ବାଣିଜ୍ୟ

ପୁଞ୍ଜି ବଜାରରେ ଏଫ୍‌ପିଆଇଙ୍କ ୧୮୪୧ କୋଟି ନିବେଶ

ମୁମ୍ବାଇ,୧୬।୯: ବିଦେଶୀ ପୋର୍ଟଫୋଲିଓ ନିବେଶକ(ଏଫ୍‌ପିଆଇ) ସେପ୍ଟେମ୍ବର ୧୩ ସୁଦ୍ଧା ପୁଞ୍ଜି ବଜାରରେ ୧୮୪୧ କୋଟି ଟଙ୍କା ନିବେଶ କରିଛନ୍ତି। ଏଥିପୂର୍ବରୁ ସେମାନେ କ୍ରମାଗତ ଦୁଇ ମାସ ହେବ ବଜାରରେ ଶେୟାର ବିକ୍ରି କରି ଅର୍ଥ କାଢ଼ି ନେଉଥିଲେ। ଆଲୋଚ୍ୟ ସମୟ ମଧ୍ୟରେ…

ପେଟ୍ରୋକେମ୍‌-୨୦୧୯:ଡାଉନ୍‌ଷ୍ଟ୍ରିମ୍‌ କ୍ଷେତ୍ରଗୁଡିକ ବିକାଶ ଉପରେ ଓଡ଼ିଶାର ଗୁରୁତ୍ୱ

ଭୁବନେଶ୍ୱର, ୧୫ା୯(ବ୍ୟୁରୋ)- ଓଡ଼ିଶାରେ ପୁଞ୍ଜିନିବେଶ ସକାଶେ ଗଠିତ ହୋଇଥିବା ପ୍ରତିନିଧିଗଣ କଲିକତାଠାରେ ଭାରତୀୟ ଚେମ୍ବର୍ସ ଅଫ୍‌ କମର୍ସ ତରଫରୁ ଅନୁଷ୍ଠିତ ହୋଇଥିବା ‘ଆଗାମୀ ଭବଷ୍ୟତରେ ପେଟ୍ରୋକେମିକାଲ ବ୍ୟବସାୟ ଅଭିବୃଦ୍ଧି’ ଶୀର୍ଷକ ପେଟ୍ରୋକେମ୍‌-୨୦୧୯ରେ ଭାଗ ନେଇଛନ୍ତି। ଅର୍ଥନୈତିକ ଉନ୍ନତି ସହିତ କର୍ମନିଯୁକ୍ତି ସୃଷ୍ଟି…

ଦୁବାଇ ଷ୍ଟାଇଲରେ ମେଗା ଶପିଂ ଫେଷ୍ଟିଭାଲ

ନୂଆଦିଲ୍ଲୀ,୧୫-୯: ମାନ୍ଦାବସ୍ଥାକୁ ଦୂର କରିବା ଲକ୍ଷ୍ୟରେ ରପ୍ତାନି କ୍ଷେତ୍ରକୁ ପ୍ରୋତ୍ସାହିତ କରିବାକୁ ଯାଇ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ୫୦ ହଜାର କୋଟି କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି। ତେବେ ସରକାର ଦୁବାଇ ଷ୍ଟାଇଲରେ ନୂଆ କରି ମାର୍ଚ୍ଚ ୨୦୨୦ରୁ…

ରିଏଲ ଇଷ୍ଟେଟ ଲାଗି ପ୍ୟାକେଜ ଘୋଷଣା: ଫ୍ଲାଟ କ୍ରେତାଙ୍କ ସ୍ବପ୍ନ ହେବ ପୂରଣ

ନୂଆଦିଲ୍ଲୀ,୧୫-୯: ଦେଶର ଦେଖାଦେଇଥିବା ଆର୍ଥିକ ମାନ୍ଦାବସ୍ଥାର ପ୍ରଭାବ ରିଏଲ ଇଷ୍ଟେଟ ସେକ୍ଟରରେ ପଡିଛି। ଏହି ସେକ୍ଟର ପାଇଁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶନିବାର ପ୍ୟାକେଜ ଘୋଷଣା କରିଛନ୍ତି। ଅର୍ଦ୍ଧନିର୍ମିତ ଫ୍ଲାଟ୍‌ର ନିର୍ମାଣ ସମ୍ପୂର୍ଣ୍ଣ କରିବା ପାଇଁ ସରକାର ୨୦ ହଜାର…

ଜିଏସ୍‌ଟି ଠକେଇ ରୋକିବାକୁ ଉଦ୍ୟମ: ନୂଆ ଡିଲରଙ୍କ ପାଇଁ ଆଧାର ଯାଞ୍ଚ ହେବ ବାଧ୍ୟତାମୂଳକ

ବାଙ୍ଗାଲୋର,୧୫-୯: ସାମଗ୍ରୀ ଏବଂ ସେବା ଟିକସ (ଜିଏସ୍‌ଟି) ବ୍ୟବସ୍ଥାରେ ହେଉଥିବା ଟିକସ ଠକେଇ ରୋକିବା ଦିଗରେ ସରକାର ନୂଆ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ଧାରାରେ ୨୦୨୦ ଜାନୁୟାରୀଠାରୁ ନୂଆ ଡିଲରଙ୍କ ଲାଗି ଆଧାର ଯାଞ୍ଚ ବାଧ୍ୟତାମୂଳକ କରାଯିବ। ପୂର୍ବରୁ ଏହା…

ରାଜ୍ୟଗୁଡିକର ଦାବି; ୩ ବର୍ଷ ବଢୁ ଜିଏସ୍‌ଟି ସେସ୍‌

ନୂଆଦିଲ୍ଲୀ,୧୫-୯: ଦେଶରେ ସାମଗ୍ରୀ ଏବଂ ସେବା ଟିକସ (ଜିଏସ୍‌ଟି) ଲାଗୁ ହେବା ପରେ ରାଜସ୍ବ କ୍ଷତି ସହୁଥିବା ଅଧିକାଂଶ ରାଜ୍ୟ ଜିଏସ୍‌ଟି ସେସ୍‌ ବଢାଇବା ଲାଗି ଦାବି କରୁଛନ୍ତି। ଏହାକୁ ଆଉ ୩ ବର୍ଷ ବଢାଇବା ଲାଗି ଦାବି ହେଉଥିବା ପଞ୍ଚଦଶ…

୨୦ରେ ଜିଏସ୍‌ଟି ପରିଷଦ ବୈଠକ; ଟିକସ ହ୍ରାସ ନେଇ ନେଇ ହୋଇ ପାରେ ନିଷ୍ପତ୍ତି

ନୂଆଦିଲ୍ଲୀ,୧୫-୯: ଜିଏସ୍‌ଟି ପରିଷଦ ବୈଠକ ଚଳିତ ମାସ ୨୦ରେ ଗୋଆରେ ଅନୁଷ୍ଠିତ ହେବ। କାର ଏବଂ ବିସ୍କୁଟ ଉପରେ ଲାଗୁ ହେଉଥିବା ଜିଏସ୍‌ଟି ହ୍ରାସ କରିବା ଲାଗି ଶିଳ୍ପଜଗତ ପକ୍ଷରୁ ଦାବି ହେଉଥିବା ବେଳେ ଏ ଉପରେ ପରିଷଦ ନିଷ୍ପତ୍ତି ନେଇପାରେ।…

ଲେହ୍‌ରେ ଏସ୍‌ବିଆଇ ଖୋଲିଲା ନୂଆ ବ୍ରାଞ୍ଚ

ଲେହ୍‌,୧୫-୯: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ(ଏସ୍‌ବିଆଇ) କ୍ରମାଗତ ନିଜର ସୁବିଧା ବଢ଼ାଇବା ସହିତ ସୁଦୂର କ୍ଷେତ୍ରରେ ଉପସ୍ଥିତି ଜାହିର କରିବାରେ ଲାଗିଛି। ଏହି କ୍ରମରେ ଲଦାଖର ଲେହ୍‌ରେ ଏକ ବ୍ରାଞ୍ଚ ଖୋଲିଛି। ଏସ୍‌ବିଆଇ ଅଧ୍ୟକ୍ଷ ରଜନୀଶ କୁମାର ଲେହ୍‌ ଜିଲ୍ଲାର ନୁବ୍ରା ଉପତ୍ୟକାର…

ରୁପେ ଡେବିଟ କାର୍ଡରେ ଶପିଂ ହେବ ଶସ୍ତା

ନୂଆଦିଲ୍ଲୀ,୧୫-୯: ନ୍ୟାଶନାଲ ପେମେଣ୍ଟସ କର୍ପୋରେଶନ ଅଫ୍‌ ଇଣ୍ଡିଆ(ଏନ୍‌ପିସିଆଇ) ଡିଜିଟାଲ ପେମେଣ୍ଟକୁ ପ୍ରୋତ୍ସାହିତ କରବାକୁ ଯାଇ ରୁପେ ଡେବିଟ୍‌ କାର୍ଡ ଜରିଆରେ ନେଣଦେଣ ଉପରେ ମର୍ଚ୍ଚେଣ୍ଟ ଡିସ୍‌କାଉଣ୍ଟ ରେଟ୍‌(ଏମ୍‌ଡିଆର୍‌) ହ୍ରାସ କରିଛି। ନୂଆ ଏମ୍‌ଡିଆର୍‌ ଅକ୍ଟୋବର ୨୦ରୁ ଲାଗୁ ହୋଇଯିବ। ଏନ୍‌ପିସିଆଇର କହିବାନୁଯାୟୀ…

ଆଇଟି ରିଟର୍ନର ହେବ ଫେସ୍‌ଲେସ ଇ-ଆସେସ୍‌ମେଣ୍ଟ; ଜାରି ହେଲା ବିଜ୍ଞପ୍ତି

ମୁମ୍ବାଇ,୧୫-୯: ଆୟକର ରିଟର୍ନ ପ୍ରକ୍ରିୟାରେ ଫେସ୍‌ଲେସ୍‌ (ସାମ୍ନାସାମ୍ନି ନ ହୋଇ) ଆସେସ୍‌ମେଣ୍ଟ କରାଇବା ପାଇଁ କେନ୍ଦ୍ର ଅର୍ଥମନ୍ତ୍ରଣାଳୟ ପକ୍ଷରୁ ଇ-ଆସେସ୍‌ମେଣ୍ଟ ସ୍କିମ୍‌ର ବିଜ୍ଞପ୍ତି ଜାରି କରାଯାଇଛି। ନୂଆ ବ୍ୟବସ୍ଥା ଦ୍ୱାରା ଆୟକର ଅଧିକାରୀଙ୍କୁ ସାମ୍ନା ନ କରି ଟିକସଦାତାଙ୍କ ରିଟର୍ନ ଯାଞ୍ଚ…

ଅର୍ଥ କମିଶନ ସର୍ତ୍ତ ପ୍ରସଙ୍ଗରେ ସରକାର ମୁଖ୍ୟମନ୍ତ୍ରୀମାନଙ୍କ ସହ ପରାମର୍ଶ କରନ୍ତୁ: ମନମୋହନ

ନୂଆଦିଲ୍ଲୀ,୧୫-୯: ମୋଦି ସରକାର ୧୫ତମ ଅର୍ଥ କମିଶନଙ୍କ ବିଷୟ ଓ ସର୍ତ୍ତରେ ପରିବର୍ତ୍ତନ କରିବା ଲାଗି ଏକତରଫା ପଦକ୍ଷେପ ନେଉଛନ୍ତି ବୋଲି ଅଭିଯୋଗ କରି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବିଶିଷ୍ଟ ଅର୍ଥନୀତିଜ୍ଞ ଡ.ମନମୋହନ ସିଂ କହିଛନ୍ତି ଯେ, ଏଭଳି ନିଷ୍ପତ୍ତି ନେବା…

ରିଏଲ ଇଷ୍ଟେଟ, ରପ୍ତାନି ବୃଦ୍ଧିକୁ ପ୍ରୋତ୍ସାହନ; ମାନ୍ଦାବସ୍ଥା ଦୂର ପାଇଁ ୭୦ ହଜାର କୋଟିର ପ୍ୟାକେଜ ଘୋଷଣା

ନୂଆଦିଲ୍ଲୀ,୧୫-୯: ଆର୍ଥିକ ମାନ୍ଦାବସ୍ଥାକୁ ଦୂରକରିବା ଉଦ୍ଦେଶ୍ୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶନିବାର ରିଏଲ ଇଷ୍ଟେଟ କ୍ଷେତ୍ରରେ ନିବେଶ ଓ ରପ୍ତାନି ବୃଦ୍ଧି ଲାଗି ୭୦ ହଜାର କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି। ଅର୍ଦ୍ଧନିର୍ମିତ ହୋଇ ପଡିରହିଥିବା ଶସ୍ତା ଘରଗୁଡ଼ିକୁ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?