ବାଣିଜ୍ୟ

ଅଶୋଧିତ ତୈଳ ଦର ୨୮ବର୍ଷରେ ସର୍ବବୃହତ ବୃଦ୍ଧି;୭ ଟଙ୍କା ପର୍ଯ୍ୟନ୍ତ ବଢ଼ିବ ପେଟ୍ରୋଲ, ଡିଜେଲ

ନୂଆଦିଲ୍ଲୀ,୧୭-୯: ବିଶ୍ୱର ସର୍ବବୃହତ ତୈଳ ଉତ୍ପାଦକ କମ୍ପାନୀ ସୌଦି ଆରାମ୍‌କୋରେ ଡ୍ରୋନ ଆକ୍ରମଣ ଯୋଗୁ ଅନ୍ତର୍ଜାତୀୟ ତୈଳ ବଜାରରେ ତେଲ ଦରରେ ନିଆଁ ଲାଗିଛି। ସୋମବାର ବ୍ରେଣ୍ଟ କ୍ରୁଡ୍‌ ଦର ୨୦% ବୃଦ୍ଧି ପାଇଛି, ଯାହା କି ୨୮ବର୍ଷ ପରେ ଗୋଟିଏ…

ଆର୍‌ବିଆଇ ଗଭର୍ନରଙ୍କ ସ୍ବୀକାର;ଆଶାଠାରୁ ଖରାପ ରହିଛି ଜିଡିପି

ନୂଆଦିଲ୍ଲୀ,୧୭-୯: ଦେଶର ଅର୍ଥନୀତି ଖରାପ ସମୟ ଦେଇ ଗତିକରୁଛି। ଚଳିତ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସରେ ୫% ଜିଡିପି ଅଭିବୃଦ୍ଧି ହାର ତାଙ୍କୁ ଚକିତ କରିଛି ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ସୋମବାର କହିଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କ…

ନିଲାମୀରେ ବିକ୍ରି ହୋଇପାରିନି ସ୍ପେକ୍ଟ୍ରମ;ସରକାରଙ୍କର ୫.୪ଲକ୍ଷ କୋଟି ଟଙ୍କା କ୍ଷତି

ନୂଆଦିଲ୍ଲୀ,୧୭-୯: ଗତ ନିଲାମୀରେ କିଛି ସ୍ପେକ୍ଟ୍ରମ ବିକ୍ରି ହୋଇପାରି ନ ଥିବାରୁ ସରକାରଙ୍କର ପ୍ରାୟ ୫.୪ ଲକ୍ଷ କୋଟି ଟଙ୍କା କ୍ଷତି ହୋଇଛି ବୋଲି ଉଦ୍ୟୋଗ ସଂଗଠନ ବ୍ରଡ୍‌ବ୍ୟାଣ୍ଡ ଇଣ୍ଡିଆ ଫୋରମ୍‌(ବିଆଇଏଫ୍‌) ପକ୍ଷରୁ ଦାବି କରାଯାଇଛି। ସରକାର ୫ଜି ସ୍ପେକ୍ଟ୍ରମ ନିଲାମ…

କଗ୍ନିଜାଣ୍ଟର ପୂର୍ବତନ ସିଓଓଙ୍କ ବିରୋଧରେ ୩୫ ଲକ୍ଷର ଜରିମାନା

ନୂଆଦିଲ୍ଲୀ,୧୭-୯: ଆମେରିକାର ପୁଞ୍ଜି ବଜାର ନିୟାମକ ସିକ୍ୟୁରିଟିଜ ଆଣ୍ଡ ଏକ୍ସଚେଞ୍ଜ କମିଶନ(ଏସ୍‌ଇସି) କଗ୍ନିଜାଣ୍ଟର ପୂର୍ବତନ ମୁଖ୍ୟ ପରିଚାଳନା ଅଧିକାରୀ(ସିଓଓ) ଶ୍ରୀଧର ତିରୁମ୍ବେଗଦମଙ୍କୁ ଜଣେ ଭାରତୀୟଙ୍କୁ ଲାଞ୍ଚ ଦେବା ଅଭିଯୋଗରେ ୫୦ ହଜାର ଡଲାର( ପ୍ରାୟ ୩୫ ଲକ୍ଷ ଟଙ୍କା) ଜରିମାନା କରିଛି।…

ଦେବାଳିଆ ହେଲା ଅନିଲ ଅମ୍ବାନୀଙ୍କ ଆଉ ଏକ କମ୍ପାନୀ

ନୂଆଦିଲ୍ଲୀ,୧୭-୯: ଶିଳ୍ପପତି ଅନିଲ ଅମ୍ବାନୀଙ୍କ ମାଲିକାନାରେ ଥିବା ଆଉ ଏକ କମ୍ପାନୀ ଦେବାଳିଆ ହୋଇଗଲାଣି। ଋଣରେ ବୁଡ଼ି ରହିଥିବା ଟେଲିକମ୍‌ କମ୍ପାନୀ ରିଲାଏନ୍ସ କମ୍ୟୁନିକେଶନ୍ସର ଏକ ସହଯୋଗୀ କମ୍ପାନୀ ଜିସିଏକ୍ସ ଲିମିଟେଡ ନିଜକୁ ଦେବାଳିଆ ଘୋଷଣା ଲାଗି ଆଇବିସି କୋର୍ଟରେ ଆବେଦନ…

ପାଇକାରୀ ମୁଦ୍ରାସ୍ଫୀତି ହାର ୧.୦୮%ରେ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୧୭-୯: ଅଗଷ୍ଟରେ ପାଇକାରୀ ମୂଲ୍ୟ ସୂଚକାଙ୍କ ଆଧାରିତ ମୁଦ୍ରାସ୍ଫୀତି ପ୍ରାୟ ୨୫ ମାସର ସର୍ବନିମ୍ନ ସ୍ତର ୧.୦୮%ରେ ଅପରିବର୍ତ୍ତିତ ରହିଛି। ଜୁଲାଇ ମୁକାବିଲାରେ ଏଥିରେ କୌଣସି ପରିବର୍ତ୍ତନ ହୋଇନାହିଁ। ବର୍ଷକ ପୂର୍ବେ ସମାନ ଅବଧିରେ ଅର୍ଥାତ୍‌ ୨୦୧୮ ଅଗଷ୍ଟରେ ପାଇକାରୀ ମୁଦ୍ରାସ୍ଫୀତି…

ବଢ଼ୁଛି ଭାରତୀୟଙ୍କ ଋଣ ବୋଝ

ନୂଆଦିଲ୍ଲୀ,୧୭-୯: ଭାରତୀୟ ଅର୍ଥନୀତିର ମେରୁଦଣ୍ଡ କୁହାଯାଉଥିବା ସଞ୍ଚୟ କମିବାରେ ଲାଗିଛି। ଫଳରେ ୨୦୧୮ ସୁଦ୍ଧା ୫ ବର୍ଷରେ ଲୋକଙ୍କ ଉପରେ ଋଣ ବୋଝ ୫୮% ବୃଦ୍ଧି ପାଇ ୭.୪ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଗଲାଣି। ଅନ୍ୟପକ୍ଷରେ ୨୦୧୭ରେ ଏହି ମାତ୍ର ୨୨…

ସୌଦି ଆରବର ଆରାମ୍‌କୋ ତୈଳ ଭଣ୍ଡାରରେ ଡ୍ରୋନ ଆକ୍ରମଣ; ମହଙ୍ଗା ହୋଇପାରେ ଅଶୋଧିତ ତେଲ ଦର

ନୂଆଦିଲ୍ଲୀ,୧୬।୯: ସୌଦି ଆରବର ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀ ଆରାମ୍‌କୋର ଅବକିକ୍‌ ଓ ଖୁରେସରେ ଥିବା ଦୁଇଟି ତୈଳ ଭଣ୍ଡାର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଫଳରେ ସେଠାରେ ଅସ୍ଥାୟୀ ରୂପେ ତୈଳ ଉତ୍ପାଦନକୁ ବନ୍ଦ କରିଦିଆଯାଇଛି। ସୌଦି ଆରବ ଶକ୍ତି ମନ୍ତ୍ରୀ…

ପାକିସ୍ତାନ ବାୟୁସୀମା ବନ୍ଦ୍‌ର ପ୍ରଭାବ ଏୟାର ଇଣ୍ଡିଆର ଅପରେଟିଂ କ୍ଷତି ୪୬୦୦ କୋଟି

ନୂଆଦିଲ୍ଲୀ,୧୬।୯: ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆର ଚଳିତ ଆର୍ଥିକ ବର୍ଷ ୨୦୧୮-୧୯ରେ ଅପରେଟିଙ୍ଗ୍‌ କ୍ଷତି ୪୬୦୦ କୋଟି ଟଙ୍କା ପହଞ୍ଚତ୍ଛି। ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି, ବୈଦେଶିକ ମୁଦ୍ରା ବିନିମୟରେ ଅସ୍ଥିରତା, ସର୍ବୋପରି ପାକିସ୍ତାନ ବାୟୁ ସୀମା ପ୍ରବେଶ ଉପରେ…

ପାସେଞ୍ଜର ଗାଡ଼ି ବିକ୍ରି: ମାରୁତି-ଟାଟାକୁ କ୍ଷତି, ହ୍ୟୁଣ୍ଡାଇ-ମହିନ୍ଦ୍ରା ଲାଭବାନ

ନୂଆଦିଲ୍ଲୀ,୧୬।୯: ଚଳିତ ଆର୍ଥିକବର୍ଷର ଏପ୍ରିଲରୁ ଅଗଷ୍ଟ ମଧ୍ୟରେ ମାରୁତି ସୁଜୁକି ଇଣ୍ଡିଆ ଓ ଟାଟା ମୋଟର୍ସର ପାସେଞ୍ଜର ଗାଡ଼ି ବିକ୍ରି ହ୍ରାସ ପାଇଛି। ଅନ୍ୟପକ୍ଷରେ ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଓ ହ୍ୟୁଣ୍ଡାଇ ମୋଟର୍ସର ବିକ୍ରି ବଢ଼ିଛି ବୋଲି ଅଟୋ ନିର୍ମାତା ସଂଗଠନ…

ବ୍ୟାଙ୍କ ମିଶ୍ରଣ ଯୋଗୁ ଫାଇଦା ହେବନି: ଏଆଇବିଓସି ଅଧ୍ୟକ୍ଷ

ଭୁବନେଶ୍ୱର, ୧୬।୯(ବ୍ୟୁରୋ) ଦେଶରେ ବ୍ୟାଙ୍କ ମିଶ୍ରଣର ଆବଶ୍ୟକତା ନାହିଁ। ଅର୍ଥନୀତି ଦୃଷ୍ଟିରୁ ଏହା ଫାଇଦା ଦେବ ନାହିଁ। ଭାରତ ଗ୍ରାମୀଣ ଅର୍ଥବ୍ୟବସ୍ଥା ଉପରେ ନିର୍ଭରଶୀଳ ରହିଥିବାରୁ ତୃଣମୂଳ ସ୍ତରରେ ଶାଖାଭିତ୍ତିକ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥାର ଆବଶ୍ୟକତା ରହିଛି। କୃଷକ ଏବଂ କ୍ଷୁଦ୍ର ଶିଳ୍ପକୁ…

ଜିରୋ ବାଲାନ୍ସ ଆକାଉଣ୍ଟରେ ନେଣଦେଣ: ୧୨୫ ଟଙ୍କା ପର୍ଯ୍ୟନ୍ତ ଚାର୍ଜ ନେବ ଆଇସିଆଇସିଆଇ ବ୍ୟାଙ୍କ

ନୂଆଦିଲ୍ଲୀ,୧୬।୯: ଘରୋଇ ସେକ୍ଟରର ଆଇସିଆଇସିଆଇ ବ୍ୟାଙ୍କ ନିଜର ଗ୍ରାହକଙ୍କୁ ଜୋର୍‌ଦାର ଝଟକା ଦେଇଛି। ବ୍ୟାଙ୍କ ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କୁ ଅକ୍ଟୋବର ୧୬ରୁ ଶାଖାରେ ପ୍ରତ୍ୟେକ ନଗଦ ଉଠାଣ ପାଇଁ ୧୦୦ରୁ ୧୨୫ ଟଙ୍କା ପର୍ଯ୍ୟନ୍ତ ଚାର୍ଜ ଆଦାୟ କରିବ। ସେହିପରି ଗ୍ରାହକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?