କର୍ନମ ସେକର ହେଲେ ଆଇଓବି ସିଇଓ
ନୂଆଦିଲ୍ଲୀ,୩।୭: ରାଷ୍ଟ୍ରାୟତ୍ତ ଇଣ୍ଡିଆନ ଓଭରସିଜ ବ୍ୟାଙ୍କ(ଆଇଓବି)ର ଏମ୍ଡି ତଥା ସିଇଓ ଭାବେ କର୍ନମ ସେକରଙ୍କୁ ନିଯୁକ୍ତ କରାଯାଇଛି। ଆର୍ .ସୁବ୍ରମଣିୟକୁମାରଙ୍କ ସ୍ଥାନରେ ସେ କାର୍ଯ୍ୟ କରିବେ। ନୂଆ ଦାୟିତ୍ୱରେ କାର୍ଯ୍ୟ କରିବା ପୂର୍ବରୁ ସେ ଚଳିତ ବର୍ଷ ଏପ୍ରିଲରେ ଆଇଓବିର ମୂଖ୍ୟ…
ଜାନୁୟାରୀରୁ ନାନୋ ଉତ୍ପାଦନ ବନ୍ଦ
ନୂଆଦିଲ୍ଲୀ,୩-୭: ଟାଟା ମୋଟର୍ସର କ୍ଷୁଦ୍ର କାର ନାନୋର ଉତ୍ପାଦନ ଚଳିତବର୍ଷ ଜାନୁୟାରୀରୁ ବନ୍ଦ ରହିଛି। ଅନ୍ୟପକ୍ଷରେ କମ୍ପାନୀ ଫେବୃୟାରୀରେ ଗୋଟିଏ ହେଲେ ଏହି କାର୍ ବିକ୍ରି କରିନାହିଁ। ଟାଟା ମୋଟର୍ସ ପକ୍ଷରୁ ଷ୍ଟକ୍ ମାର୍କେଟକୁ ମଙ୍ଗଳବାର ଏ ସମ୍ପର୍କରେ ସୂଚନା ପ୍ରଦାନ…
ଓ୍ବିଲ୍ଫୁଲ ଡିଫଲ୍ଟରଙ୍କ ଖାତାରେ ରହିଛି ୧,୫୦,୦୦୦ କୋଟି
ନୂଆଦିଲ୍ଲୀ,୩-୭: ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ୨୦୧୮-୧୯ରେ ୧.୫୦ ଲକ୍ଷ କୋଟି (୨୧.୭୬ ବିଲିୟନ ଡଲାର) ଟଙ୍କାକୁ ଓ୍ବିଲ୍ଫୁଲ୍ ଡିଫଲ୍ଟ ଭାବେ ଦର୍ଶାଇଛି। ଏଥିମଧ୍ୟରୁ ଏକ ତୃତୀୟାଂଶ ଅର୍ଥ ଏସ୍ବିଆଇର ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ମଙ୍ଗଳବାର ସଂସଦରେ ପ୍ରକାଶ କରିଛନ୍ତି। ଭାରତୀୟ ଆଇନ…
ଅକ୍ଟୋବର ପରେ ଦରମା ଦେଇପାରିବନି ଏୟାର ଇଣ୍ଡିଆ
ନୂଆଦିଲ୍ଲୀ,୩-୭: ଘରୋଇ କ୍ଷେତ୍ରର ଏୟାର ଲାଇନ୍ସ କମ୍ପାନୀ ଜେଟ୍ ଏୟାରଓ୍ବେଜ୍ ଅର୍ଥ ସଙ୍କଟ କାରଣରୁ ବନ୍ଦ ହୋଇଯାଇଥିବା ବେଳେ ଏବେ ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆରେ ମଧ୍ୟ ସମାନ ସଙ୍କଟ ଦେଖାଦେଇଛି। କମ୍ପାନୀ ନିକଟରେ ଅକ୍ଟୋବର ପରେ କର୍ମଚାରୀଙ୍କୁ ଦରମା…
ଲଣ୍ଡନ ହାଇକୋର୍ଟରେ ଆବେଦନ ଗୃହୀତ; ପ୍ରତ୍ୟର୍ପଣ ବିରୋଧରେ ଅପିଲ କରିପାରିବେ ମାଲ୍ୟା
ନୂଆଦିଲ୍ଲୀ,୩-୭: ପଳାତକ ମଦ ବ୍ୟବସାୟୀ ବିଜୟ ମାଲ୍ୟାଙ୍କୁ ଲଣ୍ଡନ ହାଇକୋର୍ଟରୁ ଏକ ଆଶ୍ୱସ୍ତି ମିଳିଛି। ଭାରତ ପ୍ରତ୍ୟର୍ପଣକୁ ବିରୋଧ କରି ସେ ଅପିଲ କରିପାରିବେ ବୋଲି ହାଇକୋର୍ଟ ମଙ୍ଗଳବାର ଅନୁମତି ପ୍ରଦାନ କରିଛନ୍ତି। ଏନେଇ ମାଲ୍ୟାଙ୍କ ଆବେଦନକୁ ଅଦାଲତ ସ୍ବୀକାର କରିଛନ୍ତି।…
ନୀରବଙ୍କ ପରିବାରର ସିଙ୍ଗାପୁର ବ୍ୟାଙ୍କ ଆକାଉଣ୍ଟ ଜବତ
ସିଙ୍ଗାପୁର,୩-୭: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍ବି) ମହାଦୁର୍ନୀତି ମାମଲାରେ ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ପରିବାରର ସିଙ୍ଗାପୁରସ୍ଥିତ ବ୍ୟାଙ୍କ ଆକାଉଣ୍ଟକୁ ଜବତ କରିବା ଲାଗି ସ୍ଥାନୀୟ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ନୀରବଙ୍କ ଭଉଣୀ ପୂର୍ବି ମୋଦି ଓ ଭିଣୋଇ ମୟଙ୍କ ମେହଟାଙ୍କ…
ଅକ୍ଟୋବର ପରେ ଦରମା ଦେଇପାରିବନି ଏୟାର ଇଣ୍ଡିଆ
ନୂଆଦିଲ୍ଲୀ,୨-୭: ଘରୋଇ କ୍ଷେତ୍ରର ଏୟାର ଲାଇନ୍ସ କମ୍ପାନୀ ଜେଟ୍ ଏୟାରଓ୍ବେଜ୍ ଅର୍ଥ ସଙ୍କଟ କାରଣରୁ ବନ୍ଦ ହୋଇଯାଇଥିବା ବେଳେ ଏବେ ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆରେ ମଧ୍ୟ ସମାନ ସଙ୍କଟ ଦେଖାଦେଇଛି। କମ୍ପାନୀ ନିକଟରେ ଅକ୍ଟୋବର ପରେ କର୍ମଚାରୀଙ୍କୁ ଦରମା…
ନୀରବଙ୍କ ପରିବାରର ସିଙ୍ଗାପୁର ବ୍ୟାଙ୍କ ଆକାଉଣ୍ଟ ଜବତ
ସିଙ୍ଗାପୁର,୨-୭: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍ବି) ମହାଦୁର୍ନୀତି ମାମଲାରେ ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ପରିବାରର ସିଙ୍ଗାପୁରସ୍ଥିତ ବ୍ୟାଙ୍କ ଆକାଉଣ୍ଟକୁ ଜବତ କରିବା ଲାଗି ସ୍ଥାନୀୟ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ନୀରବଙ୍କ ଭଉଣୀ ପୂର୍ବି ମୋଦି ଓ ଭିଣୋଇ ମୟଙ୍କ ମେହଟାଙ୍କ…
ମୁଦ୍ରାଲୋନ୍ ଆକାଉଣ୍ଟରେ ୨୩୧୩ ଠକେଇ
ନୂଆଦିଲ୍ଲୀ, ୨-୭ – ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା (ପିଏମ୍ଏମ୍ଓ୍ବାଇ) ଆକାଉଣ୍ଟରେ ୨୩୧୩ ଠକେଇ ସାମ୍ନାକୁ ଆସିଛି। ୨୦୧୬-୧୭ ଆର୍ଥିକ ବର୍ଷ ପରଠାରୁ ଏହି ମାମଲାଗୁଡିକ ସାମ୍ନାକୁ ଆସିଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଲୋକସଭାକୁ ଏକ ଲିଖିତ ଉତ୍ତରରେ ସୋମବାର ସୂଚନା ଦେଇଛନ୍ତି।…
ବନ୍ଦ ହୋଇଛି ୬.୮ ଲକ୍ଷ କମ୍ପାନୀ
ନୂଆଦିଲ୍ଲୀ,୨-୭: ବର୍ତ୍ତମାନ ପର୍ଯ୍ୟନ୍ତ ସାରା ଦେଶରେ ମୋଟ ୬.୮ ଲକ୍ଷ କମ୍ପାନୀ ବନ୍ଦ ହୋଇଛି। ଦେଶ ମଧ୍ୟରେ ୧୮.୯୪ ଲକ୍ଷ କମ୍ପାନୀ ରେଜିଷ୍ଟ୍ରାର ଅଫ୍ କମ୍ପାନୀଜ ଅଧିନରେ ପଞ୍ଜିକୃତ ଥିବା ବେଳେ ଏଗୁଡିକ ମଧ୍ୟରୁ ୩୬.୦୭% କମ୍ପାନୀ ବନ୍ଦ ହୋଇଛି। ବନ୍ଦ…
ସବ୍ସିଡିଯୁକ୍ତ ଏଲପ୍ଜି ୩ ଟଙ୍କା କମିଲା
ନୂଆଦିଲ୍ଲୀ,୨-୭: ସୋମବାର ସବ୍ସିଡିଯୁକ୍ତ ଏଲପିଜି ଦର ୩.୦୨ ଟଙ୍କା ହ୍ରାସ ଘଟିଛି। ଏହା ଫଳରେ ୧୪.୨ ଲିଟର ବିଶଷ୍ଟ ସିଲିଣ୍ଡର ଦାମ ୪୯୪.୩୫ ଟଙ୍କାକୁ ଖସିଛି। ଏହା ରବିବାର ମୁମ୍ବାଇରେ ସିଲିଣ୍ଡର ପିଛା ୪୯୫.୦୯ ଟଙ୍କା ଥିଲା ଯାହା ୪୯୨.୦୪ ଟଙ୍କାକୁ…
ଡେପୁଟି ଗଭର୍ନର ଭାବେ ବିଶ୍ୱନାଥନଙ୍କୁ ପୁନଃନିଯୁକ୍ତି
ମୁମ୍ବାଇ,୧-୭: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ)ର ଡେପୁଟି ଗଭର୍ନର ଭାବେ ଏନ୍.ଏସ୍.ବିଶ୍ୱନାଥନଙ୍କୁ ଆହୁରି ଏକ ବର୍ଷ ପାଇଁ ପୁନଃନିଯୁକ୍ତ କରାଯାଇଛି। ଦ୍ୱିତୀୟଥର ପାଇଁ ସେ ଏହି ଦାୟିତ୍ୱରେ ରହିଛନ୍ତି। ଏଥିପୂର୍ବରୁ ତାଙ୍କୁ ୪ ଜୁଲାଇ ୨୦୧୬ରେ କେନ୍ଦ୍ରୀୟ ବ୍ୟାଙ୍କର ଡେପୁଟି ଗଭର୍ନର ଭାବେ…
Archives


