପେମେଣ୍ଟ ଦୁନିଆରେ ଯେଉଁଠି ଭାରତର ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ (UPI) ଆଜି ସମଗ୍ର ବିଶ୍ୱ ପାଇଁ ଏକ ଉଦାହରଣ ପାଲଟିଛି, ସେଇଠି ଚାଇନା କାରବାରର ଏକ ଅତି ଅନନ୍ୟ ତଥା ହାଇ-ଟେକ ଉପାୟ ଆପଣେଇ ନେଇଛି। ଚାଇନାରେ ଏବେ…
EPFରେ ବଡ଼ ପରିବର୍ତ୍ତନ; ୫୧ ଲକ୍ଷରୁ ଅଧିକ କର୍ମଚାରୀ ହେବେ ଉପକୃତ, ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଲେ…
ନୂଆଦିଲ୍ଲୀ,୧୬ା୯: କର୍ମଚାରୀଙ୍କ ସାମାଜିକ ସୁରକ୍ଷାକୁ ଆହୁରି ବ୍ୟାପକ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । EPF ଓ EPS କଭରେଜ୍ ପାଇଁ ଲାଗୁଥିବା ବେତନ ସୀମାକୁ ମାସିକ ୧୫,୦୦୦ ଟଙ୍କାରୁ ବଢ଼ାଇ ୨୫,୦୦୦ ଟଙ୍କା କରାଯାଇଛି ।…
ଲକ୍ଷ ଲକ୍ଷ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: EPF ନିୟମରେ ବଡ଼ ପରିବର୍ତ୍ତନ! ୧୫ ହଜାରରୁ ବଢି ୨୫ ହଜାର ହେବ…
ନୂଆଦିଲ୍ଲୀ,୧୬।୯: ଦେଶର ଲକ୍ଷ ଲକ୍ଷ ବେତନଭୋଗୀ କର୍ମଚାରୀଙ୍କ ପାଇଁ EPF ଓ EPS ସମ୍ପର୍କିତ ବଡ଼ ଖବର ସାମ୍ନାକୁ ଆସିଛି। ବର୍ତ୍ତମାନ ମାସିକ ୧୫,୦୦୦ ଥିବା EPF/EPS ଅନିବାର୍ଯ୍ୟ କଭରେଜ ବେତନ ସୀମାକୁ ୨୫,୦୦୦ କରିବାର ପ୍ରସ୍ତାବ ଉପରେ କେନ୍ଦ୍ର ସରକାର…
UPI Charges: ଦୋକାନୀମାନଙ୍କୁ ସେମାନଙ୍କର UPI ସ୍କାନର୍ ଏବଂ ସାଉଣ୍ଡବକ୍ସ ବଦଳାଇବାକୁ ପଡ଼ିବ? ଜାଣନ୍ତୁ କ’ଣ କହୁଛି ନିୟମ
ନୂଆଦିଲ୍ଲୀ,୧୬।୯: ନ୍ୟାସନାଲ ପେମେଣ୍ଟସ କର୍ପୋରେଶନ ଅଫ ଇଣ୍ଡିଆ (NPCI) ୨,୦୦୦ ଟଙ୍କାରୁ ଅଧିକ ମୂଲ୍ୟର କାରବାର ଉପରେ ‘ମର୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR)ଯାହା ମୁଖ୍ୟତଃ ଏକ UPI ଶୁଳ୍କଲାଗୁ କରିବାକୁ ଘୋଷଣା କରିଛି। UPI ପେମେଣ୍ଟ ଉପରେ ଲାଗୁ ହେବାକୁ ଥିବା…
UPI ନା Cash, କେଉଁଥରେ ଟଙ୍କା ଅଧିକ ସଞ୍ଚୟ ହୁଏ? ସତ ଜାଣିଲେ ତାଜୁବ ହେବେ…
ନୂଆଦିଲ୍ଲୀ,୧୬।୯: ଭାରତୀୟ ଡିଜିଟାଲ ଅର୍ଥନୀତିରେ ଆଜିକାଲି UPIକୁ ନେଇ ଏକ ନୂଆ ବିତର୍କ ଓ ବିବାଦ ଦେଖାଦେଇଛି। କେନ୍ଦ୍ର ସରକାର ଏବଂ NPCI ଦ୍ୱାରା ୨୦୦୦ ଟଙ୍କାରୁ ଅଧିକ ମର୍ଚାଣ୍ଟ କାରବାର ଉପରେ ୦.୪% ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR) ଲାଗୁ…

